ଫୁରସତ

କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

ବଡ଼ୋଦରା,୭।୩: ଇଛାଶକ୍ତି ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଗୁଜରାଟ ବଡ଼ୋଦରାରେ ବାସ କରୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ର ଶିବମ୍‌ ସୋଲାଙ୍କି। ୧୩ ବର୍ଷ ହୋଇଥିବା ସମୟରେ ଏକ ଦୁର୍ଘଟଣାରେ ତାଙ୍କର ଡାହାଣ…

କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କୋଏମ୍ବାଟୁର,୭।୩ : କର୍କଟ ପୀଡ଼ିତଙ୍କ ପାଇଁ କେତେକ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ତେବେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅସମର୍ଥ ଥିବା ତାମିଲନାଡୁର କୋଏମ୍ବାଟୁରର ଏକ ଘରୋଇ କଲେଜର ୮୦ ଜଣ ଛାତ୍ରୀ ନିଜ କେଶ ଦାନ କରିଛନ୍ତି। କେମୋଥେରାପି…

୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା

ଓ୍ବାଶିଂଟନ,୭।୩: ନିଜ ଜନ୍ମ ଦିନକୁ କିଛି ନିଆରା ଢ଼ଙ୍ଗରେ ପାଳନ କରିବା ପାଇଁ ପ୍ରତିଟି ବ୍ୟକ୍ତି ଚିନ୍ତା କରିଥାନ୍ତି। ତେବେ ଜନ୍ମ ଦିନରେ ଜେଲ ଯିବାର ଅନୁଭୁତି ପାଇବା ଲାଗି କେହି ଇଛା କରିଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ମାତ୍ର…

ଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ର

ଶୁଣିବାକୁ ମିଳେ ପରୀକ୍ଷାରେ ଅଧିକ ନମ୍ବର ଦେବା ପାଇଁ କେତେଜ ପିଲା ଉତ୍ତର ଖାତାରେ ଶିକ୍ଷକଙ୍କୁ ଅନୁରୋଧ କରିଥାଆନ୍ତି। ହେଲେ ଏବେ ଏମିତି ଏକ ଉତ୍ତର ଖାତା ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇ…

ଯୁବତୀଙ୍କ ମନ୍ଦିର ଦର୍ଶନ ଭିଡିଓ ଭାଇରାଲ: ଲୋକେ କହିଲେ ଭିଆଇପି ଦର୍ଶନ

ସମୟ ଅଭାବରୁ କିଛି ଲୋକ ମନ୍ଦିର ବାହାରୁ ଦର୍ଶନ କରି ପଳାଇଯିବାର ନଜିର ରହିଛି। ସମୟ ବଞ୍ଚାଇବା ଆଳରେ ମନ୍ଦିର ବାହାରୁ ହାତ ଯୋଡି ପଳାଇଥାନ୍ତି। ହେଲେ ଜଣେ ଯୁବତୀଙ୍କୁ ନିଜର ସମୟ ବଞ୍ଚାଇବା ମହଙ୍ଗା ପଡ଼ିଛି। ତାଙ୍କସହ କିଛି ଏଭଳି…

ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ

ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ ମିଳିଥାଏ। କିଛି ଏଭଳି ଘଟଣା ଘଟିଛି ଫ୍ଲୋରିଡାରେ। ଯେଉଁଠାରେ ସମୁଦ୍ର କୂଳ ନିକଟରେ ଥିବା…

୨ ବର୍ଷ ଧରି ପ୍ଲାଷ୍ଟିକ୍‌ ଗଛରେ ଦେଉଥିଲେ ପାଣି

କେତେକ ବ୍ୟକ୍ତି ଅଛନ୍ତି ସେମାନଙ୍କୁ ଗୋର୍ଡେନିଂ କରିବାକୁ ବହୁତ ଭଲ ଲାଗେ। ବିଭିନ୍ନ ପ୍ରକାରର ଗଛ ଲଗାଇବା ସହ ସେମାନଙ୍କର ଉଚିତ ଧ୍ୟାନ ନେବା ଯେପରି ତାଙ୍କର ପ୍ରଥମ କର୍ତ୍ତବ୍ୟ। ଜଳବାୟୁ ପରିବର୍ତ୍ତନ ଯୋଗୁ ବଢ଼ୁଥିବା ପ୍ରଦ୍ୟୁଷଣ ପାଇଁ ବର୍ତ୍ତମାନ ଲୋକେ…

ଆଇସ୍‌କ୍ରିମ୍‌ ଚାଟି ଖାଇ ଫ୍ରିଜ୍‌ରେ ରଖିବା ଯୁବକଙ୍କ ପାଇଁ ପଡ଼ିଲା ମହଙ୍ଗା, ମାସେ ଜେଲ୍‌ ସହ ୧ ଲକ୍ଷ ଟଙ୍କା ଜରିମାନା

ଓ୍ବାଶିଂଟନ୍‌: ଆମେରିକାର ଆଣ୍ଡର୍‌ସନ ନାମକ ଜଣେ ୨୪ ବର୍ଷୀୟ ଯୁବକ ଆଇସ୍‌କ୍ରିମ ଚାଟି ଖାଇ ଫ୍ରିଜ୍‌ରେ ରଖିଦେବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ତାଙ୍କୁ ୩୦ ଦିନ ଜେଲ୍‌ ଏବଂ ୧ ଲକ୍ଷ ୧୫ ହଜାର ଟଙ୍କା ଜରିମାନା…

ଅନ୍‌ଲାଇନ୍‌ ଖେଳାଳିଙ୍କ ପାଇଁ ଗେମିଂ ବେଡ୍‌, ଦାମ୍‌ ରହିଛି ୮୧ ହଜାର

ଟୋକିଓ: ଅନ୍‌ଲାଇନ୍‌ ଗେମ୍‌ରେ ଯେଉଁମାନଙ୍କର ଉତ୍ସାହ ରହିଛି ସେମାନଙ୍କ ପାଇଁ ଏକ କମ୍ପାନୀ ଗେମିଂ ବେଡ୍‌ ତିଆରି କରିଛି। ଏହା ଉପରେ ଶୋଇ ଖେଳିପାରିବେ। ଏହା ଖେଳାଳିଙ୍କୁ କୌଣସି ଅସୁବିଧାରେ ପକାଇବ ନାହିଁ। ଏହି ବେଡ୍‌ରେ ଏକ ମ୍ୟାଟ୍ରେସ୍‌ ସହିତ ନରମ…

ଶୋଇପଡ଼ିଲେ ଡ୍ରାଇଭର, ୧୫୦କିଲୋମିଟର ଗାଡ଼ି ଚଳାଇ ଘରେ ପହଞ୍ଚିଲେ ମହିଳା

ପୁଣେ: ମହାରାଷ୍ଟ୍ରର ଜଣେ ମହିଳା ପୁଣେରୁ ପ୍ରାୟ ୧୫୦ କିମି ଦୂର ମୁମ୍ବାଇ ଯିବା ପାଇଁ ଉବର ବୁକ୍‌ କରିଥିଲେ। କିନ୍ତୁ ରାସ୍ତାରେ ଡ୍ରାଇଭରଙ୍କୁ ନିଦ ଆସିଯିବାରୁ ବାଧ୍ୟ ହୋଇ ସେ ଷ୍ଟିୟରିଂ ସମ୍ଭାଳି ମୁମ୍ବାଇରେ ପହଞ୍ଚିଥିଲେ। ଏହି ଘଟଣା ୨୪…

ଏଠାଲେ ଲାଲ ରଙ୍ଗର ଲିପଷ୍ଟିକ ଲଗାଇବା ଅପରାଧ!

ଉତ୍ତର କୋରିଆର ଶାସକ କିମ-ଜଙ୍ଗ-ଉନଙ୍କ କ୍ରୁର ଶାସନରେ ଅତିଷ୍ଠ ହୋଇ ଅନେକ ଲୋକ ଶରଣ ନେବାକୁ ଦକ୍ଷିଣ କୋରିଆ ଚାଲି ଆସୁଛନ୍ତି। ଏମିତିକି ସେଠାକାର ଯୁବବର୍ଗ ମଧ୍ୟ କିମଙ୍କ ଶାସନରେ ଏବେ ଅତିଷ୍ଠ ହୋଇ ପଡିଥିବା ଜଣାପଡିଛି। ନିକଟରେ ନାରା କାଙ୍ଗ…

କରୋନା ଭୟ: ୪ ଫୁଟ ଦୂରରୁ ସେଲୁନ୍‌ରେ କଟାଯାଉଛି କେଶ

ବେଜିଂ,୫।୩: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେଣୁ ସୁରକ୍ଷା ଦୃଷ୍ଟିରେ ଏଠାରେ ଥିବା ସେଲୁନ୍‌ରେ ୪ ଫୁଟ ଦୂରରୁ କେଶ କଟାଯାଉଛି। ଗ୍ରାହକମାନଙ୍କଠାରୁ ସୁରକ୍ଷିତ ଦୂରତାରେ ରହି ସେଲୁନ କର୍ମଚାରୀ କେଶ କାଟୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?