ଗୋପ,୮।୨(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍ବ ଅତ୍ୟାଧୁନିକ…
ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ସହରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ବଢ଼ିଚାଲିଛି। ଏନେଇ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାସ୍ତା ଉପରେ ପାର୍କିଂ କରୁଥିବା ଯାନବାହନ…
ଆଜାଜ,୮।୨: ଭୟାବହ ଭୂକମ୍ପରେ ସିରିଆର ଉତ୍ତରପଶ୍ଚିମ ଭାଗରେ ଥିବା ଏକ ଜେଲ ଭୁଶୁଡ଼ି ପଡ଼ିବାରୁ ୨୦ ଜଣ ଆଇଏସ୍ ଆତଙ୍କବାଦୀ ଖସି ପଳାଇଯାଇଛନ୍ତି। ତୁର୍କୀ ସୀମାନ୍ତ ରାଜୋ…
ଆଙ୍କାରା,୮।୨: ପ୍ରଳୟଙ୍କରୀ ଭୂକମ୍ପରେ ଧ୍ୱସ୍ତବିଧ୍ୱସ୍ତ ତୁର୍କୀର ୧୦ ପ୍ରଦେଶରେ ୩ ମାସ ପାଇଁ ଜରୁରୀ ସ୍ଥିତି ଜାରି କରାଯାଇଛି। ଉଦ୍ଧାର ଓ ପୁନଃନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…
ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ ପ୍ରସ୍ତାବ…
ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ…
ପୁରୀ ଅଫିସ,୮ା୨: ସାଇବର ଠକେଇକୁ ନେଇ ଏବେ ଆକ୍ସନ ମୁଡ୍ରେ ପୁରୀ ପୋଲିସ। ଲୋକଙ୍କୁ ସଚେତନ କରାଇବା ସହ ସାଇବର ଠକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…
ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା…
କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ…
ଭୁବନେଶ୍ୱର,୮ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ପ୍ରାୟ ୧୪,୨୪୯.୦୭ କୋଟି ଟଙ୍କା ଫୁଡ୍ ସବ୍ସିଡି ବାବଦ ଅର୍ଥ ବକେୟା ପଡ଼ିରହିଛି। ସେଥିରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ୩…