ଫୁରସତ

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ ରହିଛି। ଏପରି ଦେଶ ହେଉଛି ଉତ୍ତରକୋରିଆ। ଏଠାରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ଏହି…

୪୫ କୋଟିରେ ଆମେରିକାକୁ ଏହି ରାଜ୍ୟ ବିକିଥିଲା ଋଷ୍‌

ମସ୍କୋ: ଉତ୍ତର ଆମେରିକା ମାଳଦ୍ୱୀପର ଉତ୍ତର-ପଶ୍ଚିମରେ ଅବସ୍ଥିତ ବିଶ୍ୱ ମାନଚିତ୍ରରେ ରହିଛି ‘ଆଲାସ୍କା’ ରାଜ୍ୟ। ଯାହାକି ଋଷ୍‌ର ନିକଟରେ ରହିଛି। ଆଲାସ୍କା ହେଉଛି ଆମେରିକାର ୫୦ ରାଜ୍ୟ ମଧ୍ୟରୁ ୪୯ ତମ ରାଜ୍ୟ। ଆଲାସ୍କା ଆମେରିକାର ଏକ ଅଂଶ ନୁହେଁ ।…

ଗୁଗୁଲ ଆଇକନରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

ନୂଆଦିଲ୍ଲୀ, ୧୮ା୪- ଆଗଧାଡ଼ିରେ ରହି କରୋନା ମୁକାବିଲା କରୁଥିବା ଯୋଦ୍ଧାଙ୍କୁ ସମ୍ମାନ ଜଣାଇଛି ଗୁଗୁଲ। ସର୍ଚ୍ଚ ଇଞ୍ଜିନ ଗୁଗୁଲ ଡୁଡୁଲସ୍ ସିରିଜରେ ଶନିବାର ସମସ୍ତ ଜରୁରିକାଳୀନ ସେବା କର୍ମଚାରୀଙ୍କୁ ଏକକାଳୀନ ଉପସ୍ଥାପନ କରି ସେମାନଙ୍କୁ ଧନ୍ୟବାଦ ଜଣାଯାଇଛି। ସମସ୍ତ ଡାକ୍ତର କର୍ମଚାରୀ,…

ଭାରତୀୟଙ୍କୁ ଭାଗ୍ୟବାନ ବୋଲି କହିଲେ ଆମେରିକା ଡାକ୍ତର

ଓ୍ବାଶିଂଟନ,୧୮।୪: ଆମେରିକାର ନ୍ୟୁଜର୍ସିରେ ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଭାରତୀୟ ଡାକ୍ତର କ୍ରିତି ଅଗ୍ରଓ୍ବାଲ କୁହନ୍ତି ପ୍ରତିଦିନ ସେ ଚିକିତ୍ସା କରୁଥିବା ହସ୍ପିଟାଲରେ ଶହ ଶହ କରୋନା ସଂକ୍ରମିତ ଲୋକ ଆସୁଛନ୍ତି। ଏହାସହ ଆମେରିକାରେ ପ୍ରତିଦିନ ହଜାର ହଜାର କରୋନା…

ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି

ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ ରୂପାୟନ କରି ସୁଇଜରଲାଣ୍ଡ୍‌ର ଆଲପ୍ସ୍‌ ପର୍ବତରେ ଲାଇଟ୍‌ ଇଫେକ୍ଟ ଦ୍ୱାରା ଭାରତୀୟ ଜାତୀୟ ପତାକା…

ସିମ୍ପାଜିର ସାନିଟାଇଜେଶନକୁ ନେଇ ଆସିଲା ଅଭିଯୋଗ!

ବ୍ୟାକଂକ,୧୮।୪: ସାରା ବିଶ୍ୱକୁ କରୋନା ଭାଇରସ ସଂକ୍ରମଣ ହେବା ଫଳରେ ପ୍ରାୟ ସବୁଦିନ କିଛି ନା କିଛି ଦୁଃଖଦ ଖବର ସାମ୍ନାକୁ ଆସୁଛି। ତେବେ କରୋନାଠାରୁ ଦୂରେଇ ରହିବାକୁ ହେଲେ ସାନିଟାଇଜେଶନକୁ ସବୁଠି ଗୁରୁତ୍ୱ ଦିଆଯାଉଛି। ଏହି ସମୟରେ ଏମିତି ଏକ…

ଗୁରୁତର କରୋନା ସଂକ୍ରମିତଙ୍କୁ ଶାନ୍ତି ମୃତ୍ୟୁ: ବ୍ରିଟେନ୍‌ରେ ଅଫ୍‌ କରି ଦିଆଯାଉଛି ଭେଣ୍ଟିଲେଟର ସ୍ବିଚ୍‌ !

ଲଣ୍ଡନ,୧୮।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ବ୍ରିଟେନ୍‌ରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ତଥା ସ୍ବାସ୍ଥ୍ୟକ୍ରର୍ମୀ ଅଧିକ ବିସାଦଗ୍ରସ୍ତ ହେଉଥିବା ଏକ ରିପୋର୍ଟ ପ୍ରକାଶ ପାଇଛି। ଏଠାରେ ଗୁରୁତର କରୋନା ସଂକ୍ରମିତଙ୍କୁ ଅଧିକ ଯନ୍ତ୍ରଣା…

ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍‌ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା ପାଇଁ କେହି ରହୁ ନାହାନ୍ତି। କିନ୍ତୁ ଅନେକ ସ୍ଥାନରେ ପ୍ରାଣୀମାନେ ନିଜର ଖାଦ୍ୟ ପାଇଁ…

କରୋନା ଭାଇରସ୍‌କୁ ନଷ୍ଟ କରିବ ନୂଆ ମାସ୍କ

ନୂଆଦିଲ୍ଲୀ, ୧୮ା୪: କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ତା’ର କାୟା ମେଲାଇଛି। ଏହି ରୋଗ ନିୟନ୍ତ୍ରଣ ପାଇଁ ଔଷଧ ବାହାର କରିବାକୁ ସବୁ ଦେଶର ବିଶେଷଜ୍ଞମାନେ ଉଦ୍ୟମ ଜାରି ରଖିଛନ୍ତି। ତେବେ ଏ କ୍ଷେତ୍ରରେ ଏକ ସଫଳତା ହାସଲ କରିଛନ୍ତି…

କରୋନା ସଂକ୍ରମଣ: ରାସ୍ତାରେ ପଡ଼ିଥିବା ୫୦୦ ଟଙ୍କିଆ ନୋଟ୍‌କୁ ବି ଛୁଇଁଲେନି ଲୋକେ !

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲୋକେ ରାସ୍ତାଘାଟରେ ପଡ଼ିଥିବା କୌଣସି ସନ୍ଦିଗ୍ଧ ବସ୍ତୁକୁ ଛୁଇଁବାକୁ ମଧ୍ୟ ଚାହୁଁ ନାହାଁନ୍ତି। ଦିଲ୍ଲୀର ସେଣ୍ଟ୍‌ ଲରେନ୍ସ୍‌ ରୋଡ୍‌ରେ ରାସ୍ତା କଡ଼ରେ ବହୁ ଗୁଡ଼ିଏ ୫୦୦ ଟଙ୍କିଆ ନୋଟ୍‌ ପଡ଼ିଥିଲା।…

୮୫୦ କି.ମି. ସାଇକେଲ ଚଳାଇ ବିବାହ ପାଇଁ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୭।୪: ମହାମାରୀ କରୋନା ଭାଇରସ୍‌ ସହ ସାରା ବିଶ୍ୱ ଲଢ଼େଇ କରୁଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିଯୋଗୁ ଜନଜୀବନ ଓ କାମକାର୍ଯ୍ୟ ସବୁ ଠପ୍‌ ହୋଇଯାଇଛି। ଏଥିସହ ଲୋକମାନେ ଘରେ ବନ୍ଦୀ ହୋଇ…

ଲକ୍‌ଡାଉନ୍‌ରେ ଫସିଛନ୍ତି ବିଶ୍ୱ ଭ୍ରମଣରେ ବାହାରିଥିବା ଦମ୍ପତି : କାର୍‌କୁ କରିଛନ୍ତି ଘର

ଓ୍ବାଶିଂଟନ୍‌: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ କରାଯାଇଥିବା ଲକ୍‌ଡାଉନ୍‌ରେ ଅନେକ ଲୋକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏମିତି ସମୟରେ ଫସିଛନ୍ତି ଇଂଲଣ୍ଡର ଏକ ଦମ୍ପତି। ଏହି ଦମ୍ପତି ବିଶ୍ୱ ଭ୍ରମଣରେ ବାହାରିଥିଲେ। ମାତ୍ର ଚାରିଆଡ଼େ ଲକ୍‌ଡାଉନ୍‌ ହୋଇଥିବାରୁ ସେମାନେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?