କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା
ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ ଆପଣେଇ ପରିବାର ଚଳାଇବା ସହ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି… ଆଜିକାଲି ଗଁାଗଣ୍ଡାରେ...
ପାଖରେ ଅଛି ଆଇନ ଡିଗ୍ରୀ: ପେସା ଟ୍ରକ୍ ଡ୍ରାଇଭର
ଭୋପାଳ,୮।୩: ମଧ୍ୟପ୍ରଦେଶ ଭୋପାଳର ୪୯ ବର୍ଷୀୟା ଯୋଗିତା ଜଣେ ଉଚ୍ଚ ଶିକ୍ଷିତା ହୋଇଥିବା ବେଳେ ପରିବାର ଭରଣପୋଷଣ ପାଇଁ ଟ୍ରକ୍ ଡ୍ରାଇଭର ପାଲଟି ଯାଇଛନ୍ତି। ସହର ବଜାରରେ ମହିଳାମାନେ ଗାଡି ଚଳାଇବା ଦେଖିବାକୁ ମିଳିବା ଏବେ ଏକ ସାଧାରଣ ଘଟଣା...
ଆମେ ବି ପାରିବୁ
ଲକ୍ଷ୍ୟ ଥିଲା ସ୍ବରୋଜଗାରକ୍ଷମ ହେବା। ମନରେ ବି ଥିଲା ଅଦମ୍ୟ ସାହସ। ପୁଣି ଖାତିର ନ ଥିଲା ସମାଜର ଟାହିଟାପରାକୁ। ଆଉ ଏହି ନିଶା ହିଁ ପ୍ରମାଣ କରି ଦେଖାଇଲାଯେ, କୌଣସି କ୍ଷେତ୍ରରେ ପୁରୁଷଠୁଁ କମ୍ ନୁହେଁ ନାରୀ। ଆଜି...
ହାର୍ ମାନିଛି ବୟସ: ପ୍ରତିବନ୍ଧକ ସାଜିପାରିନାହିଁ ବାର୍ଦ୍ଧକ୍ୟ, ସଫଳତା ପାଇ ସାଜିଛନ୍ତି ଉଦାହରଣ
ଘର ସଂସାର ଜଞ୍ଜାଳ କରୁ କରୁ ଅଧିକାଂଶ ନାରୀଙ୍କ ଜୀବନର ବହୁ ମୂଲ୍ୟବାନ ବର୍ଷସବୁ ବିତିଯାଏ। ଘର ପାଲଟିଯାଏ ତାଙ୍କ ପାଇଁ ଦୁନିଆ। ତାରି ଭିତରେ ରହି ଜଞ୍ଜାଳରେ ପେଷି ହୋଇ କେତେବେଳେ ଯେ ବୟସ ଗଡ଼ି ବାର୍ଦ୍ଧକ୍ୟ ଚାଲିଆସେ...
ହରାଇପାରିନି କର୍କଟ: ସମାଜସେବା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ବିଜୟଲକ୍ଷ୍ମୀ
ପ୍ରତି ମୁହୂର୍ତ୍ତରେ ସେ କର୍କଟ ଭଳି ଦୁରାରୋଗ୍ୟ ସହ ଲଢେଇ ଜାରି ରଖିଛନ୍ତି। ମୃତ୍ୟୁକୁ ଅତି ନିକଟରୁ ଦେଖୁଛନ୍ତି। ତଥାପି ହାର୍ ମାନିନାହାନ୍ତି। ନିଜେ ବଞ୍ଚତ୍ବା ସହ ଅନ୍ୟମାନଙ୍କ ପାଇଁ ବଞ୍ଚତ୍ବାର ରାହା ପାଲଟିଛନ୍ତି। ଅସହାୟ ଓ ଅନାଥମାନଙ୍କୁ ସାହାରା...
ବେଦାନ୍ତର ‘ମେଟାଲ ଓ୍ବିମେନ୍’
ଭୁବନେଶ୍ୱର, ୮।୩(ବ୍ୟୁରୋ): ମହିଳାମାନେ ଯେକୌଣସି କାମକୁ ସଫଳତାର ସହ କରିପାରିବେ। କେବଳ ସଫ୍ଟଓ୍ବେର୍ ଇଞ୍ଜିନିୟର, ଶିକ୍ଷକ ଓ ଡାକ୍ତର ନୁହେଁ, ମେକାନିକାଲ ଇଞ୍ଜିନିୟର, ଓ୍ବେଲ୍ଡର, ସିକ୍ୟୁରିଟି, ଫାୟାର ଫାଇଟର୍ ଓ ଆଷ୍ଟ୍ରୋନଟ୍ ଭଳି ପୁରୁଷ ପ୍ରାଧାନ୍ୟ ବୃତ୍ତିରେ ମଧ୍ୟ ମହିଳାମାନେ...
ଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟି
କ୍ଷୀରାବ୍ଧି ତନୟା ଜେନାଙ୍କୁ ସମସ୍ତେ ଜାଣନ୍ତି ଡିଜେ କେଟି ଭାବେ। ବର୍ତ୍ତମାନ କେଟି ଭୁବନେଶ୍ୱରର ଏକ ବଡ଼ ହୋଟେଲରେ ରେସିଡେନ୍ସ ଇନ୍ହାଉସ୍ ଡିଜେ ଅଛନ୍ତି। ଏହି ପୁରୁଷ ପ୍ରାଧାନ୍ୟ ବୃତ୍ତିରେ ତିଷ୍ଠି ରହିବା ପାଇଁ ତାଙ୍କୁ ବହୁତ ପରିଶ୍ରମ କରିବାକୁ...
ଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟ
ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ। ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି। ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ ପାଇଁ ରାସ୍ତା ଖୋଲିଦେଇଛନ୍ତି। ସେ ଅନେକଙ୍କଠାରୁ ଭିନ୍ନ ଓ ଚର୍ଚ୍ଚିତ। ସେ...
ସ୍ବାବଲମ୍ବୀ କରିଛି ଛେଳି ଚାଷ
ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲି)ର ମନ୍ଦାକିନୀ ଭୋଇ, ସ୍ବାମୀ କୁଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ ପରିବାର। ପରିବାରର ଆର୍ଥକ ପରିସ୍ଥିତି ସଜାଡିବାକୁ ଯାଇ ୨୦୦୮ରେ ଗାଁର କେତେଜଣ...
ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ
ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା ଅଙ୍ଗନୱାଡ଼ି କର୍ମୀ। ଏବେ ସ୍ନାତକୋତ୍ତର(ଶିକ୍ଷା) ପଢୁଥିବା...
ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ
ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ ଦୂରରେ, ସେ ମଧ୍ୟ ହୃଦୟଠାରୁ ଦୂରରେ। ମାତ୍ର ଏମିତି ଭ୍ରାନ୍ତ ଧାରଣା ଦୂର...
କାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସ
ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ଏଣୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଅନେକେ ମଧ୍ୟ ସୋସିଆଲ ମିଡିଆ ଜରିଆରେ ଶୁଭେଚ୍ଛା ଜଣାଇବା ଆରମ୍ଭ କରିଦେଲେଣି। ତେବେ ଆପଣ କ’ଣ ଏହା...
Archives


