ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…
ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ପୋଲିସ ଅଭିଯୋଗ ଅନୁଯାୟୀ, ମହିଳା ଜଣକ…
କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ
ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍ଆଇ ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି କଡ଼ାକଡ଼ି ଭାବେ…
ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…
ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି ଉଦଳା ଥାନା ଜିରିଡା ନଦୀ ପୋଲରେ । ଖବର ଅନୁସାରେ, ବୁଧବାର ଉଦଳା…
ଗୁଗ୍ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…
ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍ ଫିଲ୍ମର କାହାଣୀ ପରି। ଚୋରମାନେ କୌଣସି ଭିତିରି ସୂଚନା ବ୍ୟବହାର କରି ନାହାନ୍ତି କିମ୍ବା ମାସ…
ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!
ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ। ଏହି ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ଏହି ବଡ଼ ମୁକାବିଲା…
ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…
ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର ଝାରସୁଗୁଡା ଗସ୍ତରେ ଆସିଛନ୍ତି । ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ…
ଜଳିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ଜଣାପଡିନାହିଁ। ଅନ୍ୟପକ୍ଷେ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା…
ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ
ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ ମିଡିଆରେ ଏହା ନିଶ୍ଚିତ କରିଛନ୍ତି। ରଏଟର୍ସ ରିପୋର୍ଟ ଅନୁଯାୟୀ, ସୋଙ୍ଗ୍ଖଲା ପ୍ରଦେଶର ଏକ…
ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି
ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ ସପ୍ତାହରେ ସେ ଆତ୍ମସମର୍ପଣ କରିଛନ୍ତି। ରାଜପାଲଙ୍କ ଜାମିନ ଶୁଣାଣି ଗୁରୁବାର ଅନୁଷ୍ଠିତ ହେବ।…
ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…
ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ବେଳେ ଜୈବିକ ଚାଷ ହଳଦୀ, ଅଦା ମାଣ୍ଡିଆ,…
ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…
ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ ବିମାନ ରନୱେରୁ ଖସି ସମୁଦ୍ର କୂଳରେ ଅଟକି ଯାଇଥିଲା। ସୌଭାଗ୍ୟବଶତଃ, ବିମାନରେ ଥିବା…
ପୁଣି ଏକ କଳଙ୍କିତ ଅଧ୍ୟାୟ: ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ସାହିତ୍ୟ ଶିକ୍ଷକ
ବଣାଇଁ,୧୧ା୨(ପ୍ରଦୀପ ତ୍ରିପାଠୀ): ପୁଣି ଜଣେ ରସିକିଆ ଶିକ୍ଷକଙ୍କ କଳାକାରନାମା ଆଜି ଜଣାପଡ଼ିବା ପରେ ସମଗ୍ର ଶିକ୍ଷକ ସାମାଜର ମୁଣ୍ଡ ତଳକୁ ହୋଇଯାଇଛି। ହଳଦୀକୁଦର ସରକାରୀ ଉଚ୍ଚ ବିଦ୍ୟାଳୟର ସାହିତ୍ୟ ଶିକ୍ଷକ ଆଧାର କାର୍ଡ ସଂଶୋଧନ ନାଁରେ ଏକାଧିକ ଛାତ୍ରୀଙ୍କୁ ଅସଦାଚରଣ କରିବା…
Archives


