ଫୁରସତ

ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା ଅଙ୍ଗନୱାଡ଼ି କର୍ମୀ। ଏବେ ସ୍ନାତକୋତ୍ତର(ଶିକ୍ଷା) ପଢୁଥିବା ଦୀପା…

ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ

ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ ଦୂରରେ, ସେ ମଧ୍ୟ ହୃଦୟଠାରୁ ଦୂରରେ। ମାତ୍ର ଏମିତି ଭ୍ରାନ୍ତ ଧାରଣା ଦୂର କରିବା…

କାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସ

ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ଏଣୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଅନେକେ ମଧ୍ୟ ସୋସିଆଲ ମିଡିଆ ଜରିଆରେ ଶୁଭେଚ୍ଛା ଜଣାଇବା ଆରମ୍ଭ କରିଦେଲେଣି। ତେବେ ଆପଣ କ’ଣ ଏହା ଜାଣନ୍ତି…

ରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣା

ଭୋପାଳ: ବିଶ୍ୱରେ ଏମିତି କିଛି ସ୍ଥାନ ରହିଛି, ଯାହାର ରହସ୍ୟ ସମ୍ପର୍କରେ ଆଜି ମଧ୍ୟ କାହାକୁ ଜଣାନାହିଁ। ଏପରିକି ବୈଜ୍ଞାନିକମାନେ ଏହାର ରହସ୍ୟ ଜାଣି ପାରିନାହାନ୍ତି। ଏମିତି ଏକ ରହସ୍ୟମୟ କୁଣ୍ଡର ଗଭୀରତା ସମ୍ପର୍କରେ ବୈଜ୍ଞାନିକମାନେ ଆଜିପର୍ଯ୍ୟନ୍ତ ସଠିକ୍‌ ଜାଣିନାହାନ୍ତି। ଏହି…

ଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କା

ଓ୍ବାଶିଂଟନ,୭।୩: ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏକ ବୃହତ୍‌ ଲୌହ ଗ୍ରହାଣୁ ପିଣ୍ଡର ସନ୍ଧାନ କରାଯାଇଛି। ସମ୍ପୂର୍ଣ୍ଣ ଭାବେ ଲୁହାରେ ଭରପୁର ଥିବା ୧୬-ସାଇକି ନାମକ ଏହି ଗ୍ରହାଣୁ ପିଣ୍ଡ ମଙ୍ଗଳ ଏବଂ ବୃହସ୍ପତି ମଧ୍ୟରେ ଘୁରିବୁଲୁଛି। ଏଥିରେ ଥିବା…

୨୩୦୦ ଫୁଟ ଉଚ୍ଚରୁ ମାଲିକଙ୍କ ସହ ଡେଇଁଲା କୁକୁର, ଫଟୋ ଭାଇରାଲ

ସୁଇଜରଲାଣ୍ଡ୍‌: ଲାଟରବ୍ରୁନେନ୍‌ ଭ୍ୟାଲିସ୍ଥିତ ୨୩୦୦ ଫୁଟ ଉଚ୍ଚରୁ ତଳକୁ ମାଲିକଙ୍କ ସହିତ ଏକ କୁକୁର ଜମ୍ପ୍‌ କରିଛି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୬ ବର୍ଷର କଲି କାଜୁଜା ୩୮ ବର୍ଷୀୟ ମାଲିକ ବ୍ରୁନୋ ଭ୍ୟାଲେଣ୍ଟଙ୍କ…

୪ ବର୍ଷରେ ୮୫ ପଣକିଆ କଣ୍ଠସ୍ଥ

ଦୁର୍ଗ,୭।୩: ବୟସ ମାତ୍ର ୪ ବର୍ଷ ୩ ମାସ। ତେବେ ତାଙ୍କର ପ୍ରତିଭା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ଛତିଶଗଡ଼ର ଦୁର୍ଗ ଅଞ୍ଚଳର ସିଦ୍ଧାନ୍ତ ଭୁତଡ଼ା। ସେ ସ୍ଥାନୀୟ ଗଞ୍ଜପାରା ଅଞ୍ଚଳର ଶକ୍ତି ଛକରେ ବାସ…

ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ ବିବାହ ପୋଷାକରେ ସଜେଇ ହୋଇ ଚଷମା ଲଗାଇ ବୁଲେଟ୍‌ ଚଢ଼ି ମଣ୍ଡପରେ ପହଞ୍ଚିବା…

ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି କରୁଛନ୍ତି। ଏଭଳି ଲୋକଙ୍କ ପାଇଁ ଏକ ଜବାବ ସାଜିଛନ୍ତି ଉତ୍ତର ପ୍ରଦେଶ ଆଜମଗଡ଼ ଜିଲା…

ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍‌ ପିରାମିଡ୍‌ ଅଫ୍‌ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଏହାକୁ ଲୋକଙ୍କ ପାଇଁ ପୁନର୍ବାର ଲୋକାର୍ପିତ କରାଯାଇଛି। ଏହି ଅବସରରେ…

ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା

ନୂଆଦିଲ୍ଲୀ,୭।୩: ବୟସ ବଢ଼ିବା ସହିତ ଲୋକେ ଚାଲିବା ସମୟରେ ତଳେ ପଡ଼ିଯିବାର ଆଶଙ୍କା ରହିଥାଏ। ସେମାନେ ସାହାରା ଲୋଡ଼ିଥାନ୍ତିି। ତେବେ ଏଣିକି ଆଉ ଅନ୍ୟ କାହାର ସାହାରର ଆବଶ୍ୟକତା ରହିବନି। ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର ଏକ ସ୍ମାର୍ଟ ବାଡ଼ି…

ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ସୁରଟ,୭।୩ : ସମ୍ପ୍ରତି ଛୋଟପିଲାଙ୍କ ମଧ୍ୟରେ ମୋବାଇଲ୍‌ ଅଭ୍ୟାସ ବଢ଼ିବାରେ ଲାଗିଛି। ଭବିଷ୍ୟତରେ ଏହାର ଖରାପ ପ୍ରଭାବ ସେମାନଙ୍କ ପଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟର ଜଣେ ୧୧ ବର୍ଷ ବୟସ୍କା ବାଳିକା ଭାବିକା ମାହେଶ୍ୱରୀ ଏକ ଷ୍ଟାର୍ଟ-ଅପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?