ଟିକ୍ଟକ୍ ଭିଡିଓ କରି ମାସ୍କର ଉଡ଼ାଉଥିଲେ ମଜା, ଏବେ ନିଜେ କରୋନା ଆକ୍ରାନ୍ତ
ସମଗ୍ର ବିଶ୍ୱକୁ ମହାମାରୀ କରୋନା ଭୂତାଣୁ ଗ୍ରାସ କରିଥିବା ବେଳେ ଟିକ୍ଟକ୍ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ଜଣେ ଟିକ୍ଟକ୍ ୟୁଜର ମାସ୍କର ମଜା ଉଡ଼ାଉଥିବା ବା ଥଟ୍ଟା ପରିହାସ କରୁଥିବା ଦେଖିବାକୁ ମିଳିଥିଲା। ଯାହା ତାଙ୍କ ପାଇଁ ଏବେ…
ଲକ୍ଡାଉନ୍: ଘର ଆଗରେ ବୋର୍ଡ ଲଗାଇଲେ ୬୦ ବର୍ଷୀୟା ବୃଦ୍ଧା, ଲେଖିଲେ ଅଧିକ ମଦ ଆବଶ୍ୟକ
ଓଟ୍ଟଓ୍ବା: ମହାମାରୀ କରୋନା ଭୂତାଣୁ ଯୋଗୁ ଅଧିକାଂଶ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ଏହି ଭୂତାଣୁ ଆଉ ବ୍ୟାପିବ ନାହିଁ। ଏଭଳି ପରିସ୍ଥିତିରେ ଲୋକଙ୍କ ନିକଟରେ ଖାଦ୍ୟପାନୀୟର ଅଭାବ ଦେଖାଦେଇଛି। କାରଣ ଅଧିକାଂଶ ଲୋକ ଗୃହବନ୍ଦୀ ଜୀବନ ବିତାଉଛନ୍ତି। ଦୋକାନ…
ଦେଶର ୪ ରାଜ୍ୟର ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ !
ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଦେଶର ୫ଟି ରାଜ୍ୟରେ ବାଦୁଡ଼ିଙ୍କଠାରେ କରୋନା ଭୂତାଣୁ ଥିବା ଭାରତୀୟ ଗବେଷକ ସୂଚନା ଦେଇଛନ୍ତି। ଦେଶରେ ଥିବା ଦୁଇ ପ୍ରଜାତିର ବାଦୁଡ଼ି ମଧ୍ୟରୁ ୫୮୬ ବାଦୁଡ଼ିଙ୍କର ନମୁନା ସଂଗ୍ରହ…
ଘରେ ବନ୍ଦୀ ହୋଇ ରହୁଛନ୍ତି କରୋନା ଯୋଦ୍ଧାଙ୍କ ୭ ବର୍ଷର ଶିଶୁ
ଭିଲଓ୍ବାରା,୧୪।୪: ରାଜସ୍ଥାନର ସରୋଜ କୁମାର କନଷ୍ଟେବଳ ଭାବେ କାମ କରନ୍ତି। ଏବେ ସେ କରୋନା ଯୋଦ୍ଧା ଭାବେ ନିଜର କାର୍ଯ୍ୟରେ ଯୋଗ ଦେଉଥିବା ବେଳେ ନିଜର ୭ ବର୍ଷ ଶିଶୁକୁ ଘରେ ତାଲା ପକାଇ ଯାଉଥିବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।…
ଲକ୍ଡାଉନ: ଅନ୍ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି
ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍ଡାଉନ୍ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ ଏବେ ୨ ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ଏଥିରେ ବିଶେଷ କ୍ଷତିଗ୍ରସ୍ତ…
ଲକ୍ଡାଉନ ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଶିଶୁ ପାଇଁ କ୍ଷୀର ମାଗିଲେ ମା’: ସାହାଯ୍ୟ କଲେ ଓଡ଼ିଶା କ୍ୟାଡର ଆଇପିଏସ୍
ମୁମ୍ବାଇ,୧୪।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ଲକ୍ଡାଉନ ଫଳରେ କିଏ କେତେ ପ୍ରକାରର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ସମୟରେ ଜଣେ ଅଟିଜିମ ପୀଡିତ ଶିଶୁର ମା’ଙ୍କ ଦୁଃଖକୁ ଲାଘବ କରିଛନ୍ତି ଜଣେ ଓଡ଼ିଆ ଆଇପିଏସ୍ ଅରୁଣ ବୋଥ୍ରା। ତାଙ୍କର…
ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ
ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଯିଏ ଯେଉଁଠାରେ ରହିଛନ୍ତି ସେଠାରେ ହିଁ ଫସି…
ଘଷିର ହୋମ୍ ଡେଲିଭରି
ଭୋପାଳ: ସାରା ଦେଶରେ ଲକ୍ଡାଉନ୍ ପାଇଁ ଅନ୍ଲାଇନ୍ ସେବାକୁ ବନ୍ଦ କରି ଦିଆଯାଇଛି। କିନ୍ତୁ ଗୋବରରୁ ତିଆରି ହେଉଥିବା ଘଷି ଏବେ ହୋମ୍ ଡେଲିଭରି ହେଉଛି। ଏମିତିକି ୧୦ ଟଙ୍କାରେ ମିଳୁଥିବା ଘଷିକୁ ଏବେ ଲୋକେ ୩୦ ଟଙ୍କାରେ କିଣୁଛନ୍ତି। ମଧ୍ୟପ୍ରଦେଶର…
ସଫେଇ କର୍ମଚାରୀଙ୍କ ବଦାନ୍ୟତା
ହାଇଦ୍ରାବାଦ: ଅନ୍ୟକୁ ଦାନ କରିବା କି ସାହାଯ୍ୟ ସହଯୋଗ କରିବା ପାଇଁ ପାଖରେ ପ୍ରଚୁର ଅର୍ଥର ଆବଶ୍ୟକତା ନ ଥାଏ। ବିଶାଳ ହୃଦୟ ଥିବା ଲୋକେ ହିଁ ଅନ୍ୟକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥାନ୍ତି। ଏହାର ଏକ ଉଦାହରଣ ହେଉଛନ୍ତି…
ରାସ୍ତା ଉପରେ ପଡ଼ିଛି ଟଙ୍କା
ଜୟପୁର: ରାସ୍ତା ଉପରେ ପଡ଼ିଛି ୧୦ ଟଙ୍କିଆ ନୋଟ୍। ଲକ୍ଡାଉନ ବେଳେ ଏମିତି ଏକ ଖବର ଶୁଣି ଲୋକେ ଭୟଭୀତ ହୋଇ ଯାଇଥିଲେ। ହୁଏତ ନୋଟ୍ ମାଧ୍ୟମରେ କେହି କରୋନା ଭାଇରସ୍ ସଂକ୍ରମଣ କରାଇବାକୁ ଚାହୁଁଥିବ ଭାବି ସତର୍କ ହୋଇଯାଇଥିଲେ। ଏମିତି…
ନିମପତ୍ରରେ ଦେଶୀ ମାସ୍କ
ରାଞ୍ଚି: କରୋନା ଭାଇରସ୍ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ ପିନ୍ଧିବା ହେଉଛି ସୁରକ୍ଷା କବଚ। ସେଥିଲାଗି ପିଲାଠୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତେ…
କରୋନା ଭାଇରସ: ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କଲେ ବିଶ୍ୱର ସବୁଠାରୁ ଗେଡା ମହିଳା
ନାଗପୁର,୧୪।୪: କରୋନା ଭାଇରସକୁ ରୋକିବାକୁ ଏବେ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ତେଣୁ ଏହି ସମୟରେ ବାହାରେ ନ ବୁଲି ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ବିଶ୍ୱର ସବୁଠାରୁ ଗେଡା ମହିଳା ଜ୍ୟୋତି ଆମଜେ। ପିଙ୍କ୍…

