ଫୁରସତ

ପ୍ରଜାପତିର ଡେଣା

ସୂର୍ଯ୍ୟକିରଣରେ ସବୁ ଜିନିଷ ଗରମ ହୋଇଯାଏ। ଏକଥା ଆମେ ସମସ୍ତେ ଜାଣୁ। ହେଲେ ସୂର୍ଯ୍ୟକିରଣ ପ୍ରଜାପତିର ଡେଣାକୁ ଗରମ କରିପାରେନା। ପ୍ରଜାପତିର ଡେଣା ସବୁବେଳେ ଥଣ୍ଡା ରହିଥାଏ। ଏକଥା ନିକଟରେ କଲମ୍ବିଆ ୟୁନିଭର୍ସିଟିର ଗବେଷକମାନେ ପ୍ରକାଶ କରିଛନ୍ତି। ସେମାନଙ୍କ ମତରେ ସୂର୍ଯ୍ୟକିରଣ…

ଗେମିଂ ବେଡ୍‌

ସେ ଛୋଟ ହୁଅନ୍ତୁ କି ବଡ଼, ଭିଡିଓ ଗେମ୍‌ ଖେଳିବାକୁ ଅନେକେ ଭଲପାଆନ୍ତି। ହେଲେ ଦୀର୍ଘ ସମୟ ବସି ବସି ଖେଳୁ ଖେଳୁ ଅଣ୍ଟା କାଟିଥାଏ। ଅନେକ ସମୟରେ ଅଣ୍ଟା କାଟିବା ଯୋଗୁ ଖେଳ ଅଧା ବନ୍ଦ କରିବାକୁ ଅନେକେ ବାଧ୍ୟ…

ଗୋଟିଏ ବାଲ୍‌ଟି ପାଇଁ ୬୯୫ ବର୍ଷ ତଳେ ହୋଇଥିଲା ଯୁଦ୍ଧ: ୨୦୦୦ ସୈନ୍ୟଙ୍କ ଘଟିଥିଲା ମୃତ୍ୟୁ

ରୋମ୍‌,୧୫।୩: ପୃଥିବୀରେ ଭିନ୍ନ ଭିନ୍ନ କାରଣରୁ ବହୁ ଯୁଦ୍ଧ ହୋଇଛି। ତେବେ ମାତ୍ର ଗୋଟିଏ ବାଲ୍‌ଟି ପାଇଁ ଯୁଦ୍ଧ। ପୁଣି ଏଥିରେ ୨୦୦୦ରୁ ଅଧିକ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। ୬୯୫…

ନୀଳ ମେକ୍‌ଅପ୍‌ରେ ଦୁଇବର୍ଷ

୨୦୧୩ରେ ୟୁକେ ବ୍ରାଡଫୋର୍ଡର ଲୌରାଇ ଲି ନାମ୍ନୀ ମେକ୍‌ଅପ୍‌ ଆର୍ଟିଷ୍ଟ ତାଙ୍କର ଡଲ୍‌ ପରି ଚେହେରା ପାଇଁ ସାରା ଦୁନିଆରେ ପରିଚିତା ହୋଇଥିଲେ। ଆଉ ଡେଲିମେଲ୍‌ ଓ ମିରର୍‌ ପରି ପତ୍ରିକା ତାଙ୍କୁ ରିୟଲ ଲାଇଫ୍‌ ବାର୍ବି ଆଖ୍ୟା ଦେଇଥିଲା। କିନ୍ତୁ…

ବିହାରରେ ହେଲା କୁକୁଡ଼ା ବର୍ଷା: କରୋନାକୁ ଭୟ ନ କରି ଲୋକେ ଘରକୁ ନେଲେ ବୋହି

ପାଟନା,୧୫।୩: ପୃଥିବୀସାରା ଏବେ କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। କରୋନା ଯେତିକି ଆତଙ୍କ ନ ସୃଷ୍ଟି କରୁଛି, ତାହାଠାରୁ ଲୋକଙ୍କୁ ବେଶି ଭୟଭୀତ କରୁଛି ସଂକ୍ରମଣ ନେଇ ଗୁଜବ। କେତେକ ଚିକେନ ଖାଇବାକୁ ମନା କରୁଛନ୍ତି। ତେଣୁ କୁକୁଡ଼ା…

ଯାତ୍ରୀ ଟ୍ରେନରେ ଯିବାକୁ ଟିକେଟ କାଟନ୍ତି ମହାରାଷ୍ଟ୍ରରେ, ଚଢ଼ନ୍ତି ଗୁଜରାଟରେ

ମୁମ୍ବାଇ,୧୫।୩: ସାଧାରଣତଃ ଷ୍ଟେଶନରେ ଟିକେଟ କାଟିବା ପରେ ଯାତ୍ରୀ ସେହିଠାରୁ ହିଁ ଟ୍ରେନରେ ଚଢ଼ିଥାନ୍ତି। ତେବେ ଭାରତରେ ଏଭଳି ଏକ ଷ୍ଟେଶନ ରହିଛି ଯେଉଁଠି ଯାତ୍ରୀ ଟ୍ରେନରେ ଯିବାକୁ ଟିକେଟ କାଟନ୍ତି ମହାରାଷ୍ଟ୍ରରେ କିନ୍ତୁ ଚଢ଼ନ୍ତି ଗୁଜରାଟରେ। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ…

ପର୍ଯ୍ୟଟନରେ ଭାରତର ପ୍ରସିଦ୍ଧ ଶିବ ମନ୍ଦିର

ଦେବଦେବ ମହାଦେବଙ୍କର ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ସମ୍ପର୍କରେ ପ୍ରାୟତଃ ସମସ୍ତେ ଜାଣିଥିବେ। ତେବେ ଏହି ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ବ୍ୟତୀତ ଭାରତରେ ଭଗବାନ ଶିବଙ୍କୁ ସମର୍ପିତ ଏମିତି ଅନେକ ପ୍ରାଚୀନ ତଥା ପ୍ରସିଦ୍ଧ ମନ୍ଦିର ବି ରହିଛି, ଯେଉଁଠାରେ ପ୍ରଭୁଙ୍କ ଦର୍ଶନ କରି ଭକ୍ତଗଣ…

ପ୍ରଥମ ଟଙ୍କା ବାପା,ମା’ଙ୍କୁ ଦେଇଥିଲି: ସାମାଜିକ କର୍ମୀ ଅରବିନ୍ଦ ମିଶ୍ର

ଭୁବନେଶ୍ୱରର ଲକ୍ଷ୍ମୀସାଗରଠାରେ ମୋର ଜନ୍ମ। ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟରୁ ୧୯୮୫ ମସିହାରେ ଦଶମ ପାସ୍‌ କରିବା ପରେ ରାଜଧାନୀ କଲେଜରେ ବି.ଏ. ଯାଏଁ ପଢ଼ିଥିଲି। ତା’ପରେ କ୍ୟାପିଟାଲ୍‌ ଲ’ କଲେଜରେ ଏଲ୍‌ଏଲ୍‌ବି କଲି। ପଢ଼ା ସରିବା ପରେ ସେଣ୍ଟ୍ରାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

କଭି କଭି ମେରେ ଦିଲ୍‌ ମେଁ…

୧୯୭୬ରେ ୟସ୍‌ ଚୋପ୍ରା ନିର୍ମାଣ କରିଥିଲେ ଫିଲ୍ମ ‘କଭି କଭି’। ‘କଭି କଭି’ ରିଲିଜ୍‌ ହେବା ପରେ ଭାରତୀୟ ସଙ୍ଗୀତ ଜଗତରେ ଚହଳ ପକେଇ ଦେଇଥିଲା ଏକ ଗୀତ: ‘କଭି କଭି ମେରେ ଦିଲ୍‌ ମେଁ ଖୟାଲ ଆତା ହୈ!’ ଗୀତର…

ଦାମୀ ପିଜା: ଦାମ୍‌ ଏତେ ଯେ ତାକୁ କିଣି ଖାଇବା ଅସମ୍ଭବ ମନେ ହେବ

ଆଜିକାର ଫାଷ୍ଟ ଫୁଡ୍‌ ଭିତରେ ପିଜାର ଚାହିଦା ବହୁତ। ଯୁବପିଢିଙ୍କ ମଧ୍ୟରେ ଏହା ପାଇଁ କ୍ରେଜ୍‌ ଦେଖିବାକୁ ମିଳେ। ତେବେ ଅନେକେ ହୁଏତ ଜାଣି ନ ଥିବେ ଏମିତି ବି ପିଜା ଅଛି, ଯାହାର ଦାମ୍‌ ଏତେ ଯେ ତାକୁ କିଣି…

ଗୋ’ ସେବା: ପରମ୍ପରା ନୁହେଁ, ଗ୍ରାମ୍ୟ ଅର୍ଥନୀତିର ଏକ ମୁଖ୍ୟ ଅଂଶ

ଗୋସମ୍ପଦ ଗ୍ରାମ୍ୟ ସଂସ୍କୃତିର ସ୍ବତନ୍ତ୍ର ଅଙ୍ଗ। ଏହା ଗାଁର ଆର୍ଥତ୍କ ସ୍ଥିତିକୁ ସୁଦୃଢ଼ କରିଥାଏ। ଦିନ ଥିଲା, ଯେତେବେଳେ କି ସକାଳୁ ସକାଳୁ ଗାଁ ଦାଣ୍ଡରେ ଗାଈଗୋଠ ଯିବାବେଳେ ଗାଈଆଳଙ୍କ କୁହାଟ ହେଉ କିମ୍ବା ସୂଯର୍‌ୟାସ୍ତ ପୂର୍ବରୁ ସାହିକୁ ଗାଈ ଫେରିବାବେଳେ…

କରୋନାକୁ ଡରିଲେଣି ପ୍ରେମୀଯୁଗଳ

କଥାରେ ଅଛି ‘ପ୍ୟାର୍‌ କିୟା ତୋ ଡର୍‌ନା କ୍ୟା’। ମାତ୍ର କରୋନା ଭାଇରସ୍‌ ଏପରି ଏକ ମହାମାରୀ ଯାହାକୁ ପ୍ରେମୀଯୁଗଳ ବି ଡରିଲେଣି। ଏହି ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଏହା ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?