ଫୁରସତ

ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର୍ସ

ମୁମ୍ବାଇ: ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍‌ ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଅଧିକ ଫଲୋଅର୍ସ ହୋଇଗଲେଣି। ଏଥିପାଇଁ ରତନ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଏହା ଅଦ୍ଭୁତ ଅନ୍‌ଲାଇନ୍‌ ପରିବାର। ଯାହା ସହିତ ଜଡ଼ିତ ହୋଇ ମୁଁ ବହୁତ...

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ...

ଘର ତିଆରି ପାଇଁ ମାଟି ଖୋଳିବା ବେଳେ ମିଳିଲା ବହୁ ବର୍ଷର ପୁରାତନ ସୁଡଙ୍ଗ

ପଶ୍ଚିମବଙ୍ଗ,୧୧।୨: କଥାରେ ଅଛି ସାରୁ ଖୋଳୁ ଖୋଳୁ ମହାଦେବ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ। ଘର ନିର୍ମାଣ ପାଇଁ ମାଟି ଖୋଳୁଥିବା ବେଳେ ବହୁ ବର୍ଷର ପୁରାତନ ସୁଡଙ୍ଗ ମିଳିଥିବା ଜଣାପଡ଼ିଛି।...

୪୬୫ ବର୍ଷ ପୂର୍ବରୁ ନୋତ୍ରାଦମସ କରିଥିଲେ କରୋନାଭାଇରସର ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ଆରୋଗ୍ୟକୁ ନେଇ ଏପର୍ଯ୍ୟନ୍ତ କୌଣସି ଔଷଧ ପ୍ରସ୍ତୁତ ନ ହୋଇଥିବା ବେଳେ ଏହାର...

ହଗ୍‌ ଡେ: ମାନସିକ ଚାପ ହ୍ରାସ କରେ ଆଲିଙ୍ଗନ…

ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ଫେବୃୟାରୀ ୧୨ରେ ପାଳିତ ହେବ ହଗ୍‌ ଡେ ବା ଆଲିଙ୍ଗନ ଦିବସ। ଆଲିଙ୍ଗନ କେବଳ ପ୍ରେମୀଯୋଡ଼ାଙ୍କ ଭଲ ପାଇବା ତଥା ଆବେଗକୁ ପରିପ୍ରକାଶ କରେ ନାହିଁ। ଏହାଦ୍ୱାରା ଶରୀରର ବହୁ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ...

ପ୍ରମିଜ୍‌ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ...

ବିଶ୍ୱର ସବୁଠାରୁ ଦାୟିତ୍ୱବାନ ପିତା!

ନୂଆଦିଲ୍ଲୀ,୧୦।୨: ଟୁଇଟରରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହା କୌଣସି ସେଲିବ୍ରିଟିଙ୍କର ନୁହେଁ ବରଂ ଏକ ଘଡିଆଲ କୁମ୍ଭୀରର। ଏହି ଫଟୋରେ ଦେଖାଯାଇଛି ଗୋଟିଏ ଘଡିଆଲ କୁମ୍ଭୀର ତା’ର ଛୁଆଙ୍କୁ ପାଣିରୁ ଛାଣି କୂଳକୁ ଆଣିବାକୁ ଚେଷ୍ଟା...

ବାଣଫୁଟାରେ ରେକର୍ଡ: ୧.୩ ଟନ୍‌ ବାରୁଦ ଦେଢ଼ କିମି ଉପର ଫୁଟିଲା

ଓ୍ବାଶିଂଟନ,୧୦।୨: ଆମେରିକାରେ ବାଣଫୁଟାରେ ଏକ ରେକର୍ଡ ହୋଇଛି। ଏହି ବାଣ ଭୂପୃଷ୍ଠଠାରୁ ଦେଢ଼ କିମି ଉପରେ ଫୁଟିଛି। କୋଲୋରାଡାରେ ହୋଇଥିବା ଓ୍ବିଣ୍ଟର ଫେଷ୍ଟିଭାଲରେ ଏଭଳି କରାଯାଇଛି। ୧.୩ ଟନ୍‌ ବାରୁଦରେ ଏହି ବାଣ ତିଆରି ହୋଇଥିଲା। ଏହି ବାଣର ଉଚ୍ଚତା...

ଇଂଲିଶ୍‌ର ସବୁଠାରୁ ଲମ୍ବା ଶବ୍ଦ: ଉଚ୍ଚାରଣ କରିବାକୁ ଲାଗେ ସାଢ଼େ ୩ ଘଣ୍ଟା

ନ୍ୟୁୟର୍କ,୧୦।୨: ସାଧାରଣତଃ କେତେକ ଇଂଲିଶ୍‌ ଶବ୍ଦକୁ ଉଚ୍ଚାରଣ କରିବାରେ ଅସୁବିଧା ହୋଇଥାଏ। ଚେକୋସ୍ଲୋଭାକିଆ ଭଳି ଶବ୍ଦ ଉଚ୍ଚାରଣକାରୀଙ୍କୁ ଅସୁବିଧାରେ ପକାଇଥାଏ। ତେବେ ଇଂଲିଶ୍‌ରେ ଏଭଳି ଏକ ଶବ୍ଦ ରହିଛି ଯାହାକୁ ଉଚ୍ଚାରଣ କରିବା ଲାଗି ସାଢ଼େ ୩ ଘଣ୍ଟା ଲାଗିଥାଏ।...

ସମୁଦ୍ର ତଳେ ଶହେ ବର୍ଷ ପୂର୍ବରୁ ହଜିଥିବା ଜାହାଜକୁ ଖୋଜି ଆଣିବ ରୋବୋ!

ଏବେ ମଣିଷ ସହ କାନ୍ଧ ମିଳାଇ କାମ କରିବାକୁ ପ୍ରସ୍ତୁତ କରାଗଲାଣି ରୋବେ। ଖୁବ୍‌ କମ୍‌ ସମୟ ମଧ୍ୟରେ ଏହା ମଣିଷର ସମକକ୍ଷ ହୋଇପାରିବ ବୋଲି କୁହାଯାଉଛି। ଏବେ ସମୁଦ୍ର ତଳେ ଶହେ ବର୍ଷ ପୂର୍ବରୁ ହଜିଥିବା ବଡ ବଡ...

୨୧ ଲକ୍ଷ ଟଙ୍କାର କାର ଏବଂ ୧୧ ଲକ୍ଷ ଯୌତୁକ ନେଲେନି ବର: ଗ୍ରହଣ କଲେ ୧୦୧ ଟଙ୍କା

କୋଟା,୧୦।୨: ବାହାଘରରେ ଜଣେ ବର ତାଙ୍କୁ ଶ୍ୱଶୁର ଘର ପକ୍ଷରୁ ମିଳିଥିବା ୨୧ ଲକ୍ଷ ଟଙ୍କାର ବିଳାସ ପୂର୍ଣ୍ଣ କାର ଏବଂ ୧୧ ଲକ୍ଷ ଟଙ୍କାର ଯୌତୁକ ନେବାକୁ ମନା କରିଛନ୍ତି। କେବଳ ୧୦୧ ଟଙ୍କା ଗ୍ରହଣ କରି ସେ...

ଏବେ ଏହି ଦେଶରେ ସନ୍ତାନ ଜନ୍ମ ପାଇଁ ମିଳିବ ଦେଢ ଲକ୍ଷ ଟଙ୍କା ବୋନସ

ଏଥେନ୍ସ,୧୦।୨: ଗ୍ରୀସରେ ବେଳକୁ ବେଳ ଜନସଂଖ୍ୟା କମିବାରେ ଲାଗିଛି। ଏହାକୁ ନଜରରେ ରଖି ଏବେ ସନ୍ତାନ ଜନ୍ମକୁ ନେଇ ସରକାର ବୋନସ ଘୋଷଣା କରିଛନ୍ତି। ‘ବେବି ବୋନସ’ ଯୋଜନାରେ ଏବେ ସନ୍ତାନ ପ୍ରସବ ପରେ ଦମ୍ପତିଙ୍କୁ ବୋନସ ମିଳିବ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri