Home Left

ଟ୍ରାନ୍ସଫର୍ମର ପୋଡ଼ି ୨ ଗାଁ ଅନ୍ଧାର

ବଇଣ୍ଡା, ୨୬।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର କୁଡ଼ାସାହି ଓ ବାଲିସାହିକୁ ବିଦ୍ୟୁତ୍‌ ଯୋଗାଉଥିବା ୬୩ କେଭି କ୍ଷମତା ବିଶିଷ୍ଟ ଟ୍ରାନ୍ସଫର୍ମର ୫ଦିନ ହେଲା ପୋଡ଼ିଯାଇଛି। ଫଳରେ…

4 years ago

ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍‌ ସାର୍ଟିଫିକେଟ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍‌ ରେକର୍ଡ ସାର୍ଟିଫିକେଟ। ତାଙ୍କର…

4 years ago

ଉଗ୍ର ହେଉଛି ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ବୋର୍ଡ ଅଫ ମେମ୍ବର(ଲେବର ଟ୍ରଷ୍ଟି) ନିର୍ବାଚନ ଆଉ ଦୁଇ ଦିନ ବାକି ଥିବାବେଳେ ପ୍ରଚାର ଓ ଆରୋପ ପ୍ରତ୍ୟାରୋପ ଉଗ୍ର ହୋଇଛି। ଏହା…

4 years ago

ହିମାଚଳ ପ୍ରଦେଶରେ ଭୂକମ୍ପ

ଶିମଲା,୨୬।୧୦: ହିମାଚଳ ପ୍ରଦେଶର ଧର୍ମଶାଳା ଅଞ୍ଚଳରେ ବୁଧବାର ୫,୪୦ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତିବ୍ରତା ୩.୫ ରେକର୍ଡ ହୋଇଥିବା ବେଳେ ଆକ୍ଷାଂଶ…

4 years ago

ନିଶା ପାଇଁ ହେଉଛି ହତ୍ୟା

ବ୍ରହ୍ମପୁର ଅଫିସ,୨୬।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଉଛି। ମଦ, ଗଞ୍ଜେଇ, ବ୍ରାଉନ୍‌ସୁଗାର ଭଳି ନିଶା କବଳରେ ପଡ଼ି ବହୁ ଲୋକ ବିପଥଗାମୀ…

4 years ago

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା…

4 years ago

ଗାଁରେ ହସ ଲିଭାଇଛି କିଡ୍‌ନୀ ରୋଗ

ଫୁଲବାଣୀ ଅଫିସ, ୨୬।୧୦: କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ରାଣୀପଥର ଗାଁରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ଆକ୍ରାନ୍ତ ହେଉଛନ୍ତି ପୁରୁଷ ା…

4 years ago

୩୧ରେ ନବୀନ କରିବେ ପ୍ରଚାର

ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ସରଗରମ ରହିଛି। ଆସନ୍ତା ୩ ତାରିଖରେ ହେବାକୁ ଥିବା ମତଦାନ ନିମନ୍ତେ ନଭେମ୍ବର ୧ ତାରିଖ ସା ୬ଟା…

4 years ago

ବିଜେଡି ମିଶ୍ରଣ ନାଁରେ ବିଭ୍ରାନ୍ତ କରୁଛି: ଭାଜପା

ଧାମନଗର,୨୬।୧୦ (ସ୍ବ.ପ୍ର./ଡି.ଏନ.ଏ.):  ଧାମନଗର ନିର୍ବାଚନମଣ୍ଡଳୀ ଭାଜପା କର୍ମୀଙ୍କ ଦଳ ଛାଡ଼ିବା ପ୍ରସଙ୍ଗ ତଥା ବିଜେଡିରେ ଭାଜପାର କର୍ମୀ, ସମର୍ଥକଙ୍କ ଯୋଗଦାନ ଘଟଣାକୁ ଖଣ୍ଡନ କରିଛି ଭାଜପା। ଭାଜପା…

4 years ago

ଧଉଳି ଶାନ୍ତିସ୍ତୂପରେ ଗଛକଟାକୁ ନେଇ ଅସନ୍ତୋଷ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,(ଡି.ଏନ୍‌.ଏ)୨୬ା୧୦: ରାଜଧାନୀରେ ଗଛକଟାକୁ ନେଇ ପୁଣି ବିବାଦ ଛିଡ଼ାହୋଇଛି। ପର୍ଯ୍ୟଟନସ୍ଥଳୀ ଶାନ୍ତିସ୍ତୂପ ଧଉଳି ଆସନ୍ତା ୨୮ତାରିଖରେ ଏହାର ସୁବର୍ଣ୍ଣ ଜୟନ୍ତ୍ରୀ ପାଳନ କରିବାକୁ ଯାଉଛି। ଦେଶ…

4 years ago