ଫୁରସତ

ଗୋଟିଏ ଦିନରେ ସ୍ତ୍ରୀଙ୍କୁ ୧୦୦ ଥର କଲ୍‌ କରିବା ପଡିଲା ମହଙ୍ଗା, କାରଣ ଜାଣିଲେ…

ହାଇଗୋ,୧୬।୯: ଜଣେ ପୁରୁଷ ଦିନକୁ ପ୍ରାୟ ୧୦୦ଥର ନିଜ ସ୍ତ୍ରୀଙ୍କୁ ଫୋନ କଲ କରିବା ତାଙ୍କ ପାଇଁ ମହଙ୍ଗା ପଡିଛି। ପୋଲିସ ଉକ୍ତ ସ୍ବାମୀଙ୍କୁ ଗିରଫ କରିଛି। ଫୋନ କରିବା ସମୟରେ ସ୍ବାମୀ ଜଣଙ୍କ ଫୋନରେ କିଛି କହି ନଥିଲେ। ଏଥିରେ…

ଫେମଶ ହେବାକୁ ବିଚ୍‌ ରାସ୍ତାରେ ଏମିତି ଶୋଇଲେ ଯୁବକ, ଏବେ ଯିବାକୁ ପଡିବ ଜେଲ

କାସଗଞ୍ଜ,୧୬।୯: ସୋସିଆଲ ମିଡିଆର କ୍ରେଜ ଲୋକଙ୍କ ମୁଣ୍ଡ ଉପରେ ଚଢିଛି । ଆଜିକାଲି, ଲୋକମାନେ ଫେମଶ ହେବା ପାଇଁ ଅଜବ କାର୍ଯ୍ୟ କରୁଥିବା ଦେଖାଯାଏ ଏବଂ ବେଳେବେଳେ ସେମାନେ ନିଜ ଜୀବନକୁ ମଧ୍ୟ ବିପଦରେ ପକାଇ ଦେଉଛନ୍ତି। ନିକଟରେ ଉତ୍ତର ପ୍ରଦେଶର…

ମୋଟରସାଇକେଲର ଜନ୍ମଦିନ ପାଳନ

ନୂଆଦିଲ୍ଲୀ: ସାଧାରଣତଃ ପୁରୁଷମାନଙ୍କର ମୋଟରସାଇକେଲ ପ୍ରତି ବିଶେଷ ଆଗ୍ରହ ରହିଥାଏ। ସେମାନେ ପରିବାର ସଦସ୍ୟଙ୍କ ପରି ନିଜ ବାଇକ୍‌ର ମଧ୍ୟ ଯତ୍ନ ନେଇଥାନ୍ତି। ନିକଟରେ ଏହିପରି ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଜଣେ ବ୍ୟକ୍ତି ବନ୍ଧୁମାନଙ୍କ ଗହଣରେ ନିଜ ବାଇକ୍‌ର ଜନ୍ମଦିନ…

ମାଟି ଖୋଳୁ ଖୋଳୁ ମିଳିଲା ହଜାର ବର୍ଷର ପୁରୁଣା ମୂର୍ତ୍ତି

ପାଟନା: ବିହାରର ଲଖିସରାୟ ସହରର ଯୌନା ୱାର୍ଡ-୧ରେ ଥିବା ପ୍ରସିଦ୍ଧ ଅଶୋକଧାମ ମନ୍ଦିର ନିକଟସ୍ଥ ବିଲରେ ଶନିବାର ଫୁଲ ଗଛ ଲଗାଇବା ଉଦ୍ଦେଶ୍ୟରେ ଅନିଶ ଯାଦବ ନାମକ ଜଣେ ଯୁବକ ମାଟି ଖୋଳୁଥିଲେ। ତେବେ ମାଟି ଖୋଳିବା ସମୟରେ ଭୂମି ତଳେ ତାଙ୍କୁ…

୯୦ ଦିନ ଉଡ଼ିବ ସୋଲାର ପ୍ଲେନ୍‌, ୧୦ ଘଣ୍ଟା ପାଇଁ କରାଗଲା ପରୀକ୍ଷାମୂଳକ ଉଡ଼ାଣ

ନୂଆଦିଲ୍ଲୀ,୧୫ା୯: ଭାରତର ଅସ୍ତ୍ରଶସ୍ତ୍ରରେ ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ଯୋଡ଼ି ହୋଇଛି। ବୈଜ୍ଞାନିକମାନେ ଏକ ସୋଲାର ପ୍ଲେନ୍‌ ବା ସୌର ଚାଳିତ ବିମାନ ଉଦ୍ଭାବନ କରୁଛନ୍ତି। ଯାହାକି ଥରେ ଚାର୍ଜ ହେଲେ ୯୦ ଦିନ ପର୍ଯ୍ୟନ୍ତ ଉଡ଼ିପାରିବ ଏବଂ ପରୀକ୍ଷାମୂଳକ ଭାବେ ୧୦…

ଏସିଆ ମହାଦେଶର ଦୀର୍ଘତମ ନଦୀବନ୍ଧ…

ଏସିଆ ମହାଦେଶର ଦୀର୍ଘତମ ନଦୀବନ୍ଧ ହେଉଛି ହୀରାକୁଦ। ଏହାର ପ୍ରାକୃତିକ ଦୃଶ୍ୟରାଜି ପର୍ଯ୍ୟଟକଙ୍କୁ ଭାବବିହ୍ବଳ କରିଦେଇଥାଏ। ଭୁବନେଶ୍ୱରରୁ ୨୮୦ କି.ମି. ଦୂର ହୋଇଥିବା ବେଳେ ସମ୍ବଲପୁରରୁ ୧୭ କିଲୋମିଟର। ଏଠାକୁ ଟ୍ରେନ୍‌ ଓ ବସ୍‌ ସୁବିଧା ରହିଥିବାବେଳେ ସେଠାରୁ ସିଟିବସ୍‌, କାର,…

ରାତିରେ ଆସୁଛି କି ସାପ ସ୍ବପ୍ନ, ନାଗ ଦେଖୁଥିଲେ…

ପ୍ରତ୍ୟେକ ବ୍ୟକ୍ତି ଶୋଇଥିବା ବେଳେ ନିଦରେ ସ୍ବପ୍ନ ଦେଖିଥାନ୍ତି। ବିଶ୍ୱାସ କରାଯାଏ କି, ଏହି ସ୍ବପ୍ନ ଭବିଷ୍ୟତରେ ଘଟିବାକୁ ଥିବା ଘଟଣା ସମ୍ପର୍କରେ ଆମକୁ କିଛି ଭଲ ଓ ଖରାପ ସଙ୍କେତ ଦେଇଥାଏ। ଏହା ମଧ୍ୟରୁ କିଛି ସ୍ବପ୍ନକୁ ଶୁଭ ଓ…

ବିଶ୍ୱର ସବୁଠୁ ଶୂନ୍‌ଶାନ ଦେଶ କିଏ ଜାଣନ୍ତି

ଦୁନିଆରେ ଏକ ଶୂନ୍‌ଶାନ ଦେଶ ଅଛି। ଏହା ଟିକେ ଅଜବ ଲାଗୁଥାଇପାରେ, କିନ୍ତୁ ଏହା ସତ୍ୟ। ମଙ୍ଗୋଲିଆ ଶୂନ୍‌ଶାନ ଦେଶ ଭାବେ ଜଣାଶୁଣା। ଏହି ଦେଶର ଜନସଂଖ୍ୟା ବହୁତ କମ, ତେଣୁ ଏହି ଦେଶରେ ପ୍ରତି ବର୍ଗ କିଲୋମିଟର ପିଛା ଦୁଇ…

ଜାତୀୟ ଏକତାକୁ ମଜଭୁତ କରେ ହିନ୍ଦୀ ଭାଷା

ହିନ୍ଦୀ ଭାଷା ଆମ ଦେଶର ସରକାରୀ ଭାଷା ମଧ୍ୟରୁ ଅନ୍ୟତମ। ବର୍ତ୍ତମାନ ଇଂରାଜୀ ଏବଂ ମାଣ୍ଡାରିନ ପରେ ହିନ୍ଦୀ ହେଉଛି ବିଶ୍ୱର ତୃତୀୟ ସର୍ବାଧିକ କଥିତ ଭାଷା। ବିଶ୍ୱର ପ୍ରାୟ ୬୦ କୋଟି ଲୋକ ଏହି ଭାଷାକୁ ସେମାନଙ୍କର କଥିତ ଭାଷା…

କିପରି ମଦ ପିଇବା ପରେ ସତ କୁହନ୍ତି ଲୋକେ, ରିସର୍ଚ୍ଚରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୩।୯: ସାରା ବିଶ୍ୱରେ ଧୀରେ ଧୀରେ ମଦ୍ୟପାନ କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ଲୋକମାନେ ମଦ୍ୟପାନ କରିବା ପରେ କୌଣସି ବଷୟରେ ଚିନ୍ତା ନ କରି କିପରି ର୍ନିବୋଧ ଭାବେ କଥା…

୭ ମାସରେ କମାଇଲେ ୧୧୩ କେ.ଜି. ଓଜନ

ୱାଶିଂଟନ: ୟୁଟ୍ୟୁବର ନିକୋକାଡୋ ଆଭୋକାଡୋ ମାତ୍ର ୭ ମାସ ମଧ୍ୟରେ ନିଜର ୧୧୩ କିଲୋଗ୍ରାମ ଓଜନ ହ୍ରାସ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ତାଙ୍କର ଓଜନ ହ୍ରାସକୁ ନେଇ ‘ଟୁ ଷ୍ଟେପ୍‌ ଆହେଡ୍‌’ ଶୀର୍ଷକ ଏକ ଭିଡିଓ ଅପଲୋଡ୍‌ କରି…

ଗୁମ୍ଫା ଭିତରେ ରହସ୍ୟମୟ ସେତୁ

ମାଡ୍ରିଡ୍‌: ସ୍ପେନ୍‌ର ମାଲୋର୍କା ଦ୍ୱୀପରେ ଥିବା ଜେନୋଭେସା ଗୁମ୍ଫାର ଗଭୀରରେ ପୋତି ହୋଇ ରହିଥିବା ଏକ ପ୍ରାଚୀନ ସେତୁକୁ ନେଇ ଜର୍ନାଲ କମ୍ୟୁନିକେଶନ ଆର୍ଥ୍‌ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ ପତ୍ରିକାରେ ଗୋଟିଏ ନୂତନ ଅଧ୍ୟୟନ ପ୍ରକାଶିତ ହୋଇଛି। ଉକ୍ତ ଅଧ୍ୟୟନରୁ ପଶ୍ଚିମ ଭୂମଧ୍ୟସାଗର ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri