ଫୁରସତ

୪ ବର୍ଷରେ ୮୫ ପଣକିଆ କଣ୍ଠସ୍ଥ

ଦୁର୍ଗ,୭।୩: ବୟସ ମାତ୍ର ୪ ବର୍ଷ ୩ ମାସ। ତେବେ ତାଙ୍କର ପ୍ରତିଭା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ଛତିଶଗଡ଼ର ଦୁର୍ଗ ଅଞ୍ଚଳର ସିଦ୍ଧାନ୍ତ ଭୁତଡ଼ା। ସେ ସ୍ଥାନୀୟ ଗଞ୍ଜପାରା ଅଞ୍ଚଳର ଶକ୍ତି ଛକରେ...

ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ ବିବାହ ପୋଷାକରେ ସଜେଇ ହୋଇ ଚଷମା ଲଗାଇ ବୁଲେଟ୍‌ ଚଢ଼ି ମଣ୍ଡପରେ...

ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି କରୁଛନ୍ତି। ଏଭଳି ଲୋକଙ୍କ ପାଇଁ ଏକ ଜବାବ ସାଜିଛନ୍ତି ଉତ୍ତର ପ୍ରଦେଶ ଆଜମଗଡ଼...

ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍‌ ପିରାମିଡ୍‌ ଅଫ୍‌ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଏହାକୁ ଲୋକଙ୍କ ପାଇଁ ପୁନର୍ବାର ଲୋକାର୍ପିତ କରାଯାଇଛି। ଏହି...

ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା

ନୂଆଦିଲ୍ଲୀ,୭।୩: ବୟସ ବଢ଼ିବା ସହିତ ଲୋକେ ଚାଲିବା ସମୟରେ ତଳେ ପଡ଼ିଯିବାର ଆଶଙ୍କା ରହିଥାଏ। ସେମାନେ ସାହାରା ଲୋଡ଼ିଥାନ୍ତିି। ତେବେ ଏଣିକି ଆଉ ଅନ୍ୟ କାହାର ସାହାରର ଆବଶ୍ୟକତା ରହିବନି। ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର ଏକ ସ୍ମାର୍ଟ...

ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ସୁରଟ,୭।୩ : ସମ୍ପ୍ରତି ଛୋଟପିଲାଙ୍କ ମଧ୍ୟରେ ମୋବାଇଲ୍‌ ଅଭ୍ୟାସ ବଢ଼ିବାରେ ଲାଗିଛି। ଭବିଷ୍ୟତରେ ଏହାର ଖରାପ ପ୍ରଭାବ ସେମାନଙ୍କ ପଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟର ଜଣେ ୧୧ ବର୍ଷ ବୟସ୍କା ବାଳିକା ଭାବିକା ମାହେଶ୍ୱରୀ ଏକ...

କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

ବଡ଼ୋଦରା,୭।୩: ଇଛାଶକ୍ତି ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଗୁଜରାଟ ବଡ଼ୋଦରାରେ ବାସ କରୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ର ଶିବମ୍‌ ସୋଲାଙ୍କି। ୧୩ ବର୍ଷ ହୋଇଥିବା ସମୟରେ ଏକ ଦୁର୍ଘଟଣାରେ ତାଙ୍କର...

କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କୋଏମ୍ବାଟୁର,୭।୩ : କର୍କଟ ପୀଡ଼ିତଙ୍କ ପାଇଁ କେତେକ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ତେବେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅସମର୍ଥ ଥିବା ତାମିଲନାଡୁର କୋଏମ୍ବାଟୁରର ଏକ ଘରୋଇ କଲେଜର ୮୦ ଜଣ ଛାତ୍ରୀ ନିଜ କେଶ ଦାନ କରିଛନ୍ତି।...

୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା

ଓ୍ବାଶିଂଟନ,୭।୩: ନିଜ ଜନ୍ମ ଦିନକୁ କିଛି ନିଆରା ଢ଼ଙ୍ଗରେ ପାଳନ କରିବା ପାଇଁ ପ୍ରତିଟି ବ୍ୟକ୍ତି ଚିନ୍ତା କରିଥାନ୍ତି। ତେବେ ଜନ୍ମ ଦିନରେ ଜେଲ ଯିବାର ଅନୁଭୁତି ପାଇବା ଲାଗି କେହି ଇଛା କରିଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ।...

ଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ର

ଶୁଣିବାକୁ ମିଳେ ପରୀକ୍ଷାରେ ଅଧିକ ନମ୍ବର ଦେବା ପାଇଁ କେତେଜ ପିଲା ଉତ୍ତର ଖାତାରେ ଶିକ୍ଷକଙ୍କୁ ଅନୁରୋଧ କରିଥାଆନ୍ତି। ହେଲେ ଏବେ ଏମିତି ଏକ ଉତ୍ତର ଖାତା ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ...

ଯୁବତୀଙ୍କ ମନ୍ଦିର ଦର୍ଶନ ଭିଡିଓ ଭାଇରାଲ: ଲୋକେ କହିଲେ ଭିଆଇପି ଦର୍ଶନ

ସମୟ ଅଭାବରୁ କିଛି ଲୋକ ମନ୍ଦିର ବାହାରୁ ଦର୍ଶନ କରି ପଳାଇଯିବାର ନଜିର ରହିଛି। ସମୟ ବଞ୍ଚାଇବା ଆଳରେ ମନ୍ଦିର ବାହାରୁ ହାତ ଯୋଡି ପଳାଇଥାନ୍ତି। ହେଲେ ଜଣେ ଯୁବତୀଙ୍କୁ ନିଜର ସମୟ ବଞ୍ଚାଇବା ମହଙ୍ଗା ପଡ଼ିଛି। ତାଙ୍କସହ କିଛି...

ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ

ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ ମିଳିଥାଏ। କିଛି ଏଭଳି ଘଟଣା ଘଟିଛି ଫ୍ଲୋରିଡାରେ। ଯେଉଁଠାରେ ସମୁଦ୍ର କୂଳ ନିକଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri