୧୦୦ ବର୍ଷ ଜୀବିତ ରହୁଥିବା ସୈଲାମେଣ୍ଡରର ମିଳିଲା ସନ୍ଧାନ
ସାରାଜେବୋ,୯।୨: ଦକ୍ଷିଣ ପୂର୍ବ ୟୁରୋପର ବୋସନିଆ ଏବଂ ହେର୍ଜଗୋବିନାରେ ପ୍ରାଣୀ ବିଜ୍ଞାନୀ ୧୦୦ ବର୍ଷ ଜୀବିତ ରହୁଥିବା ସୈଲାମେଣ୍ଡରର ସନ୍ଧାନ ପାଇଛନ୍ତି। କ୍ରୋଏସିଆରେ ପାଣି ଭିତରେ ଥିବା ଗୁମ୍ଫାରୁ ଏହାର ସନ୍ଧାନ ମିଳିଛି। ଓଲମ୍ସ୍ ପ୍ରଜାତିର ଏହି ଉଭୟଚର ସୈଲାମେଣ୍ଡର...
ଘର ପାଇଁ ଅଶୁଭ
* ବାସ୍ତୁଶାସ୍ତ୍ର ଅନୁଯାୟୀ ରୋଷେଇ ଘରେ କଦାପି କ୍ଷୀରକୁ ଖୋଲା ରଖନ୍ତୁ ନାହିଁ। ଏହା ଦ୍ୱାରା ଘରେ ସର୍ବଦା ଆର୍ଥିକ ସମସ୍ୟା ଲାଗି ରହିଥାଏ। ତେଣୁ କ୍ଷୀରକୁ ସବୁ ବେଳେ ଘୋଡେଇ ରଖନ୍ତୁ। * ଘରେ କଦାପି କ୍ୟାକ୍ଟସ୍ ବା...
ଜଙ୍ଗଲ ବବଲ୍
ବ୍ୟସ୍ତବହୁଳ ଜୀବନରୁ ଟିକିଏ ସମୟ ବାହାର କରି କିଛି ସମୟ ନିରୋଳାରେ କାଟିବା ପାଇଁ ପ୍ରାୟ ସମସ୍ତେ ଚାହିଁଥାନ୍ତି। ପର୍ଯ୍ୟଟକଙ୍କ ଏହି ଚାହିଦାକୁ ଦୃଷ୍ଟିରେ ରଖି ଉତ୍ତର ଥାଇଲାଣ୍ଡର ଚିୟାଙ୍ଗ ସାୟେନ୍ଠାରେ ଖୋଲିଛି ଏକ ନିଆରା ‘ପୋଡ୍’, ଯାହାର ନଁା...
ହାତୀ ମାରିବାକୁ ଆଦେଶ ଦେଲେ ବୋଟସଓ୍ବାନା ସରକାର
ଗାବୋରୋନେ,୯।୨: କେଉଁଠି କେଉଁଠି ହାତୀଙ୍କ ସଂଖ୍ୟା କମିଯିବା ଶୁଣାଯାଉଥିବା ବେଳେ ଏମାନେ ଖାଦ୍ୟାଭାବରୁ ଜଙ୍ଗଲ ଛାଡି ଜନବସତି ମୁହାଁ ହେଉଥିବା ମଧ୍ୟ ଦେଖାଯାଇଛି। ବେଳେ ବେଳେ ହାତୀ ମଣିଷର ଲଢେଇରେ ଅନେକ ଲୋକଙ୍କ ଜୀବନ ଯିବା ଖବର ମଧ୍ୟ ଆସିଛି।...
ବାପା ଚଢେଇ
ଜୀବଜଗତରେ ଅନେକ ଅଜବ ପ୍ରାଣୀ ଅଛନ୍ତି। ସେମିତି ଏକ ପ୍ରାଣୀ ହେଉଛି ଆଫ୍ରିକୀୟ ଜାକାନା ଚଢେଇ। ଏହା ସାଧାରଣତଃ ଆର୍ଦ୍ର ଅଞ୍ଚଳରେ ରହେ। ପାଣି ଉପରେ ତଥା ପାଣିରେ ଭାସମାନ କଇଁ, ପଦ୍ମ ପତ୍ର ଉପରେ ଏହା ଚାଲିପାରେ। ଲମ୍ବା...
ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ
କପଲ୍ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍...
ନିଜକୁ ନିଜେ କ୍ଲୋନିଂ କରୁଥିବା ପ୍ରାଣୀ
ଏହି ଜଳଜ ପ୍ରାଣୀଟି ଦେଖିବାକୁ ଗୋଟିଏ ପ୍ରକାର ଚିଙ୍ଗୁଡ଼ି ଭଳି। ତେବେ ପ୍ରାଣୀବିଜ୍ଞାନୀମାନେ ଏହାକୁ ଠିକ୍ଭାବରେ ଚିଙ୍ଗୁଡ଼ି ବୋଲି ଗ୍ରହଣ କରନ୍ତି ନାହିଁ। ଏହାର ପ୍ରାଣୀ ବୈଜ୍ଞାନିକ ନାମ ହେଉଛି କ୍ରାଏଫିଶ୍। ଏହାକୁ ପ୍ରକୃତିର ଏକ ବିସ୍ମୟ ବା ଓ୍ବଣ୍ଡର...
ସ୍ବପ୍ନରୁ ମିଳିଲା ରୋମାଣ୍ଟିକ୍ ପ୍ଲଟ୍
ଲେଖକ ଏ. ମିଗୁଏଲ୍ ଟ୍ରୁଜିଲୋ ବେଶ କିଛି ଦିନ ଧରି ଗୋଟେ ରୋମାଣ୍ଟିକ୍ ପ୍ଲଟ୍ ଖୋଜୁଥିଲେ। ଉଦ୍ଦେଶ୍ୟ ଥିଲା ତାହାକୁ ନେଇ ସେ ଏକ ନଭେଲ ଲେଖିବେ। ମାତ୍ର କୌଣସି ପ୍ରକାର ଆଇଡିଆ ତାଙ୍କ ମୁଣ୍ଡକୁ ପଶୁ ନ ଥିଲା।...
ଏଇ ତ ପ୍ରେମ
ସତରେ ପ୍ରେମ ଶାଶ୍ୱତ। କେତେବେଳେ କିଏ ମନରେ ଘର କରିଯାଏ ତାହା କହି ହୁଏନା। ଏଥିରେ ଜାତି, ରଙ୍ଗ, ରୂପ ବି ଦେଖାଯାଏନା। ଠିକ୍ ଯେମିତି ଆରିଜୋନାର ସୁନ୍ଦରୀ ମିଣ୍ଡି ନିସ୍ ପ୍ରେମ କରି ବିବାହ କରିଛନ୍ତି ୨ ଫୁଟ...
ବଡ଼ ଟେଡି ବିୟର
ଟେଡି ବିୟର ସମସ୍ତଙ୍କର ପସନ୍ଦ। ଛୋଟ ପିଲା ତ ଏହାକୁ ଦଣ୍ଡେ ଛାଡି ରହି ପାରନ୍ତି ନାହିଁ। ଏମିତିକି ଧରିକି ବି ଶୋଇଥାଆନ୍ତି। ହେଲେ ମେକ୍ସିକୋରେ ଏମିତି ଏକ ଟେଡି ବିୟର୍ ତିଆରି କରାଯାଇଥିଲା ଯାହାକୁ ଧରି ଖେଳିବା ଅସମ୍ଭବ।...
ସବୁଠୁ ବଡ଼ ହାତ ତିଆରି ବହି
ଖଟରେ ଶୋଇ ବହି ପଢ଼ିବା ଅଭ୍ୟାସ ଅନେକଙ୍କର ଥାଏ। ତେବେ ଆମେ ଏଠି ଯେଉଁ ବହି କଥା କହୁଛୁ ତା’ର ପୃଷ୍ଠା ଓଲଟାଇବା ପାଇଁ ଆବଶ୍ୟକ ୬ ଜଣ ବ୍ୟକ୍ତି । ତେଣୁ ଆରାମରେ ଶୋଇ ହାତରେ ବହି ଧରି...
ଦର୍ଶନୀୟସ୍ଥଳୀ: ପବିତ୍ର ତୀର୍ଥଭୂମି ପର୍ଭଣୀ
ମହାରାଷ୍ଟ୍ରସ୍ଥିତ ପର୍ଭଣୀ ହେଉଛି ଏମିତି ଏକ ସ୍ଥାନ, ଯେଉଁଠାରେ ଅନେକ ଦେବଦେବୀ ମନ୍ଦିର ଦେଖିବାକୁ ମିଳିଥାଏ। ଖାସ୍ ସେଥିପାଇଁ ଏଠାରେ ବର୍ଷସାରା ଭକ୍ତଗଣଙ୍କର ଭିଡ଼ ପରିଲକ୍ଷିତ ହୋଇଥାଏ… ମହାରାଷ୍ଟ୍ରର ପର୍ଭଣୀ ଜିଲା ଅନ୍ତର୍ଗତ ଏକ ସହର ହେଉଛି ପର୍ଭଣୀ। ଏହା...
Archives


