ପ୍ରତିଦିନ ୨୫୦ ଗରିବଙ୍କୁ ଖାଦ୍ୟ ବଣ୍ଟନ କରୁଛନ୍ତି ଅଳଙ୍କାର ବ୍ୟବସାୟୀ
କୋଏମ୍ବାଟୁର,୨।୩: ସମାଜର ଗରିବଙ୍କ ପାଇଁ କାମ କରିବା ପ୍ରତିଟି ନାଗରିକଙ୍କ କର୍ତ୍ତବ୍ୟ। ଏଭଳି କାର୍ଯ୍ୟ କରି ତାମିଲନାଡୁର ଜଣେ ପୂର୍ବତନ ଅଳଙ୍କାର ବ୍ୟବସାୟୀ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଚର୍ଚ୍ଚାରେ ରହିଛନ୍ତି। ତୁଥୁକୁଡ଼ି ଜିଲାରେ ବାସ କରୁଥିବା ୬୩ ବର୍ଷ...
ଏହି ବୃଦ୍ଧାଙ୍କ ଇଂଲିଶ୍ ଶୁଣିଲେ ଶଶି ଥରରୁ ବି ପ୍ରଶଂସା କରିବେ!
ବଲିଉଡ୍ ଫିଲ୍ମରେ ବହୁ ପ୍ରକାରର ଇଂଲିଶ ଶବ୍ଦକୁ ବ୍ୟବହାର କରାଯାଉଥିବା ଶୁଣିବାକୁ ମିଳିଥାଏ। କିନ୍ତୁ ଯଦି କଠିନରୁ କଠିନ ଇଂଲିଶ କଥା ଆସେ ତେବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ନାଁ ପ୍ରଥମେ ଆସିଥାଏ। ସେ ଏଭଳି ଶବ୍ଦ...
୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍
ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି ଚିକିତ୍ସକ କହିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଗୀତା ମଞ୍ଜୁନାଥ ନାମକ ଜଣେ ମହିଳାଙ୍କ...
ରବିବାର ଛୁଟି ବି ନେଉଛନ୍ତି ଜମ୍ମୁ-କଶ୍ମୀର ଭିକାରି
ଶ୍ରୀନଗର,୨।୩: ଜମ୍ମୁ-କଶ୍ମୀରରେ ଏବେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେମାନେ ସପ୍ତାହରେ ସୋମବାରଠାରୁ ଶନିବାର ପର୍ଯ୍ୟନ୍ତ ଭିକ୍ଷା ମାଗୁଥିବାବେଳେ ରବିବାର ସରକାରୀ ଚାକିରି ଭଳି ଛୁଟି ନେଉଛନ୍ତି। ରବିବାର ନିଜ ନିଜର ପରିବାର କାର୍ଯ୍ୟରେ ସେମାନେ ଲାଗି...
୭ ବର୍ଷ ପଛୁଆ ଦେଶ: ଏବେ ବି ଏଠାରେ ଚାଲିଛି ୨୦୧୨ ମସିହା
ଆଦିସ୍ ଆବା,୨।୩: ଏବେ ପୃଥିବୀ ସାରା ୨୦୨୦ ମସିହା ଚାଲିଛି। ତେବେ ଏପରି ଏକ ଦେଶ ରହିଛି ଯେଉଁଠି ଏବେ ବି ୨୦୧୨ ମସିହା ଚାଲିଛି। ଏହି ଦେଶ ପୃଥିବୀଠାରୁ ୭ ବର୍ଷ ୩ ମାସ ପଛୁଆ ରହିଛି। ଏପରି...
ଦିଲ୍ଜିତଙ୍କ ସହ ନିଜର ଫଟୋ ଦେଖି ଇଭାଙ୍କା କହିଲେ ତାଜମହଲ ବୁଲାଇଥିବାରୁ ଧନ୍ୟବାଦ
ଓ୍ବାଶିଂଟନ,୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ପରିବାର ସହ ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ଥିଲେ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ, ଡୋନାଲ୍ଡଙ୍କ ଝିଅ ଇଭାଙ୍କା ଓ ଜ୍ୱାଇଁ ଜେରେଡ। ଏମାନେ ଭାରତ...
ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା
ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ କାହାଣୀ ପାଲଟି ଯାଇଛି। ସରକାରୀ କାଗଜପତ୍ରରେ ସେ ମୃତ ଘୋଷିତ ହୋଇଛନ୍ତି। ନିଜକୁ...
ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ
ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା ମଧ୍ୟରେ ୪୦ ହଜାର ଜଳସଂରକ୍ଷଣ କୁଣ୍ଡ ନିର୍ମାଣ କରିଛନ୍ତି। ସାମାଜିକ ସଂସ୍ଥା...
୬ କିମିର ବହି ସଜାଇ ଗିନିଜ୍ ରେକର୍ଡ
ନ୍ୟୁୟର୍କ,୧।୩: କେତେକଙ୍କ ମଧ୍ୟରେ ରେକର୍ଡ କରିବା ନିଶା ରହିଥାଏ। ସେମାନେ ନିଜ କାମ ଦ୍ୱାରା ରେକର୍ଡ କରିବାକୁ ଉଦ୍ୟମ କରିଥାନ୍ତି। ନ୍ୟୁୟର୍କରେ କିଛି ସ୍ବେଚ୍ଛାସେବୀ ୬.୧୩ କିମିର ବହି ସଜାଇ ଏକ ନିଆରା ରେକର୍ଡ କରିଛନ୍ତି। ରେକର୍ଡ ପାଇଁ ‘ଦି...
ମହାକାଶରେ ତିଆରି ହେଲା ପ୍ରଥମ ବିସ୍କୁଟ୍
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ୍ରେ ଇଟାଲିର ମହାକାଶଚାରୀ ପ୍ରଥମ ଥର ପାଇଁ ବେକିଂ କରିଛନ୍ତି। ବେକିଂ କରି ସେ ମହାକାଶରେ ପ୍ରଥମ କୁକିଜ୍ ବା ବିସ୍କୁଟ ପ୍ରସ୍ତୁତ କରିଛନ୍ତି। ଏହାକୁ ତିଆରି କରିବା ପାଇଁ ତାଙ୍କୁ ୨ ଘଣ୍ଟା ସମୟ ଲାଗିଥିଲା।...
ସ୍ପାଇଡର୍ମ୍ୟାନଙ୍କ ସଫେଇ ଅଭିଯାନ
ଇଣ୍ଡୋନେସିଆର ଦକ୍ଷିଣ ସୁଲାଓ୍ବେଶି ସ୍ଥିତ ପେରପେର୍ର ନିବାସୀ ଅଟନ୍ତି ରୁଡି ହାର୍ଟୋନା। ସେ ଏକ କାଫେରେ କାମ କରନ୍ତି। ସେ ସବୁବେଳେ ନିଜ ଘରଠାରୁ ଆରମ୍ଭ କରି ନିଜ ଅଞ୍ଚଳକୁ ସଫା ରଖିବାକୁ ଚେଷ୍ଟା କରିଆସିଛନ୍ତି। ଏହି କାମରେ ଅନ୍ୟ...
ଜୀବାଶ୍ମର ହେବ ରିସାଇକ୍ଲିଂ
ପ୍ରାଣୀଟିଏ ମରିଯାଏ। ତାକୁ ପୋଡ଼ିଦେଲେ ବା ପୋତିଦେଲେ ତାହା ନଷ୍ଟ ହୋଇଯାଏ। ଗଛଟିଏ ମରିଯାଏ। ତାହା ମାଟିରେ ମିଶିଯାଏ। ହେଲେ ବାସ୍ତବରେ ଏହି ପ୍ରାଣୀ ବା ଉଦ୍ଭିଦ କ’ଣ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇ ଯାଆନ୍ତି। ନା, ସେମିତି ଘଟେନା।...
Archives


