ଫୁରସତ

ଅର୍ଥ ଅଭାବରୁ ଭଉଣୀଙ୍କ ପାଇଁ ଘରେ ସୁନ୍ଦର ଗାଉନ୍‌ ତିଆରି କଲେ ଭାଇ

ମନିଲା,୨୦।୨: ଭଉଣୀ-ଭାଇଙ୍କ ମଧ୍ୟରେ ଥିବା ସମ୍ପର୍କ ସବୁଠାରୁ ନିଆରା ବୋଲି କୁହାଯାଏ। ସବୁ ଭାଇ ଭାବନ୍ତି ତାଙ୍କ ଭଉଣୀ ସବୁଠାରୁ ଭଲ। ଆଉ ଭଉଣୀଙ୍କ କଷ୍ଟ କୌଣସି ଭାଇ ସହଜରେ ହଜମ କରି ପାରନ୍ତି ନାହିଁ ବୋଲି ମଧ୍ୟ କୁହାଯାଏ।...

ଏମିତି ସହର, ଯେଉଁଠି ୫ ଦିନ ଡ୍ରେସ୍‌ ଧୋଇବା ମନା

ସାଧାରଣତଃ ଡ୍ରେସ୍‌ ୨ କିମ୍ବା ୩ଥର ଧୋଇବା ପରେ ତାହା ମଇଳା ହୋଇଯାଇଥାଏ। ଫଳରେ ତାକୁ ସଫା କରିବାକୁ ପଡେ। ପ୍ରତ୍ୟେକ ଦିନ ଡ୍ରେସ୍‌ ସଫା ହେବା ଏକ ସାଧାରଣ କଥା। କିନ୍ତୁ ବିଶ୍ୱରେ ଏମିତି ଏକ ସହର ଅଛି...

୩ ହଜାର ବର୍ଷ ପୁରୁଣା ମମି କଣ୍ଠରୁ ସୃଷ୍ଟି ହେଲା ଶବ୍ଦ

ବର୍ଲିନ୍‌,୨୦।୨: ଜୀବନ୍ତ ମଣିଷ କଣ୍ଠରୁ ଶବ୍ଦ ସୃଷ୍ଟି ହୋଇଥାଏ। ତେବେ ଏବେ କିଛି ଗବେଷକ ୩ ହଜାର ବର୍ଷ ତଳର ଇଜିପ୍ଟର ଏକ ମମି କଣ୍ଠରୁ ପୁଣି ଥରେ ଶବ୍ଦ ସୃଷ୍ଟି କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହି ମମି ତତ୍‌କାଳୀନ...

କୁକୁର ନେଲା ମେୟର ଭାବେ ପଦ ଓ ଗୋପନୀୟତାର ଶପଥ

କୋଲୋରାଡୋ, ୨୦।୨: ମେୟର ଭାବେ କୌଣସି ବ୍ୟକ୍ତି ବିଶେଷ ଶପଥ ନେବା ସାଧାରଣ କଥା। କିନ୍ତୁ କୌଣସି ପ୍ରାଣୀ ଏଭଳି ଶପଥ ନେବା ଶୁଣିଲେ ନିଶ୍ଚିତ ଭାବେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଆମେରିକାର କୋଲୋରାଡୋରେ ଏଭଳି ଘଟିଛି।...

ଏମିତି ଗାଁ ଯେଉଁଠାରେ କେହି କରନ୍ତି ନାହିଁ ନିଶା ସେବନ

ବର୍ତ୍ତମାନ ସମୟରେ ନିଶା ସେବନ ଅନେକଙ୍କ ଅଭ୍ୟାସରେ ପରିଣତ ହେଲାଣି। କମ୍‌ ବୟସ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ପ୍ରାୟ ସମସ୍ତେ ନିଶା ସେବନ କରିଥାନ୍ତି। ମାତ୍ର ରାଜସ୍ଥାନର ଟିକଲା ନାମକ ଏକ ଛୋଟିଆ ଗ୍ରାମ ରହିଛି ଯେଉଁଠାରେ...

ମନ୍ଦିରରେ ଝିଅ ବାହାକଲେ ମୁସ୍‌ଲିମ୍‌ ଦମ୍ପତି

କାସାରଗଡ଼: କେରଳରେ ଏକ ମୁସ୍‌ଲିମ୍‌ ପରିବାର ଝିଅର ବିବାହ ହିନ୍ଦୁ ପରମ୍ପରା ଅନୁଯାୟୀ କରାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କାସାରଗଡ଼ ଜିଲାର କହ୍ନାଂଗଡ଼ ଭଗବତୀ ମନ୍ଦିରରେ ରାଜେଶ୍ୱରୀଙ୍କ ବିବାହ ବିଷ୍ଣୁପ୍ରସାଦ ନାମକ ଯୁବକଙ୍କ ସହ ଅନୁଷ୍ଠିତ...

ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଦାରିଦ୍ର୍ୟ ହଟାଇବ ସାମାଜିକ ନ୍ୟାୟ

ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି...

ଜାଗରରେ ଶିବଙ୍କୁ ଏସବୁ ଅର୍ପଣ କଲେ ମିଳିଥାଏ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୨୧ ତାରିଖ ଅର୍ଥାତ୍‌ ଶୁକ୍ରବାର ପାଳନ କରାଯିବ ଶିବରାତ୍ରି। ଏହି ଶୁଭଦିନରେ ଭଗବାନ ଶିବଙ୍କର ଏପରି କିଛି...

ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ

ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି...

ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ରାହୁଲ ଗାନ୍ଧୀଙ୍କୁ ପଠାଇଲେ କେଶ, ଜାଣନ୍ତୁ କାହିଁକି

ଭୋପାଳ, ୨୦।୨: ମଧ୍ୟ ପ୍ରଦେଶର ଭୋପାଳରେ ଜଣେ ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ତାଙ୍କ କେଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଖକୁ ପଠାଇଛନ୍ତି। ଦୀର୍ଘ ୭୨ ଦିନ ହେବ ବିଭିନ୍ନ ଦାବିକୁ ନେଇ ଧାରଣାରେ ବସିଥିବା ଶାହିନ୍‌ ଖାନ୍‌...

ଦିନକୁ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶାନ୍ତମୂର୍ତ୍ତୀ(୪୦) ଓ ପୁତ୍ତମନୀ(୩୮)ଙ୍କ ବିବାହ ୧୫ ବର୍ଷ ପୂର୍ବରୁ ହୋଇଥିଲା।...

ଭିନ୍ନ ମେଳା: ଯେଉଁଠାରେ ବିବାହ ପାଇଁ ଅନ୍ୟର ସ୍ତ୍ରୀକୁ କରାଯାଏ ଚୋରି

ବିଶ୍ୱର ବିଭିନ୍ନ ସ୍ଥାନରେ ବିବାହର ରୀତି ଭିନ୍ନ ପ୍ରକାରର। ଏମିତି ଏକ ରୀତି ରହିଛି ଯେଉଁଠାରେ ପୁରୁଷମାନେ ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରିଥାନ୍ତି। ପଶ୍ଚିମ ଆଫ୍ରିକାର ବୋଦାବେ ଜନଜାତିର ଲୋକମାନେ ଏପରି କରିଥାନ୍ତି। ଏପରି ବିବାହ ଏହି ଜନଜାତିଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri