Home

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର ବନ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ ବୁଧବାର ତାରାତାରିଣୀରୋ ହୋଇଥିଲା । ଏଥିରେ ମୁଖ୍ୟକରି ବ୍ରହ୍ମପୁର ବସଷ୍ଟାଣ୍ଡ ଗତମାସ ୬…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟ ମଝିରେ ଏକ ବିରାଟ ଆମ୍ବଗଛ ଭାଙ୍ଗି ପିଣ୍ଡି ଉପରେ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା ରସୁଲପୁର ବ୍ଲକ କୁଜିବର ନିକଟରେ ଏହି ଘଟଣା ଘଟିଛି। ଆହତ ବ୍ୟକ୍ତି ଜଣକ…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ବର୍ତ୍ତମାନ ତାଙ୍କ ସ୍ବାମୀଙ୍କର ମଧ୍ୟ ମୃତ୍ୟୁ ହୋଇଛି ।…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା ଥାନା ଭିତରେ ଘଟିଛି ଏଭଳି ଘଟଣା। ଖବର ଅନୁସାରେ, ଏକ ମାମଲାରେ ଭଦ୍ର…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ବିଡିଓ ଭାରତୀ ଦେବୀ, ତହସିଲଦାର ଅଭୀପ୍ସା ପଟ୍ଟନାୟକ…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । କାରଖାନା ଦ୍ୱାରା ହୋଇଥିବା କ୍ଷତି ଯୋଗୁଁ କ୍ଷତିପୂରଣ ଦେବାକୁ ଦାବି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ ଚ୍ୟାଲେଞ୍ଜ ସହିତ ସଂଘର୍ଷ କରୁଛି । ମଧ୍ୟପ୍ରାଚ୍ୟରେ ସଙ୍କଟ ସମ୍ପୂର୍ଣ୍ଣ ଭାବରେ ତା’ର…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା ପଡ଼ି ରହୁଥିବା ବେଳେ ଏହାକୁ ଉଠା ଯାଉ ନ ଥିବା ଦେଖିବାକୁ ମିଳିଛି।…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଥାନା ଛକରେ ଥିବା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଶୋଭାଯାତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri