ବିମାନରୁ ଡେଇଁ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ୍ କଲେ ସ୍କାଏ ଡାଇଭର
ମିଆମି, ୧୨।୩: ପ୍ରେମ ପାଇଁ ପ୍ରେମିକା ପ୍ରେମିକ ନାନା ପ୍ରକାର କାମ କରିବାକୁ ପଛାଇ ନ ଥାନ୍ତି। ଏବେ ଜଣେ ଯୁବକ ଗର୍ଲଫ୍ରେଣ୍ଡଙ୍କୁ ନିଆରା ଢ଼ଙ୍ଗରେ ପ୍ରପୋଜ୍ କରିଛନ୍ତି। ତାଙ୍କ ପ୍ରପୋଜ୍ କରିବା ଶୈଳୀ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ…
ହାତରେ ଟର୍ଚ୍ଚ ଧରି ଏଭରେଷ୍ଟ ଶୃଙ୍ଗ ଚଢୁଛନ୍ତି ପର୍ବତାରୋହୀ
କାଠମାଣ୍ଡୁ,୧୨।୩: ଏବେ ଗିରି ଶୃଙ୍ଗ ଏଭରେଷ୍ଟ ଚଢିବା ପାଇଁ ପର୍ବତାରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗିରିଶୃଙ୍ଗ ଆରୋହଣ କରିବାର ନିଶାରେ ମସଗୁଲ୍ ପର୍ବତାରୋହୀ ହାତରେ ଟର୍ଚ୍ଚ ଧରି ଆଗେଇ ଚାଲିଛନ୍ତି। ଏ ସମ୍ପର୍କିତ ଏକ ଫଟୋ ଆଇଏଫ୍ଏସ୍ ଅଫିସର ପରବିନ୍ କାସଓ୍ବାନ…
୩୧ ବର୍ଷରେ ଡବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ
ଓ୍ବାଶିଂଟନ,୧୨।୩: ବ୍ଲ୍ୟୁ-ଡବ୍ଲ୍ୟୁ-ଡବ୍ଲ୍ୟୁ(ଓ୍ବାଲର୍ଡ ଓ୍ବାଇଡ୍ ଓ୍ବେବ୍)କୁ ଗୁରୁବାର ୩୧ ବର୍ଷ ପୂରଣ ହୋଇଛି। ୧୯୮୯ ମାର୍ଚ୍ଚ ୧୨ରେ ଏହାର ସ୍ଥାପିତ ହୋଇଥିଲା। ଏଭଳି ଓ୍ବେବସାଇଟ୍ ସହିତ ସର୍ଚ୍ଚ ଇଞ୍ଜିନ୍ ଗୁଗୁଲ୍ ମିଳିତ ଭାବେ କାର୍ଯ୍ୟ କରି ବେଶ୍ ସଫଳତା ହାସଲ କରିପାରିଛି। ଇଣ୍ଟରନେଟ୍…
୭୦ ନିୟୁତ ବର୍ଷ ତଳେ ଦିନ ଥିଲା ୨୪ ଘଣ୍ଟାରୁ କମ: ନିକଟରେ ଥିଲା ଚନ୍ଦ୍ର
ଓ୍ବାଶିଂଟନ: ପୃଥିବୀ ନିଜ ଅକ୍ଷ ଚାରିପଟେ ଘୁରିବା ଲାଗି ୨୪ ଘଣ୍ଟା ଅର୍ଥାତ୍ ଗୋଟିଏ ଦିନ ସମୟ ନେଉଛି। ଫଳରେ ଗୋଟିଏ ବର୍ଷରେ ପୃଥିବୀ ନିଜ ଅକ୍ଷ ଚାରିପଟେ ୩୬୫ ଥର ଘୁରୁଛି। ତେବେ ୭୦ ନିୟୁତ ବର୍ଷ ତଳେ ଡାଇନୋସରସ୍ମାନେ…
ପ୍ରବାଳ ପ୍ରାଚୀର ନିକଟରେ ବାସ କରୁଥିବା ମାଛ କରନ୍ତି ଲିଙ୍ଗ ପରିବର୍ତ୍ତନ
କାଲିଫର୍ନିଆ: ପ୍ରବାଳ ପ୍ରାଚୀର ନିକଟରେ ବାସ କରୁଥିବା କେତେକ ମାଛ ପ୍ରଜାତି ନିଜ ଜୀବନକାଳ ମଧ୍ୟରେ ଲିଙ୍ଗ ପରିବର୍ତ୍ତନ କରିଥାନ୍ତି। ଏନେଇ ଆମେରିକା କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଡେଭିସ୍ କଲେଜରେ ଗବେଷକମାନଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଇଭୋଲ୍ୟୁଶନ…
ହିରୋସୀମାର ରହସ୍ୟମୟ ଛାଇ
ଟୋକିଓ : ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଜାପାନର ହିରୋସୀମାରେ ୧୯୪୫ ଅଗଷ୍ଟ ୬ରେ ପରମାଣୁ ବୋମା ବିସ୍ଫୋରଣ ହୋଇଥିଲା। ନିମିଷକ ମଧ୍ୟରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିଲା। ବିସ୍ଫୋରଣ ଯୋଗୁ ସୃଷ୍ଟି ହୋଇଥିବା ବିକିରଣର ପ୍ରଚଣ୍ଡ ଉତ୍ତାପ ସହରକୁ ଜଳାଇ…
ଶିକାର ହେଲେ ବିରଳ ଧଳା ଜିରାଫ
ନାଇରୋବି,୧୧।୩: ସାଧାରଣ ଜିରାଫଙ୍କଠାରୁ ଅଲଗା ଥିବା ଧଳା ଜିରାଫ ଓ ତା’ର ଛୁଆ ପ୍ରଥମ କରି ୨୦୧୭ ମସିହାରେ ଦେଖାଯାଇଥିଲେ। କେନିଆ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦେଖାଯାଇଥିବା ଏହି ଦୁର୍ଲଭ ଜିରାଫଙ୍କୁ ଶିକାରୀମାନେ ମାରି ଦେଇଥିବା ଜଣାପଡିଛି। ଉତ୍ତର ପୂର୍ବ କେନିଆର ଗରିସା…
ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପୋଷାକ ବି ସ୍ବାସ୍ଥ୍ୟପାଇଁ କ୍ଷତିକାରକ
ଓ୍ବାଶିଂଟନ,୧୧।୩: ଧୂମ୍ରପାନ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ହେଲେ ଯେଉଁମାନେ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ନିକଟରେ ଥାଆନ୍ତି ସେମାନଙ୍କ ପାଇଁ ବି ଏହା କ୍ଷତିକାରକ ହୋଇଥାଏ ବୋଲି କୁହାଯାଏ। ଏବେ ଆମେରିକାର ୟେଲେ ବିଶ୍ୱବିଦ୍ୟାଳୟର ଗବେଷକମାନେ କହିଛନ୍ତି ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପୋଷାକ…
ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ଡେରାଡୁନ୍: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭ ବାଟାଲିୟନ…
କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ
ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ କାହା ସହିତ ହାତ ମିଳାଇବାକୁ ବି ବାରଣ କରାଯାଉଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ସଚେତନତା…
ହୋଲି ରଙ୍ଗର ପ୍ରତିକୂଳ ପ୍ରଭାବ
”ଅବିରରେ ରଞ୍ଜକ ରୂପେ ବ୍ୟବହାର କରାଯାଉଥିବା ଭାରି ଧାତୁ ଶରୀର ପାଇଁ କେବଳ ବିଷାକ୍ତ ନୁହେଁ, କର୍କଟ ରୋଗ ସୃଷ୍ଟିକାରୀ ମଧ୍ୟ। ଏହାର କେତେକ ଉଦାହରଣ ଦିଆଗଲା। ସୀସା ମଣିଷର ସ୍ନାୟୁତନ୍ତ୍ର ଓ ପ୍ରଜନନତନ୍ତ୍ର ଉପରେ କୁପ୍ରଭାବ ପକାଇଥାଏ। ଏହାଦ୍ୱାରା ରକ୍ତହୀନତା,…
୪୯୯ ବର୍ଷ ପରେ ହୋଲିରେ ଦୁର୍ଲଭ ସଂଯୋଗ
ଫାଲ୍ଗୁନ ପୂର୍ଣ୍ଣିମାରେ ହୋଲିକା ଦହନର ପରଦିନ ହୋଲି ଉତ୍ସବ ପାଳନ କରାଯିବ। ଏବର୍ଷ ଏହି ଉତ୍ସବରେ ବୃହସ୍ପତି ଓ ଶନି ଏକ ଦୁର୍ଲଭ ଯୋଗ ସୃଷ୍ଟି କରିଛନ୍ତି। ହୋଲି ଦିନ ଉକ୍ତ ଗ୍ରହମାନେ ସେମାନଙ୍କ ନିଜ ନିଜ ରାଶିରେ ରହିବେ ବୋଲି…

