ଫୁରସତ

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା ଗିଲେ କମ୍ପାନୀ ପକ୍ଷରୁ ଏହାର ନୂଆ ଏସ୍‌ୟୁଭି କାର ଏଭଳି ସୁରକ୍ଷା ଦେବାକୁ ସକ୍ଷମ।…

ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି କରିଛି। କରୋନା ୧୦୦ଏମ୍‌ ନାମକ ଏହି ଆପ୍‌କୁ ପ୍ଲେ ଷ୍ଟୋରରୁ ସହଜରେ ଡାଉନଲୋଡ୍‌ କରାଯାଇପାରୁଛି।…

ଏଆଇ ଧରିବ କରୋନା

ବେଜିଂ: କରୋନା ଆତଙ୍କରେ ଥରହର ହେଉଛି ସାରା ବିଶ୍ୱ। ଦିନକୁ ଦିନ ଏହି ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶରେ କାୟା ମେଲାଇ ଚାଲିଛି। ଏହି ଜଟିଳ ରୋଗର ଶତ ପ୍ରତିଶତ ନିରାକରଣ ଲାଗି ଅଦ୍ୟାବଧି ପ୍ରତିଷେଧକ ବାହାରିନାହିଁ, ଯାହା ସମସ୍ୟାକୁ…

ସପ୍ତାହେ ପାଇଁ ସ୍କୁଲ ଛାତ୍ରୀଙ୍କୁ ଜିଲାପାଳ ଦାୟିତ୍ୱ

ବୁଲ୍‌ଢ଼ାଣା(ମହାରାଷ୍ଟ୍ର): ଆଉ ଦୁଇ ଦିନ ପରେ ଅନ୍ତର୍ଜାତୀୟ ମହିଳା ଦିବସ। ଏଥିପାଇଁ ବିଭିନ୍ନ ସ୍ଥାନରେ ଆରମ୍ଭ ହେଲାଣି ପ୍ରସ୍ତୁତି। ଏହି ଦିନକୁ ପାଳିବା ପାଇଁ ମହିଳାମାନେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିର କରିଥିବେ। ହେଲେ ମହାରାଷ୍ଟ୍ର ରାଜ୍ୟ ବୁଲ୍‌ଢ଼ାଣା ଜିଲାରେ ସପ୍ତାହ…

କରୋନା ପରବର୍ତ୍ତୀ ପୃଥିବୀ: ମଜାଳିଆ ଉତ୍ତର ଦେଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୫।୩: କରୋନା ପରବର୍ତ୍ତୀ ପୃଥିବୀର ଅବସ୍ଥା କିପରି ହେବ ସେ ନେଇ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏକ ମଜାଳିଆ ଉତ୍ତର ଦେଇଛନ୍ତି। ଏହି ପ୍ରଶ୍ନର ଉତ୍ତରରେ ଆନନ୍ଦ ଏକ ଟିକ୍‌ଟକ୍‌ ଭିଡ଼ିଓ ଟୁଇଟରରେ ଶେୟାର କରିଛନ୍ତି। ୧ ମିନିଟ୍‌ ୨ ସେକେଣ୍ଡର…

ୟୁନିସେଫ୍‌ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ସୋସିଆଲ ମିଡ଼ିଆରେ ଭାଇରାଲ

ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଭିଏତ୍‌ନାମ୍‌ ଡ୍ୟାନ୍ସର କ୍ୱାଙ୍ଗ୍‌ ଏବଂ ଆଫଙ୍ଗ୍‌ ଲୋକଙ୍କୁ ହାତ ଧୋଇବା ଲାଗି ଗୀତ…

ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି

କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା ଚର୍ଚ୍ଚାକୁ ଆସିଛି। ସେ ତାଙ୍କ ଦେଶର ପ୍ରତି ମହିଳାଙ୍କୁ ଅତି କମ୍‌ରେ ୬ ସନ୍ତାନ…

ଦିବ୍ୟାଙ୍ଗ ଛାତ୍ରଙ୍କ ପାଇଁ ଦିନସାରା ହ୍ବିଲ୍‌ ଚେୟାରରେ ବସି ରହିଲେ ୧୦ ବିଧାୟକ

ଓ୍ବାଶିଂଟନ,୫।୩: ହ୍ବିଲ୍‌ ଚେୟାରରେ ବସି ରହି ଦିବ୍ୟାଙ୍ଗଙ୍କ କିଭଳି ଅନୁଭୁତି ହୋଇଥାଏ ତାହା ଜଣାଇବା ପାଇଁ ଆମେରିକାର ଜଣେ ଛାତ୍ର ଏକ ନିଆରା ପଦକ୍ଷେପ ନେଇଛନ୍ତି। ସ୍ଥାନୀୟ ଟେନେସି ରାଜ୍ୟର ଲେବନାନ ସହରରେ ବାସ କରୁଥିବା ଅଷ୍ଟମଶ୍ରେଣୀ ଛାତ୍ର ଏଲେକ୍ସ୍‌ ଜନସନ…

କରୋନା ପାଇଁ ଡିଜାଇନିଂ ହେଲା ସୁରକ୍ଷା କବଚ

ବେଜିଂ,୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ଏକ ସୁରକ୍ଷା କବଚ ଡିଜାଇନିଂ କରାଯାଇଛି। ଏହାକୁ ଆର୍କିଟେକଚର ଡାୟୋଙ୍ଗ୍‌ ସନ୍‌ ପ୍ରସ୍ତୁତ କରିଛନ୍ତି। ଏଥିରେ ୟୁଭି ଲାଇଟ୍‌ ରହିଛି। ଯାହାକି କବଚର ଆଭ୍ୟନ୍ତରୀଣ ତାପମାତ୍ରାକୁ ୪୦ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ…

ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବାରୁ କାର୍ତ୍ତିୟାନି ଓ ଭାଗିରଥି ଆମ୍ମାଙ୍କୁ ମିଳିବ ‘ନାରୀ ଶକ୍ତି ପୁରସ୍କାର’

କୋଲ୍ଲମ,୫।୩: କେରଳର ୧୦୫ ବର୍ଷିୟା ଭାଗିରଥି ଆମ୍ମା ନିଜ ଜୀବନରେ ବହୁ ଉତ୍ଥାନ ପତନକୁ ସାମ୍ନା କରିଛନ୍ତି। ହେଲେ ପରିଣତ ବୟସରେ ସେ ଏମିତି କାମ କରିଛନ୍ତି ଯାହା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ୨୦୧୮ରେ ଭାଗିରଥି ଆମ୍ମା କେରଳ ରାଜ୍ୟ…

ପ୍ରତିଯୋଗିତାରେ ପ୍ରସ୍ତୁତ ହେଲା ୩୧୭୫ କିଲୋଗ୍ରାମ୍‌ ଦୁଗ୍ଧଜାତ ଖାଦ୍ୟ

ଓ୍ବାଶିଂଟନ,୫।୩ : ଆମେରିକାରେ ଏକ ନିଆରା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଯୋଗିତାରେ ୨୬ଟି ଦେଶର ପ୍ରତିଯୋଗୀ ବିଭିନ୍ନ ଦୁଗ୍ଧଜାତ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ଛେନା, ଦହି, ଲହୁଣୀ ସହିତ ଅନ୍ୟ ଖାଦ୍ୟ ମଧ୍ୟ ରହିଛି। ସ୍ଥାନୀୟ ମୈଡ଼ିସନ୍‌…

ଭୋଟର ପରିଚୟ ପତ୍ରରେ କୁକୁର ଫଟୋ

କୋଲକାତା,୫।୩ : ଭୋଟର ପରିଚୟ ପତ୍ରରେ ସମ୍ପୃକ୍ତ ଭୋଟରଙ୍କ ଫଟୋ ରହିଥାଏ। ତେବେ ପଶ୍ଚିମବଙ୍ଗରେ ଜଣେ ଲୋକଙ୍କ ଭୋଟର ପରିଚୟ ପତ୍ରରେ ତାଙ୍କ ନିଜ ଫଟୋ ସ୍ଥାନରେ କୁକୁର ଫଟୋ ରହିଛି। ଏନେଇ ସେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?