ଫୁରସତ

କରୋନା ସହ ଲଢିବାକୁ ବାର୍ତ୍ତା ଦେଉଛି ଶିଶୁ

କୋଲକାତା,୧୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଡରାଇ ଦେଇଛି। ଆମେରିକା ଭଳି ବିକାଶଶୀଳ ଦେଶ ଏବେ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ ଇଟାଲୀ ମଧ୍ୟ କରୋନା ଆଗରେ ନିଜର ଅସହାୟତା ଦେଖାଇଛି। ହେଲେ ଏମିତି କିଛି ଫଟୋ…

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ ଏବେ ଏଠାରୁ ଆସିଛି ଏକ ଖୁସି ଖବର। ତୁର୍କୀର ୯୩ ବର୍ଷର ବୃଦ୍ଧା ଏଲି…

୨୨ ଦିନର ଶିଶୁକୁ କୋଳରେ ଧରି ଅଫିସ ଆସିଲେ ଆଇଏଏସ୍‌ ଅଫିସର

ବିଶାଖାପଟନମ,୧୨।୪: କରୋନା ସଙ୍କଟ ସମୟରେ ପୋଲିସ, ଡାକ୍ତର ଓ କେତେଜଣ ଅଧିକାରୀଙ୍କ ମାନବିକତାର ଚିତ୍ର ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଏମାନେ ନିଜ ଘର ପରିବାର ଛାଡି ସମାଜର ଚିନ୍ତା କରୁଛନ୍ତି। ଏମିତି ଜଣେ ମହିଳା ଆଇଏଏସ୍‌ ଅଫିସରଙ୍କ କଥା…

ଏମାନେ ବି କରୋନା ଯୋଦ୍ଧା

କରୋନା ଲଢେଇରେ କେବଳ ପ୍ରଶାସନ ନୁହେଁ ବ୍ୟକ୍ତିଗତ ସ୍ତରରେ ମଧ୍ୟ ଅଧିକାଂଶ ନିଜର ସାଧ୍ୟମତେ କାମ କରିଚାଲିଛନ୍ତି। ତେବେ ଏହି ମୁକାବିଲା ପାଇଁ ଆଗେଇ ଆସିଥିବା କିଛି ଯୁବପିଢିଙ୍କ ସମ୍ପର୍କରେ… ସାରା ବିଶ୍ୱ ପାଇଁ ଏବେ ବଡ଼ ବିପତ୍ତି ହୋଇଛି କରୋନା।…

ଲକ୍‌ଡାଉନ ଉଠିବା ପରେ ରେକର୍ଡ ସଂଖ୍ୟକ ରେଜିଷ୍ଟ୍ରେଶନ ଯୋଗୁ କ୍ରାସ୍‌ ହେଲା ମାଟ୍ରିମୋନିଆଲ୍‌ ସାଇଟ୍‌

ବେଜିଂ,୧୧।୪: କରୋନା ଭାଇରସ ଯୋଗୁ ବେଶି ପ୍ରଭାବିତ ହୋଇଥିବା ଚାଇନାର ଉହାନ ସହରରେ ଦୀର୍ଘ ଅଢେଇ ମାସର ଲକ୍‌ଡାଉନ ଖୋଲିବା ପରେ ଏବେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ଏବେ ସେଠାକାର ରାସ୍ତାରେ ଜନ ଗହଳି ଦେଖାଯାଇଛି। ହେଲେ ଲକ୍‌ଡାଉନ…

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ମନର ଆବେଗ ଉପରେ କରୋନା ଏବେ ଲଗାମ ଲଗାଇଛି। ଏହାର ସଦ୍ୟତମ ଉଦାହରଣ ଆମେରିକାର…

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍‌ ହୋଇ ଯାଉଛନ୍ତି। କିନ୍ତୁ…

କ୍ୱାରାଣ୍ଟାଇନ୍‌ ହାଉସ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: କରୋନା ଭାଇରସ୍‌ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍‌ ହାଉସ୍‌ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହେବାରେ ଲାଗିଛି। ଏକଥା ଶୁଣି ଲୋକେ ଅବଶ୍ୟ ହଠାତ୍‌ ଆଶ୍ଚର୍ଯ୍ୟ ହୋଇ…

କ୍ୱାରାଣ୍ଟାଇନରେ ନ ରହିବାରୁ ଲାଠି ଧରି ଗୋଡାଇଲେ ଡାକ୍ତର

ରାଜସ୍ଥାନ, ୧୦ା୪- ବାହାରୁ ଅାସିଥତ୍ବା ଜଣେ ଯୁବକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଥତ୍ଲେ ହେଁ ଏହାକୁ ନ ମାନିବାରୁ ଜଣେ ଡାକ୍ତର ତାଙ୍କୁ ଲାଠି ଧରି ଗୋଡାଇବା ଘଟଣା ରାଜସ୍ଥାନ ମକରାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ ଅଞ୍ଚଳର…

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ ଦୂରତା ରକ୍ଷା ଏକମାତ୍ର ବିକଳ୍ପ। ତେଣୁ ବାରମ୍ବାର ସରକାର ଲୋକଙ୍କୁ ସାମାଜିକ ଦୂରତା ରକ୍ଷା…

ଏହି ଔଷଧର ମୂଲ୍ୟ ସୁନାଠାରୁ ଅଧିକ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି ଔଷଧ ଭାରତ, ନେପାଳ ଏବଂ ଚାଇନାର କେତେକ ଅଞ୍ଚଳରେ ମିଳିଥାଏ ଏହା ହିମାଳୟରେ ସ୍ବାସ୍ଥ୍ୟ…

ଲକ୍‌ଡାଉନ୍‌ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’

ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ବହୁ ଲୋକ ଘରକୁ ଫେରି ପାରି ନ ଥିବା ବେଳେ ବିଭିନ୍ନ ସ୍ଥାନରେ ଫସି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?