Home Left

ମୋଦିଙ୍କୁ ଅପିଲ କଲେ ମମତା: ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନ ଲଢିବାକୁ ଦିଆଯାଉ ଅନୁମତି

କୋଲକତା,୧୭।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସମ୍ପର୍କରେ ଏକ ବିଶେଷ ନିବେଦନ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି,…

4 years ago

ପିତା ରୁଷିଆ ସେନା, ପୁଅ ୟୁକ୍ରେନ୍ ସିପାହୀ, ଫାୟରିଂ କମିଲେ ପରସ୍ପରକୁ ପଠାନ୍ତି ଏମିତି ମେସେଜ

ମସ୍କୋ/କ୍ୱିଭ,୧୭ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ । ଏହି ଯୁଦ୍ଧ ଯେ କେବଳ ଦେଶର ଚିନ୍ତା ବଢାଇ ଥାଏ ତା’ନୁହେଁ ବେଳେ…

4 years ago

ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି।…

4 years ago

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ…

4 years ago

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ…

4 years ago

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା…

4 years ago

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ…

4 years ago

କ୍ୱାଣ୍ଟମ୍‌ ଯାନ୍ତ୍ରିକୀ ବିକାଶ

ଫ୍ରାନ୍ସର ଆଲେନ୍‌ ଆସ୍ପେକଟ୍‌, ଯୁକ୍ତରାଷ୍ଟ୍ର ଆମେରିକାର ଜନ୍‌ କ୍ଲାଉଜର ଏବଂ ଅଷ୍ଟ୍ରିଆର ଆଣ୍ଟୋନ୍‌ ଜେଲିଫରଙ୍କୁ ପଦାର୍ଥ ବିଜ୍ଞାନ ଲାଗି ଚଳିତ ବର୍ଷର ସମ୍ମାନଜନକ ନୋବେଲ ପୁରସ୍କାର ପ୍ରଦାନ…

4 years ago

ଅପ୍‌ଡେଟ ହେଲା ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ୱେବ୍‌ସାଇଟ

ନୂଆପଡ଼ା ଅଫିସ,୧୭।୧୦: ଜିଲା ସୂଚନା ବିଜ୍ଞାନକେନ୍ଦ୍ରର ୱେବସାଇଟ ବର୍ଷ ବର୍ଷ ଧରି ଅପଡେଟ ନ ହେବା ସହିତ ଅନେକ ଭୂଲ ତଥ୍ୟ ଦିଆଯାଉଥିଲା। ଏ ସମ୍ପର୍କିତ ଖବର…

4 years ago

ଧୋକା ଦେଲା ସରକାରୀ ବିହନ

ନୂଆପଡ଼ା ଅଫିସ,୧୭।୧୦: ନୂଆପଡା ଜିଲାର ୮୦ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଧାନ ସହିତ ଗୁର୍ଜି, ମାଣ୍ଡିଆ, କୋଦୋ, କାଙ୍ଗ, ବାଜରା ସହ ଡାଲି ଜାତୀୟ…

4 years ago