Home Left

କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା…

4 years ago

୧୦ ବର୍ଷ ଧରି ଗୋପନରେ ସହାୟତା

ଓ୍ବାଶିଂଟନ,୨୧।୧: ଆମେରିକାର ଆଲବାମାସ୍ଥିତ ଛୋଟ ସହର ଗେରାଲ୍ଡାଇନ୍‌ରେ ଜଣେ କୃଷକ ବର୍ଷ ବର୍ଷ ଧରି ଗୋପନରେ ଲୋକଙ୍କ ବିଲ୍‌ ପଇଠ କରିଚାଲିଥିଲେ। ଅସହାୟ ଲୋକଙ୍କୁ ଔଷଧ କିଣିବା…

4 years ago

‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’

ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା…

4 years ago

ଇଜିପ୍ଟ ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ୬ ଚୁକ୍ତି ସ୍ବାକ୍ଷର ହେବ

ନୂଆଦିଲ୍ଲୀ,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଇଜିପ୍ଟ ରାଷ୍ଟ୍ରପତି ଅବ୍‌ଦେଲ ଫତ୍ତାହ ଏଲ୍‌-ସିସି ଯୋଗଦେବେ। ସେ ଜାନୁୟାରୀ ୨୪ରେ ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଭାରତର ସାଧାରଣତନ୍ତ୍ର…

4 years ago

ବସ୍‌ଷ୍ଟାଣ୍ଡରେ ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କ ପୋଷ୍ଟର ମାରିଲା ଏନ୍‌ଆଇଏ

କୋରାପୁଟ,୨୧ା୧(ସ୍ବ.ପ୍ର.) କୋଲକାତାସ୍ଥିତ ଏନ୍‌ଆଇଏ ପକ୍ଷରୁ ଶୁକ୍ରବାର ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କୁ ଧରାଇଦେବା ପାଇଁ କୋରାପୁଟ ବସଷ୍ଟାଣ୍ଡରେ ପୋଷ୍ଟରମାନ ମରାଯାଇଛି। ସେମାନେ ହେଲେ ଗଜରଲା ରବି, ଖିଲୋ…

4 years ago

କାର୍‌ ବନେଟ୍‌ରେ ୧ କି.ମି. ଘୋଷାଡ଼ିଲେ ମହିଳା

ନୂଆଦିଲ୍ଲୀ,୨୧।୧: ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଗାଡ଼ିରେ ଘୋଷାଡ଼ିନେବା ଘଟଣା ଗତ କିଛିଦିନ ହେଲା ବାରମ୍ବାର ଘଟିଚାଲିଛି। ବେଙ୍ଗାଲୁରୁରେ ଶୁକ୍ରବାର ଜଣେ ମହିଳା ତାଙ୍କ କାର୍‌ ବନେଟରେ ଜଣେ…

4 years ago

ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି…

4 years ago

ୟୁକ୍ରେନ୍‌କୁ ୨୭.୫ ବିଲିୟନ୍‌ ଡଲାର ସାମରିକ ସହାୟତା ଦେଲାଣି ଆମେରିକା

ଓ୍ବାଶିଂଟନ୍‌,୨୧।୧: ୨୦୨୨ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ପ୍ରଥମ ଆକ୍ରମଣ କରିଥିଲା। ଏହି ଯୁଦ୍ଧକୁ ଶୁକ୍ରବାର ୩୩୧ ଦିନ ପୂରିଥିବାବେଳେ ଆମେରିକା ଆଉ ୨.୫ ବିଲିୟନ୍‌…

4 years ago

ଜନସମସ୍ୟା ନେଇ ଆନ୍ଦୋଳନ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୧ା୧: ଗଞ୍ଜାମ ଜିଲା ସିପିଆଇର ବୈଠକ ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତିର କଡ଼ା…

4 years ago

୧୦୦୨ ହିତାଧିକାରୀଙ୍କୁ ଦିଆଗଲାଣି ପ୍ରାପ୍ୟ

କଟକ ଅଫିସ,୨୧ା୧: କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଟାଇଲ୍‌ ମିଲ୍ସ (ଓଟିଏମ୍‌) ପୁନରୁଦ୍ଧାର ମାମଲାରେ ଅଦ୍ୟାବଧି ୧୦୦୨ ହିତାଧିକାରୀଙ୍କୁ ବକେୟା ଅର୍ଥ ପ୍ରଦାନ କରାଯାଇଥିବା ନେଇ ଅଫିସିଆଲ…

4 years ago