ଫୁରସତ

ହସ୍ପିଟାଲରୁ ୪ କରୋନା ପୀଡ଼ିତ ଭୁଲରେ ଡିସ୍‌ଚାର୍ଜ: ଖୋଜୁଛି ପୋଲିସ

ଚେନ୍ନାଇ: ତାମିଲନାଡୁର ଭିଲୁପୁରମ ଜିଲାର ୪ କରୋନା ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ମଙ୍ଗଳବାର ଭୁଲ୍‌ରେ ଡିସ୍‌ଚାର୍ଜ କରି ଦିଆଯାଇଛି। ଏହି ରୋଗୀମାନଙ୍କୁ ଖୋଜିବା ପାଇଁ ପୋଲିସ ନାକେଦମ୍‌ ହୋଇପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡୋବୋରା ଡାକ୍ତରଖାନାକୁ ପୁଣି ଅଣାଯାଇଥିବା ବେଳେ…

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ ବ୍ୟକ୍ତି…

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି ଯାଇଛି। ଏହାର ଅର୍ଥ ମଧ୍ୟ ସମସ୍ତେ ହୁଏତ ଭାଲଭାବେ ବୁଝି ସାରିବେଣି। କରୋନା ଭାଇରସ…

ସ୍ମାର୍ଟ ଟଏଲେଟ୍‌

ଆପଣ ଟଏଲେଟ୍‌ ଯାଇଥିବେ ଆଉ ଟଏଲେଟ୍‌ ସରିବା ପରେ ହିଁ ନିଜ ସ୍ବାସ୍ଥ୍ୟ ସୂଚନା ଜାଣିପାରିବେ। ଏଭଳି ଏକକଥା ଶୁଣିବା ପାଇଁ ଅବଶ୍ୟ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ସୂଚନା ଦେବାପାଇଁ ବୈଜ୍ଞାନିକମାନେ ତିଆରି କରିଛନ୍ତି ଏକ ସ୍ମାର୍ଟ ଟଏଲେଟ୍‌। ଏହି…

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍‌ସଟାଉନରେ ଥିବା ଚାର୍ଲି ଆଡାମ୍‌ସ ତାଙ୍କ ମା’…

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି। କାରଣ…

ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍‌ଡାଉନ୍‌ ଯୋଗୁ ପହଞ୍ଚି ପାରିଲେନି ପୁଅ !

ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍‌ଙ୍କର ଜିଲା ହସ୍ପିଟାଲରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଲକ୍‌ ଡାଉନ୍‌ ଯୋଗୁ…

ଲକ୍‌ଡାଉନ୍‌ରେ ମିଳିଲାନି ସିଗାରେଟ୍‌: ସ୍ପେନ୍‌ରୁ ଇଟାଲୀ ଚାଲି ପଳେଇଲେ ଯୁବକ, ଗଣିଲେ ଜରିମାନା

ପ୍ୟାରିସ୍‌,୮ା୪: ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଏଥିପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକେ ଘରୁ ନ ବାହାରିବା ପାଇଁ କଟକଣା ଲାଗୁ କରାଯାଇଛି। କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା ପାଇଁ…

ସାନିଟାଇଜର୍‌ ସ୍ପ୍ରେ ଯୋଗୁ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା !

ନୈନିତାଲ,୮।୪: କରୋନା ସଂକ୍ରମଣକୁ ରୋକିବା ପାଇଁ କେତେକ ସଚେତନତା ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ଭୂତାଣୁକୁ ନଷ୍ଟ କରିବା ଲାଗି ରାସ୍ତାଘାଟରେ ସାନିଟାଇଜର୍‌ ସ୍ପ୍ରେ କରାଯାଉଛି। ତେବେ ଏହାଦ୍ୱାରା ଆଗାମୀ ଦିନରେ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା ଦେଖାଦେଇଥିବା ଏକ ରିପୋର୍ଟରେ…

କରୋନା ଭୂତାଣୁ ଡିପ୍‌ ଫ୍ରିଜରରେ ବି ବଞ୍ଚିରୁହେ ୨୮ ଦିନ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ, ପନିପରିବା ଆଦିକୁ ସତେଜ ରଖିବା ପାଇଁ ଘରେ ସଭିଏଁ ଫ୍ରିଜର ବ୍ୟବହାର କରିଥାନ୍ତି। ସେହିପରି ବିଭିନ୍ନ ମଲ୍‌ ଏବଂ ଖାଦ୍ୟ ସାମଗ୍ରୀ ଷ୍ଟୋରରେ ମଧ୍ୟ ଫିଜରର ବ୍ୟବହାର…

ଇନ୍ଦୋରରେ ଭାଇଚାରାର ବାର୍ତ୍ତା: ହିନ୍ଦୁ ମହିଳାଙ୍କୁ ସଂସ୍କାର କଲେ ମୁସ୍‌ଲମାନ

ଇନ୍ଦୋର,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଯେଉଁଠାରେ ଲୋକମାନେ ବାହାରକୁ ବାହାରି ପାରୁ ନାହାନ୍ତି ସେଠାରେ ସାହାଯ୍ୟ ତ ଦୂରର କଥା। କିନ୍ତୁ ଏଭଳି ସ୍ଥିତିରେ ମଧ୍ୟପ୍ରଦେଶ…

କରୋନା ଯୋଗୁ ୭ ବର୍ଷ ତଳେ ହଜିଥିବା ପୁଅକୁ ଫେରିପାଇଲେ ପରିବାର ଲୋକେ

ଛପରା,୭।୪: କରୋନା ଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ ବିହାରର ଛପରା ଜିଲାରେ ଥିବା ଏକ ପରିବାର ପାଇଁ କିନ୍ତୁ ଖୁସିର ଖବର ନେଇ ଆସିଛି। ଛପରା ଭିଲେ ଥାନା ଅନ୍ତର୍ଗତ ପୈଗା ମିତ୍ରସେନ ଗାଁର ବାବୁଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?