Home Left

ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ୧୪ ମିଟର ଉଚ୍ଚକୁ ଉଠିବ ସମୁଦ୍ର ଢେଉ, ୭୦ କି.ମି. ବେଗରେ…

ଭୁବନେଶ୍ୱର, ୧୭ା୧୧ (ବନ୍ଦନା ସେଠୀ) – ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା ଆହୁରି ଶକ୍ତିଶାଳୀ ହୋଇ ଭୀଷଣ ବାତ୍ୟା ଏବଂ ୧୯ ତାରିଖ ସକାଳ ସୁଦ୍ଧା…

୨୫ ବର୍ଷ ପରେ କରିନା-ହ୍ରିତିକଙ୍କ କମବ୍ୟାକ୍! କରଣ ଜୋହରଙ୍କ ଭିଡ଼ିଓ ପରେ…

ମୁମ୍ବାଇ: ବଲିଉଡରେ ବିଶିଷ୍ଟ ନିର୍ଦ୍ଦେଶକ କରଣ ଜୋହର ଏପରି ଅନେକ ଯୋଡ଼ିକୁ ପରଦାକୁ ଆଣିଛନ୍ତି, ଯେଉଁମାନେ ଆଜି ମଧ୍ୟ ଦର୍ଶକଙ୍କର ଅତି ପ୍ରିୟ। ଏହିପରି ଏକ ଯୋଡ଼ି ହେଲେ କରିନା କପୁର ଏବଂ ହ୍ରିତିକ ରୋଶନ, ‘କଭି ଖୁସି କଭି ଗମ୍’…

ହାଇଆଲର୍ଟରେ ଗଞ୍ଜାମ ପ୍ରଶାସନ: ୩ ଦିନ ପାଇଁ ସମସ୍ତ ସମୁଦ୍ର ବେଳାଭୂମି ମନା, ୧୧୩୯ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସୁରକ୍ଷିତ ସ୍ଥାନକୁ…

ଛତ୍ରପୁର, ୧୭।୧୧ (ଦିଲୀପ ସାମଲ): ବାତ୍ୟା ‘ଅକ୍ୱାନ’ ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜନଜୀବନର ସୁରକ୍ଷା, ଲୋକଙ୍କ ସ୍ଥାନାନ୍ତରଣ ଏବଂ ଜରୁରୀକାଳୀନ ସେବା…

MS Dhoni: କାହିଁକି ଧୋନୀଙ୍କୁ କିଣିପାରି ନ ଥିଲେ ମୁମ୍ବାଇ ଓ ଆରସିବି? କେତେ ଥିଲା ମାହିଙ୍କ ପ୍ରଥମ ଆଇପିଏଲ୍ ଦରମା?ଜାଣନ୍ତୁ …

ନୂଆଦିଲ୍ଲୀ,୧୭।୧୧: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଏବଂ ମହାନ ଅଧିନାୟକମାନଙ୍କ ମଧ୍ୟରୁ ଅନ୍ୟତମ ମହେନ୍ଦ୍ର ସିଂହ ଧୋନୀ ଆଇପିଏଲ୍ (IPL) ରୁ ମଧ୍ୟ ନିଜର ଅବସର ଘୋଷଣା କରିଛନ୍ତି। ଏହା ସହିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର ଏକ ବଡ଼ ଅଧ୍ୟାୟ…

ଆସାମ ସିଲାବସରେ ସଞ୍ଜୟଙ୍କ ଭୂଗୋଳ ବହି

କୋକସରା,୧୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) ଓଡ଼ିଶା ଏବଂ ଜମ୍ମୁ-କଶ୍ମୀର ପରେ ଏବେ ଆସାମ ରାଜ୍ୟର ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର କଳାହାଣ୍ଡି ଜିଲାର ସୁନାମଧନ୍ୟ ଅଧ୍ୟାପକ ସଞ୍ଜୟ କୁମାର ପୁରୋହିତଙ୍କ ଲିଖିତ ଭୂଗୋଳ ପୁସ୍ତକ ଅଧ୍ୟୟନ କରିବେ। ଏହି ଅବସରରେ କୋକସରା ବ୍ଲକ…

IPL 2027: ଏହି ୬ ଖେଳାଳିଙ୍କୁ ଛାଡ଼ିଲା ପଞ୍ଜାବ, କାହାକୁ ଆଣିଲା ଜାଣନ୍ତୁ..

ନୂଆଦିଲ୍ଲୀ,୧୭।୧୧: ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନ ଓ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ଓଓ୍ବେନଙ୍କ ସମେତ ୬ ଖେଳାଳିଙ୍କୁ ପଞ୍ଜାବ କିଙ୍ଗ୍ସ ମଙ୍ଗଳବାର ରିଲିଜ୍‌ କରିଛି। ଏମାନଙ୍କ ସହିତ ନେହାଲ ଓ୍ବାଧେରା, ପିଲା ଅଭିନାଷ, ବିଶାଲ ନିଶାଦ ଓ ପର୍ବିନ ଦୁବେଙ୍କୁ ରିଲିଜ୍‌…

ବନ୍ୟାଜଳ ପରିଚାଳନାରେ ଅବହେଳା ଅଭିଯୋଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନାରେ ଏତଲା

ଭଞ୍ଜନଗର, ୧୭/୧୧ (ବାବୁଲା ପ୍ରଧାନ): ଗତ ଅକ୍ଟୋବର ୨୯ ତାରିଖରେ ଭଞ୍ଜନଗର ଅଞ୍ଚଳରେ ଘଟିଥିବା ଭୟାବହ ବନ୍ୟା ପାଇଁ ବିଭିନ୍ନ ଜଳଭଣ୍ଡାରର ଜଳ ପରିଚାଳନାରେ ଅବହେଳା ଏବଂ ବିଭାଗୀୟ ସମନ୍ୱୟର ଅଭାବକୁ ଦାୟୀ କରିଛି ନବଗଠିତ ‘ଭଞ୍ଜମାଟି ଜନଜାଗରଣ ମଞ୍ଚ’। ଏନେଇ…

IPL 2027 trade: ରାଜସ୍ଥାନ ରୟାଲ୍ସରୁ ଖେଳିବେ ଶାମି, ସାମ୍‌ କୁରାନଙ୍କୁ କିଣିଲା…

ନୂଆଦିଲ୍ଲୀ,୧୭ା୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିିଏଲ୍‌) ୨୦୨୭ ସିଜନରେ ରାଜସ୍ଥାନ ରୟାଲ୍ସରୁ ଖେଳିବେ ଭେଟେରାନ ଭାରତୀୟ ପେସ୍‌ ବୋଲର ମହମ୍ମଦ ଶାମି। ସେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସରୁ ଆସିବେ। ଏଥିପାଇଁ ମଙ୍ଗଳବାର ବ୍ୟବସାୟିକ କାରବାର ହୋଇଛି। ଭାରତୀୟ ପେସ୍‌ ବୋଲର ନିକଟରେ…

ତିକ୍ଷୀରିରେ ବୁଲିଲା ବୁଲଡୋଜର୍: ୧୨୪ ଜବରଦଖଲ ଗୃହ ଉଚ୍ଛେଦ ଅଭିଯାନ

ମହାକାଳପଡ଼ା, ୧୭/୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅନ୍ତର୍ଗତ ବହୁଚର୍ଚ୍ଚିତ ତିକ୍ଷୀରି ପଞ୍ଚାୟତର ଟିଖିରୀ ମୌଜାରେ ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା ୧୨୪ଟି ଗୃହ ଉଚ୍ଛେଦ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ…

ବାତ୍ୟାକୁ ନେଇ ୨ଦିନ ସ୍କୁଲ ଛୁଟି ଘୋଷଣା, ଜାଣନ୍ତୁ କେଉଁଠି?

ଭୁବନେଶ୍ୱର, ୧୭।୧୧: ଆସୁଛି ବାତ୍ୟା ଅକୱାନ୍ । ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ବାତ୍ୟା । ବାତ୍ୟାର ନୂଆ ଟ୍ରାକ୍ ମଧ୍ୟ ଜାରି କରାଯାଇଛି । ଏ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ତେବେ…

କଣ୍ଟିଲୋ ନୀଳମାଧବ ଜୀଉଙ୍କ ପୀଠରେ ଧୁମ୍‌ଧାମ୍‌ରେ ପାଳିତ ହେଲେ ଗୋଷ୍ଠାଷ୍ଟମୀ

ଖଣ୍ଡପଡ଼ା,୧୭ା୧୧(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡା, ଖଳିସାହି, କୋସକା, ଜଗନ୍ନାଥପ୍ରସାଦ, ବେଣାଗାଡିଆ, ସିଧାମୂଳା, ଶାଳଝରିଆ ଆଦି ଅଞ୍ଚଳରେ ମଙ୍ଗଳବାର ଗୋଷ୍ଠାଷ୍ଟମୀ ଉତ୍ସବ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ସେହିପରି କଣ୍ଟିଲୋ ନୀଳମାଧବ ଜୀଉଙ୍କ ପୀଠରେ ଏହି ଉତ୍ସବ ଧୁମଧାମ ସହକାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ ୧୧କୋଟି ଦରମା? ଆଇପିଏଲ ୨୦୨୭ ରେ ମିଳିବ କୋଟି କୋଟି ଟଙ୍କା!

ନୂଆଦିଲ୍‌ଲୀ,୧୭।୧୧: ବୈଭବ ସୂର୍ଯ୍ୟବଂଶୀଙ୍କୁ ରାଜସ୍ଥାନ ରୟାଲ୍ସ ୨୦୨୫ ମେଗା ଅକ୍ସନରେ ୧ କୋଟି ୧୦ ଲକ୍ଷ ଟଙ୍କାରେ କିଣିଥିଲା। ସେତେବେଳେ ବୈଭବଙ୍କ ବୟସ ୧୪ ବର୍ଷ ଥିଲା, ସେ ଅକ୍ସନରେ ବିକ୍ରି ହୋଇଥିବା ସବୁଠାରୁ କମ ବୟସର ଖେଳାଳି ହୋଇଥିଲେ। ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?