ଫୁରସତ

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ ତାଙ୍କର ଚିକିତ୍ସା କରାଇବା ପାଇଁ ବରେଲିର ମହାରାଣା ପ୍ରତାପ ଜିଲା ଚିକିତ୍ସାଳୟରେ ପହଞ୍ଚିଥିଲେ। ପେଟର…

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ ହୋଇଗଲାଣି। ସେଥିପାଇଁ ଅନେକେ ଅଜବ ଅଜବ ସାଥୀ ବାଛୁଛନ୍ତି। ଯେମିତି କି କିଏ ତକିଆକୁ…

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ ଘଟଣା ବିଷୟରେ କହିବାକୁ ଯାଉଛୁ ଯାହା ୫୦୦ ବର୍ଷରୁ ଅଧିକ ପୁରୁଣା ଏବଂ ଯେତେବେଳେ…

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ ମିଳୁଛି, ସେଥିମଧ୍ୟରୁ ଝାଲମୁଢି ଅନ୍ୟତମ। ଏହି ଝାଲମୁଢି କେବଳ ଭାରତରେ ସୀମିତ ନୁହେଁ ବରଂ…

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର ମଣ୍ଡପରେ କନ୍ୟାଙ୍କ ଏକ ଭିଡିଓ ଚଲାଇଥିଲେ। କନ୍ୟାଙ୍କର ତାଙ୍କ ଭିଣୋଇ ସହିତ ଅନୈତିକ ସମ୍ପର୍କ…

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ ଓ ଖୁସିରେ ରହିବା ଦରକାର। କିନ୍ତୁ ସେଥିପାଇଁ ଆମେ ଓ ଆମ ସରକାର କେତେ…

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB ଷ୍ଟୋରେଜ ପ୍ରଦାନ କରାଯାଇଥାଏ । ଇମେଲ ଆଟାଚମେଣ୍ଟ, ବଡ଼ ଫାଇଲ ଏବଂ ଅବାଞ୍ଛିତ ଇମେଲ…

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ପ୍ରଥମ ଥର ପାଇଁ ପୁରୁଷ ଦିବସ ପାଳନ କରିବାର…

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ ସଙ୍କଟ ଦୂର କରିବା ପାଇଁ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

କ୍ୟାନ୍ସରକୁ ଭଲ କରିପାରେ କରୋନା ! ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୮।୧୧: ମହାମାରୀ କୋଭିଡ୍‌-୧୯ ଭୂତାଣୁ ସାରା ବିଶ୍ୱକୁ ଥରାଇ ଦେଇଥିଲା। କୋଭିଡ୍‌-୧୯ ସଂକ୍ରମଣରେ ଲକ୍ଷାଧିକ ଲୋକ ଜୀବନ ହରାଇଥିଲେ। ଏହି ମହାମାରୀ କୋଭିଡ୍‌-୧୯ ଭୂତାଣୁ କ୍ୟାନ୍ସର ରୋଗୀଙ୍କ ପାଇଁ ଏକ ଅପ୍ରତ୍ୟାଶିତ ଲାଭ ହୋଇପାରେ। ନିକଟରେ ହୋଇଥିବା ଏକ ଅଧ୍ୟୟନରୁ କୋଭିଡ-୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?