ଆଶ୍ଚର୍ଯ୍ୟ ଯେତିକି ରୋଚକ ସେତିକି: ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ନିଆଯିବ ସୁଇଜରଲାଣ୍ଡ
କେରଳର ମୁନ୍ନାରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ସୁଇଜରଲାଣ୍ଡ ପଠାଯିବାର ବ୍ୟବସ୍ଥା କରାଯାଇଛି। କଥାଟା ଯେତିକି ଆଶ୍ଚର୍ଯ୍ୟ ସେତିକି ରୋଚକ ମଧ୍ୟ। ଜନି ଏବଂ ଏଲେନ ନାମକ ଦୁଇ ସୁଇଜରଲାଣ୍ଡ ପର୍ଯ୍ୟଟକ...
୮ଘଣ୍ଟାରେ ୧୮ କିଲୋମିଟର କାନ୍ଧରେ ବୋହି ପ୍ରସୂତିଙ୍କୁ ହସ୍ପିଟାଲ ନେଲେ ପରିବାରଲୋକେ
କୁଲୁ,୧୭।୨: ସବୁ ରାଜ୍ୟରେ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ ପ୍ରାୟ ସମୟରେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି। ବହୁଥର ପ୍ରସୂତିଙ୍କୁ କାନ୍ଧରେ କିମ୍ବା ଭାରରେ ବୋହି ହସ୍ପିଟାଲକୁ ନିଆଯାଉଥିବା ଖବର ସାମ୍ନାକୁ...
କାର୍ଯ୍ୟବ୍ୟସ୍ତତା ଯୋଗୁଁ କାର୍ଯ୍ୟାଳୟରେ ଆଇଏଏସ୍ ଅଫିସର ବିବାହ କଲେ ଆଇପିଏସ୍ଙ୍କୁ
କୋଲକାତା,୧୭।୨: ବିବାହକୁ ସ୍ମୃତି କରିବା ପାଇଁ ଯୁବକ ଯୁବତୀ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଏହାକୁ ଗ୍ରାଣ୍ଡଓ୍ବେରେ ସେଲିବ୍ରେଟ କରିବା ପାଇଁ ବହୁ ଦିନରୁ ଆୟୋଜନ କରାଯାଇଥାଏ। ହେଲେ ନିକଟରେ ଜଣେ ଦମ୍ପତ୍ତି କାର୍ଯ୍ୟବ୍ୟସ୍ତତା ଓ ସମୟ ଅଭାବରୁ ନିଜ...
କୁକୁର ପିଠିରେ ମାଙ୍କଡ଼ ଛୁଆ: ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୧୭।୨: ମଣିଷ ମଣିଷ ମଧ୍ୟରେ ବିଭିନ୍ନ କାରଣରୁ ଗଣ୍ଡଗୋଳ ସୃଷ୍ଟି ହୋଇଥାଏ। ତେବେ ଦୁଇଟି ଭିନ୍ନ ପ୍ରାଣୀଙ୍କ ମଧ୍ୟରେ ବେଳେବେଳେ ଦେଖିବାକୁ ମିଳୁଥିବା ବନ୍ଧୁତା ମଣିଷକୁ ସମ୍ପର୍କ ବିଷୟରେ ଚିନ୍ତା କରିବାକୁ ବାଧ୍ୟ କରିଥାଏ। ଏଭଳି ଏକ ଘଟଣା ନେଇ...
ଜାଣନ୍ତି କାହିଁକି ରବିବାରକୁ ଛୁଟିଦିନ ଭାବରେ କରାଯାଇଛି ଘୋଷଣା
ସପ୍ତାହର ଶେଷବାର ରବିବାର। ଏହି ଦିନଟିକୁ ଛୁଟିଦିନ ଭାବରେ ମନାଯାଇଥାଏ। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ସମସ୍ତ ସରକାରୀ/ବେସରକାରୀ କାର୍ଯ୍ୟାଳୟ ମଧ୍ୟ ଏହି ଦିନରେ ବନ୍ଦ ରହିଥାଏ। ଖାଲି ଏତିକି ନୁହେଁ, ବିଭିନ୍ନ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟ ବି ରବିବାରରେ...
ବାଇକ୍ ଚଲାଇ କରୁଥିଲେ ଫେସ୍ବୁକ୍ ଲାଇଭ୍, ଆଉ ତା’ପରେ..
ଏବେ ଏକପ୍ରକାର ନିଶା ପାଲଟିଛି ସ୍ମାର୍ଟଫୋନ। କେବଳ ଯୁବପିଢି ନୁହେଁ, ସମସ୍ତଙ୍କୁ ନିଜ ମାୟାରେ ବଶୀଭୂତ କରିଛି ସ୍ମାର୍ଟଯୁଗର ସ୍ମାର୍ଟଫୋନ। ସ୍ମାର୍ଟଫୋନ କେବଳ ଆଖି ଖରାପ କରୁଛି ତା ନୁହେଁ, ଏହା ଯୋଗୁ ଅନେକ ଦୁର୍ଘଟଣା ଘଟୁଛି। ପଶ୍ଚିମବଙ୍ଗରେ ଏମିତି...
ଚର୍ଚ୍ଚାରେ ବାରାଣସୀର ରିକ୍ସା ଚାଳକ ମଙ୍ଗଳା
ବାରାଣସୀ,୧୭।୨: ଗୋଟିଏ ଦିନ ପୂର୍ବରୁ ଶୁଣିବାକୁ ମିଳିଥିଲା ବାରାଣସୀର ଜଣେ ରିକ୍ସା ଚାଳକ ମଙ୍ଗଳା କେଭଟଙ୍କ ଘରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ବାର୍ତ୍ତା ପଠାଇଥିଲେ। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହି ରିକ୍ସା ଚାଳକ ଜଣକ...
୭ ବର୍ଷର ବାଳକଙ୍କ ଅଜବ କାରନାମା: ୬ ପ୍ୟାକ୍ ଆବ୍ସ ସାଙ୍ଗକୁ ଖେଳୁଛନ୍ତି ଫୁଟବଲ୍
ବୟସ ମାତ୍ର ୭ ବର୍ଷ। ନାଁ ଆରାତ୍ ହୋସେଇନି। ଇରାନର ଏହି ବାଳକ ଜଣଙ୍କ କଅଁଳ ବୟସରେ ନିଜ ଅଜବ କାରାନାମାରେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୬ ପ୍ୟାକ୍ ଆବ୍ସ ସାଙ୍ଗକୁ ଚମତ୍କାର ଫୁଟବଲ୍ ଖେଳୁଛନ୍ତି ଆରାତ୍। କେବଳ ଏତିକି...
ଅଣ୍ଡା ଖୋଳପାରେ ରାସ୍ତା ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ର
ଇନ୍ଦୋର: ବିଶ୍ୱରେ ପ୍ରତି ସେକେଣ୍ଡ୍ରେ ୪୫୦ ସଡ଼କ ଦୁର୍ଘଟଣା ଘଟୁଛି। ଏହାର କାରଣ ଲୋକେ ରାସ୍ତା ସୁରକ୍ଷା ନିୟମ ମାନୁନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ଇନ୍ଦୋରର ଗଜେନ୍ଦ୍ର ଶର୍ମା ନାମକ ଜଣେ ଛାତ୍ର ଅଣ୍ଡା ଖୋଳପାରେ ପେଣ୍ଟିଂ ଜରିଆରେ ସଡ଼କ...
ଦଳିତ ସମ୍ପ୍ରଦାୟର ବରଙ୍କ ଘୋଡା ଚଢାକୁ ବିରୋଧ: ପୋଲିସ ସହାୟତାରେ ବାହାରିଲା ବରଯାତ୍ରୀ
ବନାସକାଂଠା,୧୭।୨: ଦୀର୍ଘ ୭୩ ବର୍ଷ ହେବ ଦେଶ ସ୍ବାଧିନ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଅନେକଙ୍କ ମନରୁ ଉଚ୍ଚନିଚ ମନୋଭାବ ଦୂର ହୋଇନାହିଁ। ଗୁଜରାଟର ବନାସକାଂଠା ଜିଲାରେ ଜଣେ ଦଳିତ ସମ୍ପ୍ରଦାୟର ବର ଘୋଡା ଚଢି ବିବାହ ପାଇଁ ଯିବାକୁ ବାହାରିବାରୁ...
ବିବାହରେ ଅତିଥିଙ୍କର ହେଲା ଡାଇବେଟିସ୍ ଯାଞ୍ଚ୍
ରାଜକୋଟ୍, ୧୭।୨: ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିଙ୍କର ସ୍ବାସ୍ଥ୍ୟ ଯାଞ୍ଚ୍ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଗୁଜରାଟ ରାଜକୋଟରେ ଏଭଳି ଘଟିଛି। ଏଠାରେ ହୋଇଥିବା ମିତେଶ କକ୍କର ଏବଂ ହେନି ପୁଜରାଙ୍କ ବିବାହ ଉତ୍ସବରେ...
ମାଇନସ୍ ଡିଗ୍ରୀ ତାପମାତ୍ରାରେ ତପସ୍ୟା କଲେ ଯୋଗୀ
ନୂଆଦିଲ୍ଲୀ,୧୬।୨: କୁହାଯାଏ ତପସ୍ୟାର ଶକ୍ତି ଖୁବ୍ ଅଧିକ। ଏବେ ଭାଇରାଲ ହୋଇଥିବା ଏକ ଭିଡିଓ ଏହାର ସତ୍ୟତା ସମ୍ପର୍କରେ ସୂଚନା ଦେଉଛି ବୋଲି ଆଲୋଚନା ହେଉଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଜଣେ ଯୋଗୀ ବା ସାଧୁ ସ୍ବଳ୍ପ ବସ୍ତ୍ର...
Archives


