ଭୁବନେଶ୍ୱର, ୨୧।୨(ବ୍ୟୁରୋ):ବିଏମ୍ସିର ନୂତନ କାର୍ଯ୍ୟାଳୟ ବିଏମ୍ସି ଆଇସିଓଏମ୍ସି ଟାଓ୍ବାରରେ ସୋମବାର କର୍ପୋରେଶନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୨୦୨୩-୨୪ ପାଇଁ ଚିଠା ବଜେଟ୍ ମଞ୍ଜୁର ହେବାକୁ ନିର୍ଦ୍ଧାରିତ…
ନୂଆଦିଲ୍ଲୀ,୨୧।୨: ଦେଶର ସର୍ବବୃହତ୍ ବୈଦ୍ୟୁତିକ ଯାତ୍ରୀବାହୀ ଯାନ ନିର୍ମାତା ଟାଟା ମୋଟର୍ସ ଏବଂ ରାଇଡ୍ ଶେୟାରିଂ ପ୍ଲାଟଫର୍ମ କମ୍ପାନୀ ଉବର ସହ ସୋମବାର ଏକ ବାଣିଜି୍ୟକ ରାଜିନାମା…
ମୁମ୍ବାଇ: ବଲିଉଡ ମେଗା ଷ୍ଟାର ଶାହାରୁଖ ଖାଁଙ୍କ ଝିଅ ସୁହାନାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇଛି । ଏହି ଫଟୋରେ ସୁହାନା…
ହଂକଂ,୨୧।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ୟୁକ୍ରେନ ପ୍ରତିପକ୍ଷ ଭୋଲୋଡିମିର ଜେଲେନ୍ସ୍କିଙ୍କୁ ଭେଟିବା ଲାଗି ସୋମବାର କିଭ୍ରେ ପହଞ୍ଚତ୍ଥିବାବେଳେ ଚାଇନାର ଶୀର୍ଷ କୂଟନୀତିଜ୍ଞ ଓ୍ବାଙ୍ଗ ୟି…
ନୂଆଦିଲ୍ଲୀ,୨୧।୨:ଉତ୍ତର ଓଡ଼ିଶାରେ ବସବାସ କରୁଥିବା ଶ୍ରମଜୀବୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ବାଲେଶ୍ୱରଠାରେ ଏକ ଅତ୍ୟାଧୁନିକ ୧୦୦ଶଯ୍ୟା ବିଶିଷ୍ଟ…
ବେଙ୍ଗାଲୁରୁ, ୨୧।୨: କର୍ନାଟକରେ ଆଇପିଏସ୍, ଆଇଏଏସ୍ କଳି ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଛି। ରବିବାର ଆଇପିଏସ୍ ଅଧିକାରୀ ଡି. ରୁପା ମୋଉଦଗିଲ ଆଇଏଏସ୍ ଅଫିସର ରୋହିଣୀ…
ଭୁବନେଶ୍ବର, ୨୧ା୨(ବ୍ୟୁରୋ):ଶିଶୁଙ୍କୁ ଖେଳ, ଗୀତ ଓ କାହାଣୀ ଜରିଆରେ ପାଠ ପଢ଼ିବା ପାଇଁ ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ପ୍ରାରମ୍ଭିକ ପର୍ଯ୍ୟାୟରେ ଶିଖିବା ଓ ଶିଖାଇବାର ଉପକରଣ…
ସାମାଜିକ କାର୍ଯ୍ୟକଳାପରେ ଜଡ଼ିତ ହୋଇ ରହୁଥିବା ଜଣେ ମେଧାବୀ ଛାତ୍ର ସମାଜ ପାଇଁ କିଛି କରିବା ଆଉ ଆଗାମୀ ପିଢ଼ି ତା’ର ସୁଫଳ ପାଇବେ ସେ ସମସ୍ତ…
ନୂଆଦିଲ୍ଲୀ,୨୧।୨: ୨୦୦୨ ଗୋଧ୍ରା ଟ୍ରେନ୍ ପୋଡ଼ି ମାମଲା ବିରଳରୁ ବିରଳତମ ଅପରାଧ ହୋଇଥିବାରୁ ଦୋଷୀସାବ୍ୟସ୍ତ ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ ଦେବା ଲାଗି ଗୁଜରାଟ ସରକାର ସୋମବାର ସୁପ୍ରିମକୋର୍ଟରେ…
ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ…