ନୂଆଦିଲ୍ଲୀ,୩।୧୦: କଂଗ୍ରେସ ଅଧ୍ୟକ୍ଷ ପଦର ପ୍ରାର୍ଥୀ ଶଶି ଥରୁର ଦଳ ସହ ଜଡିତ ଏକ ସଂଗଠନ ଅଲ୍ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସର ମୁଖ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…
ଲକ୍ଷ୍ନୌ,୩।୧୦: ବରିଷ୍ଠ ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କୁ କ୍ରିଟିକାଲ କେୟାର ୟୁନିଟ (ସିସିୟୁ)କୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ…
ନୂଆଦିଲ୍ଲୀ,୩।୧୦: ଏମ୍ସରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ପାଇଁ ଏକ ଖୁସି ଖବର। ଏଣିକି ଏମ୍ସର ଓପିଡି ସେବା ପାଇବା ପାଇଁ ପଞ୍ଜୀକରଣ ଫର୍ମ ଲାଗି ଶୁଳ୍କ ଆଉ…
ଭୁବନେଶ୍ୱର,୩।୧୦(ବ୍ୟୁରୋ): ପଶ୍ଚିମକେନ୍ଦ୍ରୀୟ ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର…
ରାଞ୍ଚି,୩।୧୦: ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ରଙ୍କ ଘରୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ ବେଳେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟାଙ୍କ ପାସବୁକ ଏବଂ ତାଙ୍କ…
ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଅକ୍ଟୋବର ୭ରେ ଏହାକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି…
ମୁମ୍ବାଇ,୩।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସୋମବାର ଏହି ସୂଚନା ଦେଇଛନ୍ତି। ତେବେ…
ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି…
ରାଉରକେଲା ଅଫିସ,୩।୧୦: ପ୍ରେମ ପାଇଁ ପ୍ରେମିକଙ୍କୁ ହତ୍ୟା କରି ଏକ କୋଇଲା ବୋଝେଇ ଟ୍ରେନ ବଗିରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗରେ ରାଉରକେଲା ପ୍ଲାଣ୍ଟସାଇଟ୍ ପୋଲିସ ୬ଜଣଙ୍କୁ ଗିରଫ…
ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି।…