ଫୁରସତ

ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତି ମୁସଲମାନ୍‌ ପରିବାର

ଗୁଆହାଟୀ,୩।୩ : ଦେଶରେ ଧର୍ମ, ଜାତି, ସମ୍ପ୍ରଦାୟ ମଧ୍ୟରେ ବାବବିବାଦ ଜାରି ରହିଥିବା ବେଳେ ଆସାମର ଏକ ମୁସଲମାନ୍‌ ପରିବାର ସାମ୍ପ୍ରଦାୟିକ ସଦ୍‌ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଏହି ପରିବାର ଦୀର୍ଘ ୫୦୦ ବର୍ଷ ଧରି ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତିି।…

ସ୍ତ୍ରୀଙ୍କୁ ପିଠିରେ ବୋହି ଦୌଡ଼ନ୍ତି ସ୍ବାମୀ

ଡ୍ରୋର୍କିଙ୍ଗ୍‌,୩।୩: ପୃଥିବୀର ବିଭିନ୍ନ ଅଞ୍ଚଳର ଭିନ୍ନ ଭିନ୍ନ ପରମ୍ପରା ରହିଛି। ବ୍ରିଟେନ୍‌ରେ ଏକ ପରମ୍ପରା ଅନୁସାରେ ସ୍ବାମୀମାନେ ସ୍ତ୍ରୀଙ୍କୁ ପିଠିରେ ବୋହି ଏକ ଉତ୍ସବରେ ଦୌଡ଼ିଥାନ୍ତି। ପ୍ରତିବର୍ଷ ଏହି ଉତ୍ସବ ମାର୍ଚ୍ଚ ମାସରେ ଅନୁଷ୍ଠିତ ହୋଇଥାଏ। ଗତ ୩୦୦ ବର୍ଷ ଧରି…

ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ ସାରା ସ୍କୁଲ କାନ୍ଦୁଥିବାର। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାର ନଓ୍ବାଡାର…

ପାକିସ୍ତାନରେ ଅଧିକରୁ ଅଧିକ ପିଲା ମେଦବହୁଳତାର ଶିକାର: ରିପୋର୍ଟ

ଇସ୍‌ଲାମାବାଦ,୨।୩: ପାକିସ୍ତାନରେ ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜନସଂଖ୍ୟା ମେଦବହୁଳତାର ଶିକାର ହେଉଥିବା ବେଳେ ଏଥିଯୋଗୁ ଲୋକଙ୍କୁ ମାରାତ୍ମକ ରୋଗ ହେବାର ଭୟ ମଧ୍ୟ ରହିଛି। ନିକଟରେ ହୋଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। ପାକିସ୍ତାନ ହେଲଥ୍‌ ରିସର୍ଚ୍ଚ କାଉନସିଲ ଅଧ୍ୟୟନରୁ ଜଣାପଡ଼ିଛି…

ମୃତ୍ୟୁର ୫ଶହ ବର୍ଷ ପରେ ବି ଅକ୍ଷତ ଅଛି ଯୁବତୀଙ୍କ ଶରୀର!

ସମସ୍ତଙ୍କୁ ଉଣା ଅଧିକେ ଜଣା ଯେ ମଣିଷର ମୃତ୍ୟୁ ପରେ ତା’ର ଶରୀର ପଚିବାକୁ ବା ନଷ୍ଟ ହେବାକୁ ଆରମ୍ଭ କରିଥାଏ। ସେଥିପାଇଁ ମୃତଦେହ ବ୍ୟବଚ୍ଛେଦ ପାଇଁ ରଖାଯିବା ସମୟରେ ତାକୁ ସଂରକ୍ଷିତ କରି ରଖାଯାଇଥାଏ। ହେଲେ ୧୯୯୯ ମସିହାରେ ଆର୍ଜେଣ୍ଟିନାର…

ମଧ୍ୟପ୍ରଦେଶ ଦ୍ୱାଦଶ ବୋର୍ଡ: ବାପା-ଝିଅ ପରୀକ୍ଷା ଦେବାକୁ ଗୋଟିଏ କେନ୍ଦ୍ରରେ ପହଞ୍ଚିଲେ

ଭୋପାଳ,୨।୩: ମଧ୍ୟପ୍ରଦେଶ ମାଧ୍ୟମିକ ଶିକ୍ଷା ମଣ୍ଡଳ(ଏମ୍‌ଏସ୍‌ଏମ୍‌) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି। ଏହା ପ୍ରଥମ ପରୀକ୍ଷା ମାତୃଭାଷା ହିନ୍ଦୀ ବିଷୟରେ ପରୀକ୍ଷା ଦେବାକୁ ବାପା-ଝିଅ ଏକା ସାଙ୍ଗରେ ଗୋଟିଏ କେନ୍ଦ୍ରରେ ପହଞ୍ଚିଛନ୍ତି। ବାପା ବାଲକ୍ରିଷ୍ଣନ୍‌…

ପ୍ରତିଦିନ ୨୫୦ ଗରିବଙ୍କୁ ଖାଦ୍ୟ ବଣ୍ଟନ କରୁଛନ୍ତି ଅଳଙ୍କାର ବ୍ୟବସାୟୀ

କୋଏମ୍ବାଟୁର,୨।୩: ସମାଜର ଗରିବଙ୍କ ପାଇଁ କାମ କରିବା ପ୍ରତିଟି ନାଗରିକଙ୍କ କର୍ତ୍ତବ୍ୟ। ଏଭଳି କାର୍ଯ୍ୟ କରି ତାମିଲନାଡୁର ଜଣେ ପୂର୍ବତନ ଅଳଙ୍କାର ବ୍ୟବସାୟୀ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ତୁଥୁକୁଡ଼ି ଜିଲାରେ ବାସ କରୁଥିବା ୬୩ ବର୍ଷ ବୟସ୍କ…

ଏହି ବୃଦ୍ଧାଙ୍କ ଇଂଲିଶ୍‌ ଶୁଣିଲେ ଶଶି ଥରରୁ ବି ପ୍ରଶଂସା କରିବେ!

ବଲିଉଡ୍‌ ଫିଲ୍ମରେ ବହୁ ପ୍ରକାରର ଇଂଲିଶ ଶବ୍ଦକୁ ବ୍ୟବହାର କରାଯାଉଥିବା ଶୁଣିବାକୁ ମିଳିଥାଏ। କିନ୍ତୁ ଯଦି କଠିନରୁ କଠିନ ଇଂଲିଶ କଥା ଆସେ ତେବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁରଙ୍କ ନାଁ ପ୍ରଥମେ ଆସିଥାଏ। ସେ ଏଭଳି ଶବ୍ଦ କହିଥାନ୍ତି…

୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍‌

ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି ଚିକିତ୍ସକ କହିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଗୀତା ମଞ୍ଜୁନାଥ ନାମକ ଜଣେ ମହିଳାଙ୍କ ଦ୍ୱାରା…

ରବିବାର ଛୁଟି ବି ନେଉଛନ୍ତି ଜମ୍ମୁ-କଶ୍ମୀର ଭିକାରି

ଶ୍ରୀନଗର,୨।୩: ଜମ୍ମୁ-କଶ୍ମୀରରେ ଏବେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେମାନେ ସପ୍ତାହରେ ସୋମବାରଠାରୁ ଶନିବାର ପର୍ଯ୍ୟନ୍ତ ଭିକ୍ଷା ମାଗୁଥିବାବେଳେ ରବିବାର ସରକାରୀ ଚାକିରି ଭଳି ଛୁଟି ନେଉଛନ୍ତି। ରବିବାର ନିଜ ନିଜର ପରିବାର କାର୍ଯ୍ୟରେ ସେମାନେ ଲାଗି ରହୁଛନ୍ତି।…

୭ ବର୍ଷ ପଛୁଆ ଦେଶ: ଏବେ ବି ଏଠାରେ ଚାଲିଛି ୨୦୧୨ ମସିହା

ଆଦିସ୍‌ ଆବା,୨।୩: ଏବେ ପୃଥିବୀ ସାରା ୨୦୨୦ ମସିହା ଚାଲିଛି। ତେବେ ଏପରି ଏକ ଦେଶ ରହିଛି ଯେଉଁଠି ଏବେ ବି ୨୦୧୨ ମସିହା ଚାଲିଛି। ଏହି ଦେଶ ପୃଥିବୀଠାରୁ ୭ ବର୍ଷ ୩ ମାସ ପଛୁଆ ରହିଛି। ଏପରି ଅଜବ…

ଦିଲ୍‌ଜିତଙ୍କ ସହ ନିଜର ଫଟୋ ଦେଖି ଇଭାଙ୍କା କହିଲେ ତାଜମହଲ ବୁଲାଇଥିବାରୁ ଧନ୍ୟବାଦ

ଓ୍ବାଶିଂଟନ,୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ପରିବାର ସହ ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ଥିଲେ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ, ଡୋନାଲ୍ଡଙ୍କ ଝିଅ ଇଭାଙ୍କା ଓ ଜ୍ୱାଇଁ ଜେରେଡ। ଏମାନେ ଭାରତ ଗସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?