ଶହେ ବର୍ଷର ବୃଦ୍ଧା ପାଳିଲେ ୨୫ତମ ଜନ୍ମଦିନ
ଓ୍ବାଶିଂଟନ,୧।୩: ଆମେରିକାର ଜଣେ ବୃଦ୍ଧା ଡୋରିସ୍ କ୍ଲିଫ୍ ଶହେ ବର୍ଷ ବୟସରେ ୨୫ ତମ ଜନ୍ମଦିନ ପାଳନ କରିଛନ୍ତି। କଥାଟା ଅଡୁଆ ଲାଗୁଥିଲେ ବି ସତ। ଆମେରିକାର ପୋର୍ଟସ ମାଉଥ୍ରେ ଜନ୍ମ ନେଇଥିବା ଏହି ମହିଳାଙ୍କ ଜନ୍ମଦିନ ହେଉଛି ଫେବୃୟାରୀ...
ପାଣି ଭିତରେ ଜଙ୍ଗଲ
କାଜାଖସ୍ତାନ: ଦୁନିଆରେ ଏମିତି କିଛି ଅଜବ ଦୃଶ୍ୟ ଅଛି, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏହାର ରହସ୍ୟ ସହଜରେ ବୁଝିହୁଏ ନାହିଁ। ଏପରିି ଏକ ସ୍ଥାନ ହେଉଛି ‘ଲେକ୍ କ୍ୟାଣ୍ଡି’(ଏକ ଝରଣା)। କାଜାଖସ୍ତାନରେ ଥିବା ଏହି ଝରଣା ସବୁଠୁ ରହସ୍ୟମୟୀ...
୫୦ ବର୍ଷ ମଧ୍ୟରେ ପୁଣି ଦେଖିବାକୁ ମିଳିଲା ଇନ୍ଦ୍ରଧନୁ ସାପ, ଫଟୋ ଭାଇରାଲ
ଓ୍ବାଶିଂଟନ୍: ବେଳେବେଳେ କିଛି ଖରାପ ଜିନିଷ ମଧ୍ୟରେ ଖୁବ୍ ସୁନ୍ଦର ଝଲକ ଦେଖିବାକୁ ମିଳେ। ସେ ବୃକ୍ଷଲତା ହୁଅନ୍ତୁ କିମ୍ବା ଜୀବଜନ୍ତୁ। ଏମିତି ଏକ ସୁନ୍ଦର ଜୀବ ହେଉଛି ରେନ୍ବୋ ସାପ। ଇନ୍ଦ୍ରଧନୁ ପରି ସାତ ରଙ୍ଗ ଏହି ସାପ...
ଡେଲିଭରି ବୟ ‘ସୋନୁ’ ପାଲଟିଲେ ଇଣ୍ଟରନେଟ୍ ସେନ୍ସେଶନ
ନୂଆଦିଲ୍ଲୀ,୨୯।୨: ଫୁଡ୍ ଡେଲିଭରି କମ୍ପାନୀ ଜମାଟୋର ଜଣେ ରାଇଡର ସୋନୁ ଏବେ ଇଣ୍ଟରନେଟ୍ ସେନ୍ସେଶନ ପାଲଟି ଯାଇଛନ୍ତି। ତାଙ୍କର କିଛି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୋନୁଙ୍କ କଥା କହିବାର ଶୈଳୀ ଓ ସ୍ମାଇଲ ଲୋକଙ୍କ...
ହାତ ନାହିଁ, ପାଦରେ ଲେଖି ପରୀକ୍ଷାରେ ପାସ୍ କଲେ ଛାତ୍ର
ଆମେଠି: କୁହାଯାଏ, ଭଗବାନ ଯାହାକୁ ଯେମିତି ସୃଷ୍ଟି କରିଛନ୍ତି, ତାକୁ ସେମିତି ବୁଦ୍ଧି ବିବେକ ମଧ୍ୟ ଦେଇଛନ୍ତି। ଏହି ଉକ୍ତିଟି ଉତ୍ତରପ୍ରଦେଶର ଅମର ବାହାଦୂର ନାମକ ଜଣେ ଛାତ୍ରଙ୍କଠାରେ ଶତ ପ୍ରତିଶତ ପ୍ରମାଣିତ ହୋଇଛି। ଈଶ୍ୱର ତାଙ୍କୁ ହାତ ଦେଇ...
ବିଷାକ୍ତ ଛତୁ ଖାଇବା ତ ଦୂର ଛୁଇଁଲେ ବି ହେବ ମୃତ୍ୟୁ !
ସିଡ୍ନୀ, ୨୯।୨: ଛତୁ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। କବକ ଜାତୀୟ ଏହି ଖାଦ୍ୟରେ ମଣିଷ ଶରୀର ପାଇଁ ଉପଯୋଗୀ ମଧ୍ୟ। ତେବେ ନିକଟରେ ଅଷ୍ଟ୍ରେଲିଆର କିଛି ଗବେଷକ ଏକ ପ୍ରକାର ବିଷାକ୍ତ ଛତୁ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ...
ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ
କୋବଲମ୍,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ ଜଣେ ବିଦେଶନୀ କୋବଲମ୍ ସମୁଦ୍ର କୂଳରୁ ନାନା ବର୍ଜ୍ୟବସ୍ତୁ ହଟାଇବା କାର୍ଯ୍ୟ...
୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍ ଥିବା ସମ୍ଭାବନା !
ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ ଗବେଷଣା ଅବ୍ୟାହତ ରଖିଛି। ଗତ ୪ ବର୍ଷ ମଧ୍ୟରେ ନାସା ୧୭ଟି ନୂଆ...
ବିଗ୍ବାଙ୍ଗ୍ ଭଳି ପୁଣି ଥରେ ମହାକାଶରେ ହେଲା ପ୍ରଚଣ୍ଡ ବିସ୍ଫୋରଣ !
ମେଲବୋର୍ନ,୨୯।୨: ମହାକାଶରେ ପୁଣିଥରେ ବିଗ୍ବାଙ୍ଗ୍ ଭଳି ଏକ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏହା ପୃଥିବୀଠାରୁ ୩୯ କୋଟି ଆଲୋକ ବର୍ଷ ଦୂରରେ ହୋଇଥିବା ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଭଳି ବିସ୍ଫୋରଣ ଓଫିୟୁକୋସ ଆକାଶଗଙ୍ଗାରେ ହୋଇଥିବା କୁହାଯାଉଛି। ବିସ୍ଫୋରଣ ସମ୍ପର୍କରେ...
ଜଳବାୟୁ ପରିବର୍ତ୍ତନ ଯୋଗୁ ତୁଷାରଭାଲୁ ପାଲଟୁଛନ୍ତି ନରଭକ୍ଷୀ
ସେଣ୍ଟ୍ ପିଟର୍ସବର୍ଗ,୨୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ମେରୁ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି। ଏଠାରେ ବାସ କରୁଥିବା ତୁଷାରଭାଲୁ ପାଇଁ ଖାଦ୍ୟ ତଥା ଉପଯୋଗୀ ବାସସ୍ଥାନର ଅଭାବ ଦେଖାଦେଇଛି। ଏହାଯୋଗୁ ତୁଷାରଭାଲୁ ଜନବସତି ମୁହଁ। ହେବାରେ ଲାଗିଛନ୍ତି। ଖାଦ୍ୟ ଅଭାବରେ...
୨୯ ବର୍ଷ ହେବ ଏଠି ୨୫ ପଇସାରେ ମିଳୁଛି କଚୋଡି
କୋଲକାତା: ପଶ୍ଚିମବଙ୍ଗ ମୁରାରି ପୁକର ଅଞ୍ଚଳରେ ଥିବା ଲକ୍ଷ୍ମୀ ନାରାୟଣ ଘୋଷଙ୍କ ଜଳଖିଆ ଦୋକାନ ବେଶ୍ ଚର୍ଚ୍ଚିତ। ୧୯୯୦ ମସିହାରୁ ଏହି ଦୋକାନ ଆରମ୍ଭ କରାଯାଇଥିବା ବେଳେ ଏବେବି ସେଠାରେ ୨୫ ପଇସାରେ କଚୋଡି ମିଳିଥାଏ। କୁହାଯାଏ ଜ୍ୟୋତି ବସୁଙ୍କ...
ମେଦବହୁଳତା ଯୋଗୁ ଭାଙ୍ଗିଲା ବିବାହ: ଓଜନ ହ୍ରାସ କରି ଜିତିଲେ ‘ମିସ୍ ଗ୍ରେଟ ବ୍ରିଟେନ’
ଅତ୍ୟଧିକ ମେଦବହୁଳତା ସମସ୍ତଙ୍କ ପାଇଁ ସମସ୍ୟାର କାରଣ ପାଲଟିଥାଏ। ଏଥିଯୋଗୁ ବସିବା, ଉଠିବା ବା କାମ କରିବା କଷ୍ଟକର ହୋଇପଡିଥାଏ। ବେଳେ ବେଳେ ଲୋକମାନେ ଏଥିଯୋଗୁ ଡିପ୍ରେସନ୍ରେ ପଳାଇଥାନ୍ତି, ଆଉ କେତେକ ଏହାକୁ ଚ୍ୟାଲେଞ୍ଜିଂ କରି ଏକ ଭିନ୍ନ କାହାଣୀ...
Archives


