ଫୁରସତ

କରୋନା ଚିହ୍ନଟ କରିବ କୁକୁର!

ଲଣ୍ଡନ: କରୋନା ଭୂତାଣୁ ଯୋଗୁ ସମଗ୍ର ବିଶ୍ୱବାସୀ ଚିନ୍ତାରେ। ଏହି ମାରାତ୍ମକ ଭୂତାଣୁ ଯୋଗୁ ହଜାର ହଜାର ଲୋକଙ୍କ ଜୀବନ ହାନି ହୋଇସାରିଥିବା ବେଳେ ଲକ୍ଷାଧିକ ଲୋକ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ପରିସ୍ଥିତିରେ ପ୍ରତ୍ୟେକ ଦେଶର ବୈଜ୍ଞାନିକମାନେ ଦିନରାତି…

ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା ଦେଖାଯାଇଛି। ହେଲେ ବିହାରର ନଓ୍ବାଦା ଜିଲାରେ ଏକ ବିବାହ ତାରିଖକୁ ଥରେ ଘୁଞ୍ଚାଇ ଦିଆଯାଇଥିବା…

କରୋନା ଭାଇରସ: ଇଚ୍ଛା ଥିଲେ ବି ଝିଅକୁ କୋଳେଇ ପାରିଲେନି ଡାକ୍ତର

କରୋନା ଭାଇରାସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଦ୍ୱିତୀୟ ଭଗବାନଙ୍କ ଭରସାରେ ଲୋକେ। କିନ୍ତୁ ଦ୍ୱିତୀୟ ଭଗବାନ ବୋଲି କୁହାଯାଉଥିବା ଡାକ୍ତରମାନେ ଯେ ସେମାନଙ୍କ ପରିବାରଠାରୁ କେତେ ଦୂରରେ ତାହା ଏବେ ଏକ ଭାଇରାଲ ଭିଡିଓରୁ…

ଲକ୍‌ଡାଉନ୍‌ ସମୟରେ ଘରେ ମଦ ପହଞ୍ଚାଉଛି କୁକୁର, ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହାକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଆମେରିକା। ଏଠାରେ ମଧ୍ୟ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ପରିସ୍ଥିତିରେ ଲୋକମାନେ କରୋନା…

ପ୍ରକୃତିର ଶୋଷଣ ନୂଆ ରୋଗର ପ୍ରକୋପ ବଢ଼ାଇବ

ଓ୍ବାଶିଂଟନ,୧୬ା୪: ମହାମାରୀ କରୋନା ଯୋଗୁ ବିଶ୍ୱ ଏବେ ଥରହର। କେହି କେହି ଏହା ମାନବୀୟ ଅବହେଳାର ପରିଣାମ ବୋଲି କହୁଥିବା ବେଳେ ପ୍ରକୃତିର ଶୋଷଣ ଏଭଳି ରୋଗକୁ ଆମନ୍ତ୍ରଣ କରିଛି ବୋଲି ମଧ୍ୟ କେତେକ ତଥ୍ୟରୁ ଜଣାପଡ଼ିଛି। କରୋନା ମହାମାରୀ ଓ…

ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ ଖାଦ୍ୟର…

କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି

ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର ଉତ୍ତରରେ ରହୁଥିବା ୧୨୦ ବର୍ଷ ବୟସ୍କା ବୃଦ୍ଧା ଜନିଆ ଦେବୀ କହିଛନ୍ତି ଦେଶରେ ଯେତେବେଳେ…

ଲକ୍‌ଡାଉନ୍‌ ପାଇଁ ବଢ଼ିଛି ସେକ୍ସ ଟଏ ବିକ୍ରି

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରାୟ ସବୁ ବ୍ୟବସାୟ ଠପ୍‌ ହୋଇଯାଇଥିବା ବେଳେ ହଠାତ୍‌ ସେକ୍ସ ଟଏ ବିକ୍ରି ଅତ୍ୟଧିକ ବୃଦ୍ଧି ପାଇଥିବା ଜଣାପଡ଼ିଛି। ବୋଧହୁଏ ଏହା ଏକମାତ୍ର ଅନ୍‌ଲାଇନ୍‌ ବ୍ୟବସାୟ ଆଶାତୀତ ପରିମାଣରେ ବିକ୍ରି ହୋଇପାରିଛି। ପ୍ରାୟ ସବୁ ଦେଶରେ…

କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ବାର୍ତ୍ତା

ନୂଆଦିଲ୍ଲୀ: କରୋନା ଭାଇରସ୍‌ ମୁକାବିଲାରେ ଏବେ ଡାକ୍ତରମାନେ ପ୍ରକୃତ ଯୋଦ୍ଧା ସାଜିଛନ୍ତି। ନିଜ ଜୀବନକୁ ବାଜିଲଗାଇ ସେମାନେ ରୋଗୀମାନଙ୍କର ସେବା କରୁଛନ୍ତି। ଏଥିପାଇଁ ଅଷ୍ଟ୍ରେଲିଆର ଦୁଇଜଣ ଡାକ୍ତର ମ୍ୟାକ୍ସ ଏବଂ ଗ୍ରେଟା ସେମାନଙ୍କର ବିବାହ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ଦୁହେଁ ଦୁହିଙ୍କୁ…

ବିଶ୍ୱକୁ ବାଟ ବତାଇଛନ୍ତି ଏମାନେ

ଆଇସଲାଣ୍ଡରୁ ତାଇଓ୍ବାନ ଓ ଜର୍ମାନୀରୁ ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ମହିଳାମାନେ ବିଶ୍ୱକୁ ମହାମାରୀ କରୋନାରୁ ମୁକ୍ତିର ବାଟ ବତାଉଛନ୍ତି। ଫିନ୍‌ଲାଣ୍ଡ, ଆଇସ୍‌ଲାଣ୍ଡ ଓ ଡେନ୍‌ମାର୍କ ସବୁଠି ଏହି ଘାତକ ଭୂତାଣୁ ଗୋଟିଏ ବିଷୟ ସାମ୍ନାକୁ ଆଣିଛି ଯେ ମହିଳାମାନେ ହିଁ ସେମାନଙ୍କ ପରାକାଷ୍ଠା…

ବିଦେଶୀ କନ୍ୟା ଓ ଦେଶୀ ବର ପାଇଁ ରାତିରେ ଖୋଲିଲା କୋର୍ଟ

ରୋହତକ,୧୫ା୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯେପରି ସବୁ କିଛି ଥମିଯାଇଛି। ଏଥିରୁ ବିବାହ ମଧ୍ୟ ବାଦ୍‌ ପଡ଼ିନାହିଁ। ପୂର୍ବରୁ ଠିକ୍‌ ହୋଇ ସାରିଥିବା ବିବାହ ତାରିଖକୁ ଲକ୍‌ଡାଉନ୍‌ ଯୋଗୁ ପ୍ରାୟ ସବୁ ଲୋକ ଆଗକୁ ଘୁଞ୍ଚାଇ ଦେଉଥିବା ବେଳେ ଆଉ କେତେକ…

ଜନ୍ମିତ ଶିଶୁର ନାମ ‘ସାନିଟାଇଜର୍‌’

ଲକ୍ଷ୍ନୌ: ଦେଶ ସହିତ ସମଗ୍ର ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ପ୍ରଥମେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହା ମଧ୍ୟରେ ଏଭଳି ବହୁତ ବାପା-ମା କରୋନାକୁ ନେଇ ଜନ୍ମିତ ଶିଶୁର ନାମକରଣ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?