ଫୁରସତ

କୁକୁରର ମସ୍ତି: ଭିଡିଓ ଭାଇରାଲ, ଦେଖିଲେ ମିଳୁଛି ମାନସିକ ଶାନ୍ତି

ବର୍ତ୍ତମାନ ପତ୍ରଝଡ଼ା ଋତୁ ଚାଲିଥିବାରୁ ପତ୍ର ଝଡ଼ି ସ୍ଥାନେ ସ୍ଥାନେ ପାହାଡ଼ ପରି ଜମା ହୋଇଥିବା ଦେଖିବାକୁ ମିଳିଛି। ଏହି ପତ୍ରଗଦାରେ ଏକ କୁକୁର ଖୁବ୍‌ ମସ୍ତି କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟିକୁ ୟୁଜର ଖୁବ୍‌ ପସନ୍ଦ…

କରୋନା ପାଇଁ ବୋନସ୍‌

ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍‌ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ ଏମିତି ଏକ ଅଫର ଦେଇଛି ଫେସ୍‌ବୁକ୍‌ । ଘରେ କାମ କରିବାରେ ଯେଉଁ କର୍ମଚାରୀମାନେ…

ପୁଅର ପାପ ଧୋଉଛନ୍ତି ୯୭ ବର୍ଷୀୟା ମା’

ପ୍ରୟାଗରାଜ: ଗଙ୍ଗାଜଳ ବାଣ୍ଟିଲେ ପାପ ଦୂର ହେବ। ଏଇ ବିଶ୍ୱାସରେ୧୫ ବର୍ଷ ହେଲାଣି ବିଭିନ୍ନ ସ୍ଥାନ ବୁଲି ବୁଲି ଗଙ୍ଗାଜଳ ବାଣ୍ଟୁଛନ୍ତି ପାର୍ବତୀ । ଅବଶ୍ୟ ପାର୍ବତୀ ନିଜ ପାପ ଦୂର କରିବା ପାଇଁ ଏଇ କାମ କରୁନାହାନ୍ତି ବରଂ ତାଙ୍କ…

ଫ୍ଲାଇଙ୍ଗ୍‌ କିସ୍‌ରେ ଆନିଭର୍ସାରି

ଓ୍ବାଶିଂଟନ: ବିଭିନ୍ନ ଦେଶରେ କରୋନା ଭାଇରସ୍‌ ସ୍ତ୍ରୀ ସ୍ବାମୀଙ୍କୁ ଅଲଗା କରିବାର ମୁଖ୍ୟ କାରଣ ହୋଇଛ। ଏହି କାରଣରୁ ଏକ ଭିନ୍ନ ଢଙ୍ଗରେ ଏବେ ବିବାହ ବାର୍ଷିକୀ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି ଆମେରିକାର କୋଟୋଲ୍ୟାଣ୍ଡ କାଉଣ୍ଟିର ଏକ ବୃଦ୍ଧ ଦମ୍ପତି।…

ଗାଁରେ ହୁଏନି କେବେ ବି ବର୍ଷା

ସାନା,୧୯।୩: ପୃଥିବୀର ବିଭିନ୍ନ ଅଞ୍ଚଳରେ ବହୁ ରୋଚକ ରହସ୍ୟ ରହିଛି। ଭାରତର ମେଘାଳୟରେ ଥିବା ଗାସିନରାମ ଗାଁରେ ସର୍ବଧିକ ବର୍ଷା ହୋଇଥାଏ। ତେବେ ଏଭଳି ଗାଁ ରହିଛି ଯେଉଁଠି କେବେ ବି ବର୍ଷା ହୁଏ ନାହିଁ। ଏହି ଗାଁର ନାମ ହେଉଛି…

ସୋସିଆଲ୍‌ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍‌ ଓ୍ବାର୍କ

ଅହମଦାବାଦ୍‌, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ ଘର…

କେରଳ ପୋଲିସର ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୮।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୬୫ ଦେଶରେ ସଙ୍କଟ ଦେଖାଦେଇଛି। ଭାରତରେ କରୋନା ସଂକ୍ରମିତଙ୍କ ମଧ୍ୟ ବଢ଼ିଚାଲିଛି। ଏହି ମର୍ମରେ କେରଳ ପୋଲିସ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ଫେସବୁକ୍‌ରେ…

ଭେନିସ୍‌ କେନାଲରେ ଡଲଫିନ୍‌: ୫୫ ସେକେଣ୍ଡର ଭିଡ଼ିଓ ଭାଇରାଲ

ଭେନିସ୍‌,୧୮।୩: ଚାଇନା ପରେ କରୋନାର ନୂଆ ଠିକଣା ପାଲଟିଛି ଇଟାଲୀ। ସୁରକ୍ଷା ଦୃଷ୍ଟିରୁ ସାଢ଼େ ୬ କୋଟି ଲୋକଙ୍କୁ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାର ପ୍ରଭାବ ଯୋଗୁ ଏବେ ଭେନିସ୍‌ କେନାଲରେ ଆଉ ପୂର୍ବପରି ଗହଳି…

ତାଳି, ବାସନ ବଜାଇ ଏକଜୁଟ ହୋଇ କରୋନାର ମୁକାବିଲା ଲାଗି ସଚେତନତା ସୃଷ୍ଟି କରୁଛନ୍ତି ଲୋକେ

ମାଦ୍ରିଦ୍‌,୧୮।୩: କରୋନା ସଂକ୍ରମଣ ଯୋଗୁ ସ୍ପେନ୍‌ରେ ସ୍ଥିତି ସଙ୍କଟ ଜନକ ହୋଇଛି। ସରକାରଙ୍କ ପକ୍ଷରୁ ଲୋକଙ୍କ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ଲୋକେ ଘରେ ରହି ତାଳି, ବାସନକୁସନ ତଥା ବିଭିନ୍ନ ବାଦ୍ୟ ଯନ୍ତ୍ର ବଜାଇ ଏକ ଜୁଟ…

ଏହି ଅଫିସରେ ଆପଣାଛାଏଁ ଚାଲୁଛି ଚେୟାର, ଫଟୋ ଭାଇରାଲ

ଲଣ୍ଡନ: ଯଦି କୁହାଯାଏ, ଅଫିସ୍‌ରେ ଚେୟାରଗୁଡ଼ିକ ସ୍ବୟଂଚାଳିତ ଅର୍ଥାତ୍‌ ଆପଣାଛାଏଁ ଚାଲୁଛି ତେବେ ନିଶ୍ଚିତ ଅବିଶ୍ୱସନୀୟ ଲାଗିବ। ମାତ୍ର ଏହା ସତ। ଏହା କୌଣସି ଯାଦୁଗର ଶୋ’ କିମ୍ବା ଟେକ୍ନିକାଲ ପଦ୍ଧତି ନୁହେଁ। ଇଂଲଣ୍ଡର ମଞ୍ଚେଷ୍ଟରର ଏକ ଅଫିସ୍‌ରେ ଏପରି ଅଜବ…

ଏହି ଜେଲ୍‌ରେ ନୂଆ କଏଦୀଙ୍କ ସହ ରହିବାକୁ ମନାକଲେ ପୁରୁଣା କଏଦୀ, ଜାଣନ୍ତୁ କାରଣ

କାନପୁର,୧୮ା୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହାନ୍ତି ଜେଲ୍‌ର ଚାରିକାନ୍ଥ ମଧ୍ୟରେ ରହୁଥିବା କଏଦୀମାନେ। ସେମାନେ ବି ଏହି ଭାଇରସ୍‌କୁ ନେଇ ବେଶ୍‌ ସଚେତନ। ଏପରି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର କାନପୁର…

ଦୋକାନର ନାମ କରୋନା ଟେକ୍ସଟାଇଲ

କୋଚି,୧୮।୩: ଦେଶରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ କେରଳର ଜଣେ କପଡ଼ା ଦୋକାନୀ ତାଙ୍କ ଦୋକାନ ନାମ କରୋନା ଟେକ୍ସଟାଇଲ ରଖିଛନ୍ତି। ସ୍ଥାନୀୟ ତୁବତୁପୁଝା ଗାଁରେ ଏହି ଦୋକାନ ରହିଛି। ଦୋକାନ ମାଲିକ ପାରିଦ ଇଂଲିଶ୍‌ ଶବ୍ଦକୋଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?