Home Left

ୟୁପିରେ ୭୫,୦୦୦ କୋଟି ନିବେଶ କରିବ ରିଲାଏନ୍ସ

ନୂଆଦିଲ୍ଲୀ,୧୧।୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୁକ୍ରବାର ଉତ୍ତର ପ୍ରଦେଶରେ ୭୫,୦୦୦ କୋଟି ଟଙ୍କା ନିବେଶ…

4 years ago

ଜଳାଶୟରୁ ବେଆଇନ ମୋରମ ଚାଲାଣ

ଖୁଣ୍ଟୁଣୀ,୧୧ା୨(ଡି.ଏନ୍‌.ଏ.): ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କୃଷ୍ଣଶ୍ୟାମପୁର ଗ୍ରାମପାର୍ଶ୍ୱ ଦେଉଳିଆ ସଂରକ୍ଷିତ ଜଙ୍ଗଲରେ ଥିବା କୁମାରୀବନ୍ଧ ଜଳାଶୟରୁ ବେଆଇନ ଭାବେ ମୋରମ ଚାଲାଣ ହେଉଥିଲା। ଖବରପାଇ ବନ ବିଭାଗ…

4 years ago

ହତ୍ୟା ମାମଲା ରୁଜୁ, ଜେଲ ଗଲେ ଭଉଣୀଭାଇ

ଭୁବନେଶ୍ୱର,୧୧ା୨ (ବ୍ୟୁରୋ): ଧାର ଟଙ୍କାକୁ କେନ୍ଦ୍ର କରି ବିଚିତ୍ର ପଲେଇ(୪୨)ଙ୍କୁ ଅପହରଣ କରାଯିବା ଏବଂ ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ ଘଟଣାକୁ ନେଇ କମିଶନରେଟ…

4 years ago

ପଶ୍ଚିମବଙ୍ଗରେ ୧୭% ଗର୍ଭବତୀ ସ୍ବଳ୍ପବୟସ୍କା

କୋଲକାତା,୧୧।୨ : ପଶ୍ଚିମବଙ୍ଗରେ ପ୍ରତି ୬ ଜଣ ଗର୍ଭବତୀ ମହିଳାଙ୍କ ମଧ୍ୟରୁ ଜଣେ (୧୭ ପ୍ରତିଶତ) ସ୍ବଳ୍ପବୟସ୍କା ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ବିବାହିତ ମହିଳାଙ୍କ ମଧ୍ୟରେ…

4 years ago

ବିବିସି ବ୍ୟାନ୍‌କୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୧୧ା୨: ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ବ୍ରିଟିଶ୍‌ ବ୍ରୋଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି) ପକ୍ଷରୁ ପ୍ରସାରିତ ଡକ୍ୟୁମେଣ୍ଟାରି ବିବାଦ ତୁଟିନାହିଁ।…

4 years ago

ସୁପ୍ରିମକୋର୍ଟରେ ଆଉ ୨ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ର ସରକାର ଶୁକ୍ରବାର ଦୁଇ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରିଛନ୍ତି। ଫଳରେ ୯ ମାସ ପରେ ସର୍ବୋଚ୍ଚ ଅଦାଲତ…

4 years ago

ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ…

4 years ago

ଓଡ଼ିଶାରେ ହାତୀ ଶିକାର ସର୍ବାଧିକ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଭାରତରେ ୬୦% ଏସିଆନ ହାତୀ ଅଛନ୍ତି। ଏମାନଙ୍କ ସୁରକ୍ଷା କେବଳ ସରକାର ନୁହେଁ, ଷ୍ଟେକ୍‌ ହୋଲ୍ଡର ଓ ଜନସାଧାରଣ ମିଳିମିଶି କରିବା ଉଚିତ। ନ…

4 years ago

କଶ୍ମୀରରେ ୫.୯ ନିୟୁତ ଟନ୍‌ ଲିଥିୟମ

ନୂଆଦିଲ୍ଲୀ,୧୧।୨: ଦେଶର ପ୍ରଥମ ଲିଥିୟମ ଖଣି ଜମ୍ମୁ-କଶ୍ମୀରରେ ଠାବ ହୋଇଛି। ଏଥିରେ ଗଚ୍ଛିତ ଲିଥିୟମର ପରିମାଣ ୫.୯ ନିୟୁତ ଟନ୍‌। ପ୍ରଥମ ଥର ପାଇଁ ଭାରତରେ ଏହି…

4 years ago

ଜଗତ୍‌ସିଂହପୁର କୋର୍ଟରେ ସୋମାଲିକାଙ୍କ ବୟାନ ରେକର୍ଡ

ଜଗତ୍‌ସିଂହପୁର ଅଫିସ, ୧୧ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ…

4 years ago