ଉତ୍ତର କୋରିଆର ଅଭିଶପ୍ତ ହୋଟେଲ: ୧୯୮୭ରୁ ଆଜିଯାଏ ଶେଷ ହୋଇପାରୁନି ନିର୍ମାଣ କାମ
ଉତ୍ତର କୋରିଆ ଭିନ୍ନ ଆଇନ କାନୁନ ଏବଂ ମିସାଇଲ ପରୀକ୍ଷଣ ପାଇଁ ବିଶ୍ୱରେ ପରିଚିତ। ଏହା ବ୍ୟତିତ ସେଠାରେ ଏମିତି ଅନେକ କିଛି ରହିଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ରାଜଧାନୀ ପାୟୋଙ୍ଗୟାଙ୍ଗରେ ଥିବା ପିରାମିଡ...
ଶ୍ରାଦ୍ଧ ବାଷିର୍କୀରେ ପ୍ରସ୍ତୁତ ହେଲା ମୃତଦେହ ଭଳି କେକ୍
ବିଶ୍ୱର କେତେକ ଦେଶରେ ଲୋକଙ୍କ ରହଣି-ସହଣି ଓ ଖାଦ୍ୟ-ପାନୀୟ ମଧ୍ୟ ଭିନ୍ନ ହୋଇଥାଏ। ଜୀବନ ଜିଇଁବାଠାରୁ ଆରମ୍ଭ କରି ମରଣ ପର୍ଯ୍ୟନ୍ତ ସବୁ ଧର୍ମର ପ୍ରଥା ପରମ୍ପରା ଅଲଗା ହୋଇଥାଏ। ପରିବର୍ତ୍ତିତ ସମାଜରେ ଲୋକଙ୍କ ରହିବା ଢ଼ଙ୍ଗ ବଦଳୁଛି। ଏଥିସହ...
ଚର୍ଚ୍ଚ ପରିସରରୁ ମିଳିଲା ମଣିଷ ହାଡ଼ରେ ତିଆରି କାନ୍ଥର ସନ୍ଧାନ
ବ୍ରସେଲ୍ସ୍,୧୯।୨: ବେଲଜିୟମ୍ର ଏକ ଚର୍ଚ୍ଚ ପରିସରରୁ ମଣିଷ ହାଡ଼ରେ ତିଆରି କାନ୍ଥର ସନ୍ଧାନ ମିଳିଛି। ଖନନ କରୁଥିବା ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଦେଶର ଉତ୍ତର-ପଶ୍ଚିମର ଘେଣ୍ଟ୍ଠାରେ ଥିବା ସେଣ୍ଟ୍ ବାଭୋ ଚର୍ଚ୍ଚ ପରିସରରେ ଏଭଳି କାନ୍ଥ...
୭୦ ହଜାର ବର୍ଷ ତଳେ ମଧ୍ୟ ଅନ୍ତିମ ସଂସ୍କାର କରୁଥିଲା ମଣିଷ
ବାଗଦାଦ୍,୧୯।୨: ମଣିଷ ଅନ୍ତିମ ସଂସ୍କାର କରିବା ପରମ୍ପରା କେତେ ପୁରାତନ ସେ ନେଇ ତର୍କ ଜାରି ରହିଛି। ସମ୍ପ୍ରତି ଇରାକରୁ ମିଳିଥିବା ନିଅନଡର୍ଥାଲ୍ ଯୁଗର ଏକ ମାନବ କଙ୍କାଳରୁ ପ୍ରମାଣିତ ହୋଇଛି। ଏହି କଙ୍କାଳ ୭୦ ହଜାର ବର୍ଷ ପୁରୁଣା...
ପ୍ରତିଦିନ ବ୍ରଶ୍ରେ ସଫା ହେଉଛନ୍ତି ଏହି ପ୍ରଜାତିର କୁମ୍ଭୀର
କୁମ୍ଭୀର ସମସ୍ତେ ଦେଖିଥିବେ ହେଲେ ଧଳା ରଙ୍ଗର କୁମ୍ଭୀରକୁ କେବେ ଦେଖିଛନ୍ତି। ଏହି ପ୍ରଜାତିର କୁମ୍ଭୀର ବହୁ ବିରଳ। ତାଙ୍କୁ ସବୁଠି ଦେଖିବାକୁ ମିଳେନାହିଁ। ଆମେରିକାର ନର୍ଥ କେରୋଲିନାସ୍ଥିତ ଏକ ଜୁ’ରେ ଧଳା ରଙ୍ଗର କୁମ୍ଭୀର ରହିଛନ୍ତି। ଏହାକୁ ଦେଖିବା...
ପାରା-କୁକୁର ଛୁଆ ବନ୍ଧୁତ୍ୱ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ନ୍ୟୁୟର୍କ,୧୯।୨: ଗୋଟିଏ ପ୍ରଜାତିର ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହେବା ସାଧାରଣ କଥା। ତେବେ ଭିନ୍ନ ଭିନ୍ନ ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତ୍ୱ ଦେଖାଯିବା ଏକ ନିଆରା ସମ୍ପର୍କ। ନ୍ୟୁୟର୍କର ରୋଚେଷ୍ଟରରେ ଥିବା ଏକ ଉଦ୍ଧାରକାରୀ ସଂଗଠନ ମିଆ ଫାଉଣ୍ଡେଶନ୍ରେ ଥିବା...
ନିଲାମ ହେବ ଆଇନ୍ଷ୍ଟାଇନଙ୍କ ପିଲାଦିନର ଖେଳନା
ନ୍ୟୁୟର୍କ: ଆର୍ଲବଟ ଆଇନ୍ଷ୍ଟାଇନଙ୍କ ପିଲାଦିନର ପ୍ରିୟ ଖେଳନା ମୋଜାଇକ୍ ପର୍ଲ ଗେମ୍ ଆସନ୍ତା ମାସରେ ନିଲାମ ହେବ। ଏହା ୬୦ ହଜାର ଡଲାର ଅର୍ଥାତ୍ ଭାରତୀୟ ମୁଦ୍ରାରେ ୪୨.୯୨ ଲକ୍ଷ ଟଙ୍କାରେ ନିଲାମ ହେବ। ଏହି ଖେଳନାରେ ୫୨୦ଟି ରଙ୍ଗୀନ...
୩୦ ମିନିଟ୍ରେ ୬୦୦ ମିଟର ନଦୀ ପାର ହେଲେ ଦିବ୍ୟାଙ୍ଗ ଛାତ୍ର
କୋଚି: ଆଖି ବନ୍ଦ ସମୟରେ ସ୍ବପ୍ନ ତ ନିଶ୍ଚିତ ଆସେ। କିନ୍ତୁ ଏହି ସ୍ବପ୍ନକୁ ପୂରା କରିବା ପାଇଁ ଆଖିର ଆବଶ୍ୟକତା ଢେର୍ ଅଧିକ। ଆଖି ନ ଥାଇ ସ୍ବପ୍ନକୁ ସାକାର କରିଛନ୍ତି ଜଣେ ଦିବ୍ୟାଙ୍ଗ ବାଳକ। ତାଙ୍କର ଚକ୍ଷୁ...
ଝିଟିିପିଟିର ଜୀବନ ବଞ୍ଚାଇ ରାତାରାତି ଷ୍ଟାର ପାଲଟିଲେ ଏହି ବ୍ୟକ୍ତି
ଏକ ଝିଟିପିଟିର ଜୀବନ ବଞ୍ଚାଇ ସୋସିଆଲ ମିଡିଆରେ ରାତାରାତି ଷ୍ଟାର ପାଲଟିଛନ୍ତି ଅଷ୍ଟ୍ରେଲିଆର ଜଣେ ବ୍ୟକ୍ତି। ତାଙ୍କୁ ଏବେ ଚାରିଆଡୁ ବାଃ ବାଃ ମିଳିଛି। ଏହି ବ୍ୟକ୍ତି ଜଣଙ୍କ ସ୍ଥାନୀୟ ଏକ ବାର୍ରେ ବସି ମଦ୍ୟପାନ କରୁଥିବାବେଳେ ହଠାତ୍ ତାଙ୍କ...
ପ୍ରେମିକାଙ୍କୁ ମନାଇବା ପାଇଁ ଯବାନ କଲେ ଏମିତି, ଫଟୋ ଭାଇରାଲ
ମସ୍କୋ: ଋଷିୟାନ୍ ସେନାର ଜଣେ ଯବାନ ନିଜର ଗାର୍ଲଫ୍ରେଣ୍ଡଙ୍କୁ ମନାଇବା ପାଇଁ ଏମିତି କିଛି କରିଛନ୍ତି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବାରମ୍ବାର ମନାଇବା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ଶେଷରେ ଏମିତି କିଛି ପ୍ଲାନିଂ କଲେ...
୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ
ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍ କ୍ଲିନିକ୍ରୁ ଦିଲ୍ଲୀର ଫୋର୍ଟିସ୍ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ ଡାକ୍ତରୀ ଦଳଙ୍କ ଦ୍ୱାରା ଏହାକୁ ୩୪ ବର୍ଷ ବୟସ୍କା ଜଣେ ମହିଳାଙ୍କଠାରେ...
୪୦ଟନ୍ ପ୍ଲାଷ୍ଟିକ୍ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ
ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍ ୟୁଜଡ୍ ପ୍ଲାଷ୍ଟିକ୍ର ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଏପରିସ୍ଥଳେ ଥାଇଲାଣ୍ଡର ବ୍ୟାଙ୍କକରେ ଥିବା ଏକ ବୌଦ୍ଧ ବିହାରରେ ବାସ କରୁଥିବା...
Archives


