Home Left

ବାତ୍ୟା ଆଶ୍ରୟ ସ୍ଥଳୀରେ ବିତୁଛି ୨୪ ପରିବାରଙ୍କ ଜୀବନ

ପାରଳାଖେମୁଣ୍ଡି,୧୮ା୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାକୁ ଚାରିବର୍ଷ ବିତିଛି। ହେଲେ ଆଜିବି ପାରଳାଖେମୁଣ୍ଡି ପୌରପାଳିକା ଅଞ୍ଚଳରେ ୨୪ ପରିବାର ବାସହରା ହୋଇ ସ୍କୁଲ ଘରେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳିରେ…

4 years ago

ଧାମନଗର ଉପନିର୍ବାଚନ: ଆଜିଠୁ ପ୍ରଚାର ଜୋରଦାର

ଭଦ୍ରକ ଅଫିସ,୧୮।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ…

4 years ago

ଚାଷଜମି, ଭିଟାମାଟି ଛାଡ଼ିବାକୁ ୩ ଗ୍ରାମବାସୀ ନାରାଜ

ଆର.ଉଦୟଗିରି,୧୮ା୧୦(ଡି.ଏନ.ଏ.): ୨୦୧୮ରେ ହୋଇଥିବା ତିତ୍‌ଲି ବାତ୍ୟାରେ ଆର.ଉଦୟଗିରି ବ୍ଲକ ଅନଗାଁ ପଞ୍ଚାୟତର କିମ୍ବସିଂ, ବଡିହର ଓ ଦଳେଇସାହି ଗାଁର କ୍ଷତିଗ୍ରସ୍ତ ହୋଇଥିଲା। ୩ ଖଣ୍ଡ ଗାଁରେ ପ୍ରାୟ…

4 years ago

ଅତିରିକ୍ତ ଦାୟିତ୍ୱରେ ଯନ୍ତ୍ରୀ, କାର୍ଯ୍ୟ ବାଧାପ୍ରାପ୍ତ

ଭଞ୍ଜନଗର,୧୮।୧୦(ଡି.ଏନ.ଏ) ବାବୁଲା ପ୍ରଧାନ: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ (ଆର୍‌ଡବ୍ଳୁଏସ୍‌ଏସ୍‌)ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ୧୧ ବ୍ଲକ ଏବଂ ୨ଟି ଏନ୍‌ଏସିକୁ ପାଇପ…

4 years ago

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି…

4 years ago

ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ

ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି।…

4 years ago

ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯିବ। ଏ ନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି।…

4 years ago

କ୍ଷମା ମାଗିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୮।୧୦: ଆଜିକାଲି ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍‌ ସଙ୍କଟ ଦେଇ ଗତି କରୁଛନ୍ତି। ଟିକସ ହ୍ରାସ ନିଷ୍ପତ୍ତି ତାଙ୍କ ପାଇଁ କାଳ ହୋଇଛି। ତାଙ୍କ ଦଳର ସଦସ୍ୟମାନେ…

4 years ago

ଅଷ୍ଟ୍ରେଲିଆ ଦିନିକିଆ ଦଳର ଅଧିନାୟକ ହେଲେ ପ୍ୟାଟ କୁମିନ୍ସ

ସିଡନୀ,୧୮।୧୦: ଦିନିକିଆ କ୍ରିକେଟରୁ ଆରୋନ ଫିଞ୍ଚଙ୍କ ଅବସର ପରେ କ୍ରିକେଟ ଅଷ୍ଟ୍ରେଲିଆ ନୂତନ ଅଧିନାୟକ ଘୋଷଣା କରିଛି। କ୍ରିକେଟ ଅଷ୍ଟ୍ରେଲିଆ ଏହାର ଏକ ନମ୍ବର ଦ୍ରୁତ ବୋଲର…

4 years ago

ମଣ୍ଡପରେ ବସି ପଢ଼ିଲେ ପିଲା

ଖଇରା, ୧୮।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ତୋରାଣିପଦା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷୟିତ୍ରୀ ପରିଚାଳନା କମିଟି ସଦସ୍ୟାସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ…

4 years ago