ହୋଲି

ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ ଘରୁ ଫୁଲ ସଂଗ୍ରହ କରି ମହିଳା ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ

ରାୟପୁର,୮।୩: ଛତିଶଗଡ଼ ସରକାରଙ୍କ ‘ବିହାନ’ ଯୋଜନାରେ ସେରିଖେଡିଠାରେ ଥିବା ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ହୋଲି ପର୍ବ ପାଇଁ ଫୁଲରେ ତିଆରି କରିଛନ୍ତି ପ୍ରାକୃତିକ ରଙ୍ଗ। ଏମାନେ ଏସବୁ ଫୁଲ ମନ୍ଦିର, ବିବାହ ମଣ୍ଡପ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଘରେ…

ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ ରୀତି…

ରାଶି ଅନୁଯାୟୀ ଖେଳନ୍ତୁ ରଙ୍ଗ

ମେଷ- ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଲାଲ ଓ ଗୋଲାପୀ ରଙ୍ଗ ସର୍ବୋତ୍କୃଷ୍ଟ। ଗୋଲାପୀ ରଙ୍ଗ ଊର୍ଜା ସଞ୍ଚାର କରିବା ସହ ଆଖିକୁ ଶୀତଳତା ପ୍ରଦାନ କରିଥାଏ। ଲାଲ ରଙ୍ଗ ଉତ୍ସାହ, ସାହସ ଓ ବିଜୟର ପ୍ରତୀକ। ବୃଷ- ବୃଷ ରାଶିର…

ହୋଲି କେଉଁଠି କେମିତି

ରଙ୍ଗର ପର୍ବ ହୋଲି। ଦେଶର ବିଭିନ୍ନ ସ୍ଥାନରେ ଏହି ପବିତ୍ର ଉତ୍ସବକୁ ମହା ଆନନ୍ଦର ସହକାରେ ଲୋକେ ପାଳନ କରିଥାନ୍ତି। କେଉଁଠି ଅବିର ଖେଳି ତ ଆଉ କେଉଁଠି ନାଚଗୀତର ଆସରରେ। ଏପରି କି କିଛି କିଛି ସ୍ଥାନରେ ବେଶ୍‌ ନିଆରା…

ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ ଥିବା…

ଆସୁଛି ହୋଲି: ରଙ୍ଗ ଖେଳିବା ବେଳେ ସୌନ୍ଦର୍ଯ୍ୟ ସହ କରନ୍ତୁ ନାହିଁ ବୁଝାମଣା

ରଙ୍ଗର ପର୍ବ ହୋଲି। ଏହି ପର୍ବକୁ ଆଉ ଅଳ୍ପ କେତେଟା ଦିନ ବାକି ଅଛି। ଏହି ଦିନକୁ ସମସ୍ତେ ମନଭରି ଉପଭୋଗ କରିିବାକୁ ଚାହିଥାନ୍ତି। ମାତ୍ର ଏହି ପର୍ବ ବିଶେଷ କରି ମହିଳାଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥାଏ। କାରଣ ସେମାନେ…

ବଲିଉଡ୍‌ ଫିଲ୍ମରେ ହୋଲିର ଝଲକ୍‌

ମୁମ୍ବାଇ: ବିଗତ ଦିନରେ ବଲିଉଡର କିଛି ଫିଲ୍ମରେ ହୋଲିର ଝଲକ ଦେଖିବାକୁ ମିଳିଥିଲା। ହୋଲି ଗୀତ ସହିତ ଅଭିନେତ୍ରୀ, ଅଭିନେତାଙ୍କ ଡ୍ୟାନ୍ସ ଦର୍ଶକଙ୍କ ଦୃଶ୍ୟପଟରେ ଆଜି ବି ଅଭୁଲା। ସିଲ୍‌ସିଲା: ଏହି ଫିଲ୍ମର ହୋଲି ଗୀତରେ ଅମିତାଭ, ଜୟା ବଚ୍ଚନ ଏବଂ…

ଲେଡି ଲଭ୍‌ଙ୍କ ସହ ପ୍ରଥମଥର ହୋଲି ଖେଳିଲେ ନିକ୍‌

ମୁମ୍ବାଇ: ଆମେରିକାନ ସିଙ୍ଗର ନିକ୍‌ ଜୋନସ୍‌ ଶୁକ୍ରବାର ପତ୍ନୀ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ସହ ମୁମ୍ବାଇରେ ପ୍ରଥମ ଥର ଲାଗି ହୋଲି ଖେଳିଛନ୍ତି। ଇଶା ଅମ୍ବାନିଙ୍କ ଦ୍ୱାରା ଆୟୋଜିତ ଏହି ହୋଲି କାର୍ଯ୍ୟକ୍ରମରେ ଆହୁରି ମଧ୍ୟ କେତେଜଣ ବଲିଉଡ୍‌ ସେଲିବ୍ରିଟିଙ୍କୁ ଦେଖିବାକୁ…

ହୋଲି ପାଳନ ବନ୍ଦ କଲା ସିଏପିଏଫ୍‌

ନୂଆଦିଲ୍ଲୀ,୭ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ଆନୁଷ୍ଠାନିକ ଭାବେ ହୋଲି ନ ପାଳିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ନିଷ୍ପତ୍ତି ନେଇଛି। ଆଭ୍ୟନ୍ତରୀଣ ସୁରକ୍ଷା ଓ ସୀମା ସୁରକ୍ଷାରେ ମୁତୟନ ଥିବା ସିଆର୍‌ପିଏଫ୍‌ ଏବଂ ବିଏସ୍‌ଏଫ୍‌ ପକ୍ଷରୁ ସାମୂହିକ ରଙ୍ଗର…

ଏବେ ପସନ୍ଦ ହର୍ବାଲ ହୋଲି

ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି। ସ୍ବାସ୍ଥ୍ୟ ପ୍ରତି ଏହା ହାନିକାରକ ହେଉଥିବାରୁ ଲୋକେ ଏଥିପ୍ରତି ଧୀରେ ଧୀରେ ସଚେତନ ହେଲେଣି।…

୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍‌କାରୀ’ ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ହୋଲି ଗୀତ ମଧ୍ୟରୁ ଅନ୍ୟତମ। ଉକ୍ତ ଫିଲ୍ମ ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ…

ଭାରତର ଏହି ୪ ସହର: ଯେଉଁଠି ଦେଖିବାକୁ ମିଳେ ହୋଲିର ସ୍ବତନ୍ତ୍ରତା

ରଙ୍ଗର ପର୍ବ ହୋଲି। ଭାରତରେ ପାଳନ କରାଯାଉଥିବା ବିଭିନ୍ନ ପରମ୍ପରା ମଧ୍ୟରୁ ଏହା ଅନ୍ୟତମ । ବିଭିନ୍ନ ସ୍ଥାନରେ ହୋଲି ପାଳନର ଶୈଳୀ ମଧ୍ୟ ଭିନ୍ନ। ତେବେ ଅନେକେ ଦୂରସ୍ଥାନକୁ ଯାଇ ସେଠାକାର ଚଳଣି ଅନୁସାରେ ରଙ୍ଗ ଖେଳିବାକୁ ପସନ୍ଦ କରିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?