ସବୁଠୁ ଛୋଟ ମୋଟର ବାଇକ: ଉଚ୍ଚତା ୨.୫ ଇଞ୍ଚ, ଓଜନ ମାତ୍ର ୧.୦୮ କି.ଗ୍ରା.
ଆଜିକାଲି ଘରେ ଘରେ ବାଇକ ଅଛି। ହେଲେ ଆମେ ଏଠି ଯେଉଁ ବାଇକ କଥା କହୁଛୁ ତାକୁ କେହି କେବେ ଦେଖି ନ ଥିବେ। ଆଉ ଦେଖିଲେ ଆଶ୍ଚର୍ଯ୍ୟ ନିହାତି ହୋଇଯିବେ। କାରଣ ଏହା ହାତପାପୁଲିରେ ରହିଯାଏ। ହେଲେ ଏହା କାର୍ଯ୍ୟକ୍ଷମ।…
ଭାଙ୍ଗିଗଲା ପରି ଲାଗେ ଏହି ଆସବାବପତ୍ର
କେଉଁ ଆଲମାରୀ ଫାଟିଯାଇଛି ତ କେଉଁଟି ମଝିରୁ ଦୁଇଫାଳ ହେଇଛି। ଆଉ କାହାର ମଝିରେ କିଛି ବାଜି କଣା ହୋଇଯାଇଛି। ଏହିସବୁ ଆଲମାରୀ ଦେଖିବାକୁ ଏହିଭଳି ଭଙ୍ଗା ଫଟା। କିନ୍ତୁ ବାସ୍ତବରେ ସେଇୟା ନୁହେଁ। ଭଙ୍ଗା ଦେଖାଯାଉଥିଲେ ହେଁ ଏସବୁ କାର୍ଯ୍ୟକ୍ଷମ।…
ରୋଜଗାର ଟଙ୍କାରେ ନିଜ ଖର୍ଚ୍ଚ ତୁଲାଉଥିଲି: ଓଡ଼ିଶୀ ନୃତ୍ୟଶିଳ୍ପୀ ରୋମା
ଶ୍ରୀକ୍ଷେତ୍ର ପୁରୀରେ ମୋର ଜନ୍ମ। ଏଠାରୁ ପ୍ରାଥମିକ ଶିକ୍ଷା ସମାପ୍ତ କରି ଜାମ୍ସେଦ୍ପୁରରେ ଯାଇ ପଢିଥିଲି। ପାଠପଢ଼ା ମୋର ଏଯାଏଁ ବି ସରିନି। ବର୍ତ୍ତମାନ ମୋର ଲ’ ପ୍ରାକ୍ଟିସ୍ ଚାଲିଛି। ପାଠପଢ଼ା ସହିତ ମାତ୍ର ୪ବର୍ଷ ବୟସରୁ ମୁଁ ଓଡ଼ିଶୀ ନୃତ୍ୟ…
କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା
ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ ଆପଣେଇ ପରିବାର ଚଳାଇବା ସହ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି… ଆଜିକାଲି ଗଁାଗଣ୍ଡାରେ ଜଳୁନାହିଁ…
ପାଖରେ ଅଛି ଆଇନ ଡିଗ୍ରୀ: ପେସା ଟ୍ରକ୍ ଡ୍ରାଇଭର
ଭୋପାଳ,୮।୩: ମଧ୍ୟପ୍ରଦେଶ ଭୋପାଳର ୪୯ ବର୍ଷୀୟା ଯୋଗିତା ଜଣେ ଉଚ୍ଚ ଶିକ୍ଷିତା ହୋଇଥିବା ବେଳେ ପରିବାର ଭରଣପୋଷଣ ପାଇଁ ଟ୍ରକ୍ ଡ୍ରାଇଭର ପାଲଟି ଯାଇଛନ୍ତି। ସହର ବଜାରରେ ମହିଳାମାନେ ଗାଡି ଚଳାଇବା ଦେଖିବାକୁ ମିଳିବା ଏବେ ଏକ ସାଧାରଣ ଘଟଣା ହୋଇ…
ଆମେ ବି ପାରିବୁ
ଲକ୍ଷ୍ୟ ଥିଲା ସ୍ବରୋଜଗାରକ୍ଷମ ହେବା। ମନରେ ବି ଥିଲା ଅଦମ୍ୟ ସାହସ। ପୁଣି ଖାତିର ନ ଥିଲା ସମାଜର ଟାହିଟାପରାକୁ। ଆଉ ଏହି ନିଶା ହିଁ ପ୍ରମାଣ କରି ଦେଖାଇଲାଯେ, କୌଣସି କ୍ଷେତ୍ରରେ ପୁରୁଷଠୁଁ କମ୍ ନୁହେଁ ନାରୀ। ଆଜି ବିଶ୍ୱ…
ହାର୍ ମାନିଛି ବୟସ: ପ୍ରତିବନ୍ଧକ ସାଜିପାରିନାହିଁ ବାର୍ଦ୍ଧକ୍ୟ, ସଫଳତା ପାଇ ସାଜିଛନ୍ତି ଉଦାହରଣ
ଘର ସଂସାର ଜଞ୍ଜାଳ କରୁ କରୁ ଅଧିକାଂଶ ନାରୀଙ୍କ ଜୀବନର ବହୁ ମୂଲ୍ୟବାନ ବର୍ଷସବୁ ବିତିଯାଏ। ଘର ପାଲଟିଯାଏ ତାଙ୍କ ପାଇଁ ଦୁନିଆ। ତାରି ଭିତରେ ରହି ଜଞ୍ଜାଳରେ ପେଷି ହୋଇ କେତେବେଳେ ଯେ ବୟସ ଗଡ଼ି ବାର୍ଦ୍ଧକ୍ୟ ଚାଲିଆସେ ଜଣାପଡ଼େନା।…
ହରାଇପାରିନି କର୍କଟ: ସମାଜସେବା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ବିଜୟଲକ୍ଷ୍ମୀ
ପ୍ରତି ମୁହୂର୍ତ୍ତରେ ସେ କର୍କଟ ଭଳି ଦୁରାରୋଗ୍ୟ ସହ ଲଢେଇ ଜାରି ରଖିଛନ୍ତି। ମୃତ୍ୟୁକୁ ଅତି ନିକଟରୁ ଦେଖୁଛନ୍ତି। ତଥାପି ହାର୍ ମାନିନାହାନ୍ତି। ନିଜେ ବଞ୍ଚତ୍ବା ସହ ଅନ୍ୟମାନଙ୍କ ପାଇଁ ବଞ୍ଚତ୍ବାର ରାହା ପାଲଟିଛନ୍ତି। ଅସହାୟ ଓ ଅନାଥମାନଙ୍କୁ ସାହାରା ଦେଉଛନ୍ତି।…
ବେଦାନ୍ତର ‘ମେଟାଲ ଓ୍ବିମେନ୍’
ଭୁବନେଶ୍ୱର, ୮।୩(ବ୍ୟୁରୋ): ମହିଳାମାନେ ଯେକୌଣସି କାମକୁ ସଫଳତାର ସହ କରିପାରିବେ। କେବଳ ସଫ୍ଟଓ୍ବେର୍ ଇଞ୍ଜିନିୟର, ଶିକ୍ଷକ ଓ ଡାକ୍ତର ନୁହେଁ, ମେକାନିକାଲ ଇଞ୍ଜିନିୟର, ଓ୍ବେଲ୍ଡର, ସିକ୍ୟୁରିଟି, ଫାୟାର ଫାଇଟର୍ ଓ ଆଷ୍ଟ୍ରୋନଟ୍ ଭଳି ପୁରୁଷ ପ୍ରାଧାନ୍ୟ ବୃତ୍ତିରେ ମଧ୍ୟ ମହିଳାମାନେ ନିଜ…
ଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟି
କ୍ଷୀରାବ୍ଧି ତନୟା ଜେନାଙ୍କୁ ସମସ୍ତେ ଜାଣନ୍ତି ଡିଜେ କେଟି ଭାବେ। ବର୍ତ୍ତମାନ କେଟି ଭୁବନେଶ୍ୱରର ଏକ ବଡ଼ ହୋଟେଲରେ ରେସିଡେନ୍ସ ଇନ୍ହାଉସ୍ ଡିଜେ ଅଛନ୍ତି। ଏହି ପୁରୁଷ ପ୍ରାଧାନ୍ୟ ବୃତ୍ତିରେ ତିଷ୍ଠି ରହିବା ପାଇଁ ତାଙ୍କୁ ବହୁତ ପରିଶ୍ରମ କରିବାକୁ ପଡ଼ିଥିଲା।…
ଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟ
ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ। ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି। ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ ପାଇଁ ରାସ୍ତା ଖୋଲିଦେଇଛନ୍ତି। ସେ ଅନେକଙ୍କଠାରୁ ଭିନ୍ନ ଓ ଚର୍ଚ୍ଚିତ। ସେ ହେଉଛନ୍ତି…
ସ୍ବାବଲମ୍ବୀ କରିଛି ଛେଳି ଚାଷ
ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲି)ର ମନ୍ଦାକିନୀ ଭୋଇ, ସ୍ବାମୀ କୁଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ ପରିବାର। ପରିବାରର ଆର୍ଥକ ପରିସ୍ଥିତି ସଜାଡିବାକୁ ଯାଇ ୨୦୦୮ରେ ଗାଁର କେତେଜଣ ମହିଳାଙ୍କୁ…

