ଫୁରସତ

କରୋନାରୁ ଆରୋଗ୍ୟ ହେଲେ ୧୦୧ ବର୍ଷୀୟ ବୃଦ୍ଧ

ରୋମ୍‌,୨୮।୩- କରୋନା ମହାମାରୀରେ ଇଟାଲୀ ସର୍ବାଧିକ ପ୍ରଭାବିତ ଦେଶ। ଏହି ଦେଶରେ କରୋନା ସଂକ୍ରମଣ ଯୋଗୁ ୯ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରୁ କିନ୍ତୁ ଆରୋଗ୍ୟ ଲାଭ କରିଛନ୍ତି ଜଣେ ୧୦୧ ବର୍ଷୀୟ ବୃଦ୍ଧ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ ଲୋକ…

ପାକିସ୍ତାନର ଯୁବପିଢି ସର୍ବାଧିକ ଆକ୍ରାନ୍ତ

ଇସଲାମାବାଦ, ୨୮ା୩ :- କରୋନା ସଂକ୍ରମଣ ରୋକିବାକୁ ସାରା ବିଶ୍ୱ ଲଢେଇ କରୁଛି ।ଏହି ରୋଗରେ ସମସ୍ତ ବର୍ଗର ଲୋକେ ଆକ୍ରାନ୍ତ ହେଉଥିଲେ ହେଁ ଅଧତ୍କାଂଶ ବୟସ୍କ ବ୍ୟକ୍ତି ଅଧିକ ମାତ୍ରାରେ ପ୍ରଭାବିତ ହେଉଥିବା ଦେଖାଦେଇଛି । ଏଥିସହ କରୋନାରେ ମୃତ୍ୟୁ…

ଓଜନ ହୋଲ୍‌ର ଆକାର କମିବାରେ ଲାଗିଛି !

ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସାଧାରଣତଃ ବାୟୁମଣ୍ଡଳରେ ଜମା ହେଉଥିବା କ୍ଲୋରୋ-ଫ୍ଲୋରୋ-କାର୍ବନ(ସିଏଫ୍‌ସି) ଗ୍ୟାସ୍‌ ଉପରସ୍ତରରେ ଥିବା…

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ ଦେଖିବାକୁ…

ପ୍ରାଣୀ ଅଙ୍ଗରୁ ଚାଲିଛି ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ବିଶ୍ୱର ଅନେକ ଦେଶକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଭୂତାଣୁର ମୂଳ ଉତ୍ସ ଆଜି…

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ ଅସହାୟ ହୋଇପଡ଼ିଥିବାବେଳେ ଏପରି ଏକ ପ୍ରଶ୍ନ ଏବେ ଦେଖାଇଛି ଆଶାର କିରଣ। ନ୍ୟୁୟର୍କର…

ଲକ୍‌ଡାଉନ୍‌: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା

ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ ରଖିଛନ୍ତି ରଣବୀଜୟ ଖାଁ। ତେବେ ଏହା ପଛର କାହାଣୀ ସମସ୍ତଙ୍କ ପାଇଁ ଏକ ଭିନ୍ନ…

କରୋନା ଭୟରେ ଡାଏନୋସର ପୋଷାକ

ନୂଆଦିଲ୍ଲୀ, ୨୭।୩- କରୋନାକୁ ନେଇ ବିଶ୍ୱବାସୀ ଭୟଭୀତ ଓ ଆତଙ୍କିତ ଅବସ୍ଥାରେ ଦିନ କାଟୁଛନ୍ତି। ଅଦ୍ୟାବଧି ଏହା ବିଶ୍ୱର ୧୯୯ ଦେଶକୁ ବ୍ୟାପି ସାରିଥିବା ବେଳେ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଲାଣି। ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶରେ…

ଲକ୍‌ଡାଉନ୍‌ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ

ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍‌ଡାଉନ୍‌ରେ ଫସି ଯାଇଛନ୍ତି। ଏପରି ଏକ…

ଚେତୁନି ଚାଇନା, ପୁଣି ଚଳାଇଛି ପଶୁପକ୍ଷୀଙ୍କ ଅଙ୍ଗରୁ ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ଏହାର ସଠିକ୍‌ କାରଣ ଆଜି…

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ ନିପାହ ଭାଇରସ୍‌ ବାହାରିଥିଲା। ଏଥିରେ ବହୁ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଅନେକଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?