୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ
ମଡେଲିଂ କରିବାର ଏକ ବୟସ ଥାଏ ବୋଲି କୁହାଯାଏ ବିଶେଷ କରି ଯୁବକ ଯୁବତୀମାନେ ଏହି କ୍ଷେତ୍ରରେ ଆଗକୁ ଆସୁଥିବା ବେଳେ ଏମିତି ମଡେଲଙ୍କୁ ପ୍ରାୟ ସମସ୍ତେ ପସନ୍ଦ କରିଥାଆନ୍ତି। ହେଲେ ଦିନେଶ ମୋହନ ଏହାର ଏକ ବ୍ୟତିକ୍ରମ। ଏହି...
ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍ ଶ୍ରଦ୍ଧାଳୁ
ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ଏଠାରେ ମାତାଙ୍କ ମନ୍ଦିରରେ ମୁସଲମାନ୍ ଶ୍ରଦ୍ଧାଳୁ ପୂଜା କରିବାକୁ...
୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ
ହିସାର,୨୭।୨: ଅଧିକ କ୍ଷୀର ଦେଇ ବିଶ୍ୱ ରେକର୍ଡ କରିଥିବା ମୁରାହ ପ୍ରଜାତିର ମଇଁଷି ସରସ୍ବତୀ ୫୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ହରିୟାଣାର ହିସାର ଜିଲାର ଲିତାନିରେ ବାସ କରୁଥିବା ସୁଖବୀର ସିଂ ଢ଼ାଣ୍ଡା ସରସ୍ବତୀକୁ ଲୁଧିୟାନାର ପବିତ୍ର ସିଂଙ୍କୁ...
ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…
କାଙ୍କେର,୨୭।୨: ବିବାହରେ ମନ୍ତ୍ର ପାଠ କରାଯାଇଥାଏ। ତେବେ ଛତିଶଗଡ଼ କାଙ୍କେରରେ ଏକ ଏକ ବିବାହ ଉତ୍ସବରେ ମନ୍ତ୍ର ବଦଳରେ ଆମେ ଭାରତବାସୀ ପାଠ କରାଯାଇ କନ୍ୟା-ବର ପରସ୍ପରକୁ ଜୀବନ ସାଥିଭାବେ ଗ୍ରହଣ କରିଛନ୍ତି। ଏହା ସହିତ ସମ୍ବିଧାନ ପାଠ ମଧ୍ୟ...
ଏମିତି ଜୀବ, ଯିଏ ନିଃଶ୍ୱାସ ନ ନେଇ ବି ବଞ୍ଚିଥାଏ
ଜେଲିଫିଶ ଦେଖିବାକୁ ଯେମିତି ଠିକ୍ ସେହିପରି ବୈଜ୍ଞାନିକମାନେ ଏକ ନୂତନ ଜୀବର ସନ୍ଧାନ ପାଇଛନ୍ତି। ଯାହା ନିଃଶ୍ୱାସ ନ ନେଇ ବଞ୍ଚିପାରିବ। ଏପରିକି ଜିଇଁବା ପାଇଁ ଅମ୍ଳଜାନ ମଧ୍ୟ ଆବଶ୍ୟକ ପଡ଼ିବନି। ଏହା ଏମିତି ଏକ ବହୁକୋଷୀ ଜୀବ, ଯେଉଁଥିରେ...
ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…
ଓ୍ବାଶିଂଟନ୍: ଏମିତି ଏକ ବିମାନ ରହିଛି, ଯାହାକୁ ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ କୁହାଯାଇଥାଏ। ଏହା ଆଉ କାହାର ନୁହେଁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିମାନ। ଏହି ବିମାନ ସମ୍ପର୍କରେ ଆଉ କିଛି ରୋଚକ ତଥ୍ୟ ରହିଛି୍, ଯାହା...
୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼
ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍ର ରିଓ ଡି ଜେନେରିଓରେ ପ୍ରତିବର୍ଷ ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼ ଦେଖିବାକୁ ମିଳିଛି। ଏହି...
ସରୋଗେଟ୍ ମା’ଠାରୁ ଜନ୍ମ ନେଲେ ୨ ଚିତାବାଘ ଶାବକ
ପୋବେଲ,୨୬।୨: ଇନ୍ ଭିଟ୍ରୋ ପଦ୍ଧତିରେ ମଣିଷ କ୍ଷେତ୍ରରେ ସରୋଗେଟ୍ ମା’ଠାରୁ ସନ୍ତାନ ଜନ୍ମ ପ୍ରକିୟା ଜାରି ରହିଛି। ତେବେ ଗତ ୩୦ ବର୍ଷ ପରେ ଆମେରିକା ଓହିଓଠାରେ ଥିବା କଲମ୍ବସ ଚିଡ଼ିଆଖାନାରେ ସରୋଗେଟ୍ ମା’ଠାରୁ ପୁଣି ୨ ଚିତାବାଘ ଶାବକ...
ପ୍ରତିରୋପଣ ହେଲା ଶୁଆ ଡେଣାର ପର
ବ୍ରିସ୍ବେନ,୨୬।୨: ଆଧୁନିକ ଚିକିତ୍ସା ବିଜ୍ଞାନ ସହାୟତାରେ ମଣିଷର ଅଙ୍ଗ ପ୍ରତିରୋପଣ ହୋଇପାରୁଛି। ତେବେ ଅଷ୍ଟ୍ରେଲିଆରେ ଏକ ଶୁଆ କ୍ଷେତ୍ରରେ ଏହା ସମ୍ଭବ ହୋଇପାରିଛି। ୧୨ ସପ୍ତାହର ଛୋଟ ଶୁଆ ବେଇ-ବେଇ କାଳେ ଉଡ଼ିଯିବ ସେଥିପାଇଁ ତା ମାଲିକ ଡେଣାର ପର...
ଏହି ଭାରତୀୟ ଯୁବକଙ୍କୁ ଟ୍ରମ୍ପ କାହିଁକି ଦେଲେ ସ୍ବତନ୍ତ୍ର ଉପହାର
ଆଗ୍ରା,୨୫।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସହଧର୍ମଣୀ ମେଲାନିଆ ଟ୍ରମ୍ପଙ୍କ ସମେତ ଝିଅ ଜ୍ୱାଇଁ ପ୍ରଥମ ଥର ଭାରତକୁ ଆସିଛନ୍ତି। ସୋମବାର ଟ୍ରମ୍ପ ଓ ମେଲାନିଆ ଆଗ୍ରାରେ ଥିବା ତାଜମହଲକୁ ପରିଦର୍ଶନ କରିଥିଲେ। ସେହି ସମୟରେ ଟ୍ରମ୍ପ ଜଣେ ଭାରତୀୟ...
ଶିଶୁଙ୍କ ଭଳି ମୁହଁ ଥିବା ରୋବୋ: ସ୍ପର୍ଶ, ଯନ୍ତ୍ରଣା କରିପାରିବ ଅନୁଭବ
ଟୋକିଓ,୨୫।୨: ଜାପାନରେ ବୈଜ୍ଞାନିକ ଛୋଟ ଶିଶୁଙ୍କ ମୁହଁ ଥିବା ରୋବୋ ତିଆରି କରିଛନ୍ତି। ଏହି ରୋବୋ ସ୍ପର୍ଶ ଏବଂ ଯନ୍ତ୍ରଣା ଅନୁଭବ କରିପାରିବ ବୋଲି ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଏହାକୁ ଏଫେଟ୍ଟୋ ଭାବେ ନାମିତ କରାଯାଇଛି। ଏହି ରୋବୋକୁ ପ୍ରଥମେ...
ମେଲାନିଆଙ୍କ ପସନ୍ଦର ଖାଦ୍ୟ
ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ କୁଶନରଙ୍କ ସହ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଆମେରିକାର ଫାଷ୍ଟ ଫ୍ୟାମିଲିଙ୍କ ଖାଦ୍ୟ ରୁଚି କଥା କହିଲେ ଟ୍ରମ୍ପଙ୍କୁ...
Archives


