ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି
ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ...
୪୯୯ ବର୍ଷ ପରେ ହୋଲିରେ ଦୁର୍ଲଭ ସଂଯୋଗ
ଫାଲ୍ଗୁନ ପୂର୍ଣ୍ଣିମାରେ ହୋଲିକା ଦହନର ପରଦିନ ହୋଲି ଉତ୍ସବ ପାଳନ କରାଯିବ। ଏବର୍ଷ ଏହି ଉତ୍ସବରେ ବୃହସ୍ପତି ଓ ଶନି ଏକ ଦୁର୍ଲଭ ଯୋଗ ସୃଷ୍ଟି କରିଛନ୍ତି। ହୋଲି ଦିନ ଉକ୍ତ ଗ୍ରହମାନେ ସେମାନଙ୍କ ନିଜ ନିଜ ରାଶିରେ ରହିବେ...
ମେଳଣ ଆଣିଛି ଗାଁରେ ଏକତା
ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ବଡ଼ବିଶୋଳ ପଞ୍ଚାୟତର ବେଲଡ଼ିହାରେ ୧୯୮୭ ମସିହାରୁ ପାଳିତ ହୋଇ ଆସୁଥିବା ଦୋଳ ଉତ୍ସବ ଗାଁରେ ଆଣିଛି ଏକତା। ନିଜ ନିଜ ଭିତରେ ଭେଦଭାବ ଭୁଲି ସ୍ବାଭିମାନ ରକ୍ଷା କରିବା ସହିତ ଭଗବତ ଚିନ୍ତାଧାରାରେ...
ହୋଲିରେ ପରିବେଶ ସୁରକ୍ଷା ବାର୍ତ୍ତା
ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ତେବେ ହୋଲିକୁ ବିଶେଷ ଭାବରେ ପାଳନ କରି ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଦାନ କରିଥାଏ ମଧ୍ୟପ୍ରଦେଶ ଉଜ୍ୱୟିନୀ ସହରର ହୋଲି। ୩୦୦୦ ବର୍ଷ ତଳୁ ଏହି...
ଏମିତି ପାଳନ୍ତୁ ହୋଲି
କରୋନା ଭାଇରସ୍ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା...
ଫିକା ପଡ଼ିଛି ଫଗୁ
ସବୁଠି ଏବେ କରୋନା ଭାଇରସ ସଂକ୍ରମଣର ଭୟ। ଏହି କାରଣରୁ ମଥୁରା, ବୃନ୍ଦାବନ, ହରିଦ୍ୱାର, ଋଷିକେଶ ତଥା କର୍ନାଟକର ହାମ୍ପି ଆଦି ସ୍ଥାନରେ ଆକର୍ଷଣୀୟ ହୋଲି ଉତ୍ସବ ଫିକା ଲାଗୁଛି। ଏସବୁ ସ୍ଥାନରେ ହୋଲି ଉତ୍ସବ ପ୍ରସିଦ୍ଧ ହୋଇଥିବାରୁ ବହୁସଂଖ୍ୟାରେ...
କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି
ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ ହୋଇଯାଇଛି ସଚେତନତା। ତେବେ କରୋନା ଭାଇରସକୁ ବ୍ୟାପିବାରୁ ରୋକିବାକୁ ଅଧିକାଂଶ ସ୍ଥାନରେ ହୋଲି...
ଅବିରରୁ ହୋଲି ପାର୍ଟି
ଭୁବନେଶ୍ୱର,୯।୩(ବ୍ୟୁରୋ): ନବରାତ୍ର ହେଉ କି ହୋଲି, ଦୀପାବଳି। ଦେଶର ବିଭିନ୍ନ ପ୍ରାନ୍ତରେ ଏହି ଉତ୍ସବକୁ ଭିନ୍ନ ଶୈଳୀରେ ପାଳନ କରାଯାଉଥିବା ଦେଖିବାକୁ ମିଳିଥାଏ। ହେଲେ ବର୍ତ୍ତମାନର ଟେକ୍ନୋଲୋଜି ଓ ସୋସିଆଲ ମିଡିଆ ଯୁଗରେ ପର୍ବପର୍ବାଣିର ପାଳନ ଶୈଳୀ ଆଉ ଗୋଟିଏ...
ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘରୁ ଫୁଲ ସଂଗ୍ରହ କରି ମହିଳା ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ
ରାୟପୁର,୮।୩: ଛତିଶଗଡ଼ ସରକାରଙ୍କ ‘ବିହାନ’ ଯୋଜନାରେ ସେରିଖେଡିଠାରେ ଥିବା ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହୋଲି ପର୍ବ ପାଇଁ ଫୁଲରେ ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ। ଏମାନେ ଏସବୁ ଫୁଲ ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ...
ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’
ଭବାନୀପାଟଣା,୮।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ...
ରାଶି ଅନୁଯାୟୀ ଖେଳନ୍ତୁ ରଙ୍ଗ
ମେଷ- ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଲାଲ ଓ ଗୋଲାପୀ ରଙ୍ଗ ସର୍ବୋତ୍କୃଷ୍ଟ। ଗୋଲାପୀ ରଙ୍ଗ ଊର୍ଜା ସଞ୍ଚାର କରିବା ସହ ଆଖିକୁ ଶୀତଳତା ପ୍ରଦାନ କରିଥାଏ। ଲାଲ ରଙ୍ଗ ଉତ୍ସାହ, ସାହସ ଓ ବିଜୟର ପ୍ରତୀକ। ବୃଷ- ବୃଷ...
ହୋଲି କେଉଁଠି କେମିତି
ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ଲୋକେ ପାଳନ କରିଥାନ୍ତି। କେଉଁଠି ଅବିର ଖେଳି ତ ଆଉ କେଉଁଠି ନାଚଗୀତର ଆସରରେ। ଏପରି କି କିଛି କିଛି ସ୍ଥାନରେ ବେଶ୍...
Archives


