ଫୁରସତ

ଭିଆଇପି ପାସ୍‌ କିଣି କବରସ୍ଥାନ ପରିଦର୍ଶନ

ଲଣ୍ଡନ: କୌଣସି ସ୍ବପରିଜନ କିମ୍ବା ନିକଟ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଗଲେ, କେବଳ ତାଙ୍କର ସ୍ମୃତି ପରିବାର ଲୋକ ଏବଂ ବନ୍ଧୁବାନ୍ଧବଙ୍କ ସହ ରହିଯାଇଥାଏ। ତେବେ ଯେଉଁ ଧର୍ମରେ ମୃତ ଶରୀରକୁ କବର ଦେବାର ପ୍ରଥା ରହିଛି, ସେଠାରେ ସାଧାରଣତଃ ଲୋକମାନେ ମୃତ୍ୟୁ…

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ ସ୍ତମ୍ଭଗୁଡ଼ିକ ଭୂମିସ୍ତରରୁ ବାହାରି ଆକାଶ ଆଡ଼କୁ ବିଚ୍ଛୁରିତ ହୋଇଥିଲା, ଯାହାକି ଅଲୌକିକ ତଥା ଦର୍ପଣ…

କପେ ଚା’କୁ ଲକ୍ଷେ ଟଙ୍କା

ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍‌ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର ନିକଟରେ ‘ବୋହୋ ସିଏଫ୍‌ଇ’ ନାମରେ ଏକ କାଫେ ରହିଛି। ଭାରତୀୟ ବଂଶୋଦ୍ଭବ ସୁଚେତ୍ରା ଶର୍ମାଙ୍କ…

ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…

ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ ଅଛି। ଏହି ପ୍ରଶ୍ନ ପ୍ରାୟତଃ ଲୋକଙ୍କ ମନରେ ଉଠିଥାଏ ଯେ ଯେତେବେଳେ ହିନ୍ଦୀ ବାମରୁ…

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକେ କହିଛନ୍ତି।୧୯୧୨ ଅଗଷ୍ଟ ୨୬ରେ ଟିନିସ୍‌ଉଡ୍‌ଙ୍କ ଜନ୍ମ। ସେ ତାଙ୍କ ଜୀବନକାଳରେ…

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ ଏପରି କିଛି ହରିଣ ପ୍ରଜାତି ରହିଛି, ଯେଉଁମାନଙ୍କ ବିଭିନ୍ନ ବୈଶିଷ୍ଟ୍ୟ ଖୁବ୍‌ ଅଦ୍ଭୁତ ଏବଂ…

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ ସହ ସମ୍ପର୍କ ମଧ୍ୟରେ ସମନ୍ବୟ ରଖିବାକୁ ପ୍ରତି ସପ୍ତାହରେ ୧୮ ହଜାର କି.ମି.…

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ କରାଯାଇଥିବା ପିୟର୍ସିଂ ଅନେକ ସମୟରେ ଚିରି ବଡ଼ ହେଇଯାଏ। କାରଣ କାନର ବାହ୍ୟଅଂଶ କାର୍ଟିଲେଗ…

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା ହେଉଛି ଏହା ସତସତିକା ଏକ ବିରାଟକାୟ କୁକୁଡ଼ା ନୁହେଁ, ବରଂ ଏକ ହୋଟେଲ। ଏହି…

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ ଦେଶ ଅଛି ଯେଉଁଠି ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ଲୋକେ ତାଳି ମାରନ୍ତି। ଏହି ନିଆରା…

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ କରନ୍ତି। ତେବେ ଜାଣନ୍ତି କି ଏଭଳି କାହିଁକି କରାଯାଏ? ଜାଣନ୍ତୁ ସେ ସମ୍ପର୍କରେ.. ଚଳଚ୍ଚିତ୍ରରେ…

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ ହୋଇଥାଏ, ତେବେ ତା’ର ପୁଲକ କହିଲେ ନ ସରେ। ଏକ ମଧ୍ୟବିତ୍ତ ପରିବାରରେ ମୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?