Home Left

ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ୫ହଜାର ଜରିମାନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ବଚ୍ଛତାକୁ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଣିକି ରାଜଧାନୀ ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜରିମାନା। ଭୁବନେଶ୍ୱର ୟୁନିଟ୍‌-୧ର ସମସ୍ତ ବ୍ୟବସାୟଙ୍କୁ…

4 years ago

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ପୁଣି ଜଣେ ଗିରଫ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଉ ଜଣଙ୍କୁ ଗିରଫ କରିଛି। ଅଭିଷେକ ବୋଇନପାଲିଙ୍କୁ ସିବିଆଇ ଗିରଫ କରିଛି। ଅଭିଷେକଙ୍କୁ କୋର୍ଟରେ…

4 years ago

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଫାଇନାଲରେ ପହଞ୍ଚିପାରିବନି ଭାରତ

ନୂଆଦିଲ୍ଲୀ,୧୦।୧୦: ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଭାରତ ବିଶ୍ୱକପ ଜିତିବା ସମ୍ଭାବନା ସହ ଜଡିତ ଏକ ପ୍ରଶ୍ନର…

4 years ago

ବିଧାୟକ ମୋକିମଙ୍କୁ ମିଳିଲା ଜାମିନ୍‌,୧୩ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧୦: ଭିଜିଲାନ୍ସ କୋର୍ଟ ଦ୍ୱାରା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଦଣ୍ଡାଦେଶ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି। ଏହାକୁ ନେଇ ସୋମବାର ହାଇକୋର୍ଟର…

4 years ago

କେବଳ ଅମିତାଭ ନୁହେଁ, ଏସବୁ ଅଭିନେତା ସହ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିଲେ ରେଖା

ବିଗତ ଦିନର ସୁପରହିଟ୍‌ ଅଭିନେତ୍ରୀଙ୍କ ମଧ୍ୟରେ ରେଖା ଅନ୍ୟତମ। ୬୮ ବର୍ଷ ବୟସରେ ମଧ୍ୟ ସେ ଆଜି ବି ଚମକୁଛନ୍ତି। ଏଥିପାଇଁ ତାଙ୍କୁ ଏଭରଗ୍ରୀନ୍‌ ବିୟୁଟି କୁହାଯାଏ।…

4 years ago

ଗର୍ଭଯନ୍ତ୍ରଣାରେ ୨ କି.ମି. ଚାଲିଲେ

କାମାକ୍ଷାନଗର,୧୦।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପ୍ରଶାସନର ସମସ୍ତ ଉଦ୍ୟମ ସତ୍ତ୍ୱେ ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକର କାନ୍ତୋଲ ପଞ୍ଚାୟତର ଉପାନ୍ତ ଏକୁଲରେ ବଦଳୁନାହିଁ ଜନନୀ ଯନ୍ତ୍ରଣାର ଚିତ୍ର। ସ୍ବାଧୀନତାର…

4 years ago

ଉତ୍ତରପ୍ରଦେଶରେ ତିନିଦିନିଆ ଶୋକ…

ଲକ୍ଷ୍ନୌ,୧୦।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ନେତା ମୁଲାୟମ ସିଂ ଯାଦବଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ…

4 years ago

ଡଙ୍ଗା ଓଲଟି ୭୬ ଜଣଙ୍କ ମୃତ୍ୟୁ…

ଆବୁଜା,୧୦।୧୦ : ନାଇଜେରିଆର ଆନମ୍ବ୍ରା ସହରରେ ଏକ ଡଙ୍ଗା ବୁଡ଼ି ଘଟଣାରେ ୭୬ ଜଣଙ୍କର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଡଙ୍ଗାରେ ସମୁଦାୟ ୮୫ ଜଣ ଥିଲେ।…

4 years ago

ବିବାହିତା ମହିଳାଙ୍କ ପ୍ରେମରେ ପଡିଥିଲେ ରାଜାମୌଲି

‘ଆର୍‌ଆର୍‌ଆର୍‌’ ଏବଂ ‘ବାହୁବଲୀ’ ଭଳି ସୁପରହିଟ୍‌ ଫିଲ୍ମର ନିର୍ଦ୍ଦେଶନା ଦେଇଥିବା ଏସ୍‌. ରାଜାମୌଲିଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ତେଲୁଗୁ ଜଗତର ଜଣାଶୁଣା ନିର୍ଦ୍ଦେଶକ ରାଜମୌଲି ଆଜି…

4 years ago

୭ ହାଇୱେ ଲୁଟେରା ଗିରଫ

ଖୋର୍ଦ୍ଧା ଅଫିସ,୧୦ା୧୦: ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ୧୬ନମ୍ବର ଜାତୀୟ ରାଜପଥରେ ଲୁଟପାଟ ଓ ଡକାୟତି କରୁଥିବା ଏକ ହାଇୱେ ଲୁଟେରା ଗ୍ୟାଙ୍ଗ ଖୋର୍ଦ୍ଧା…

4 years ago