Home Left

ଦରମା ନ ଦେଇ ନିର୍ଯାତନା, ବିଷପିଇଲେ ବନ ଜଗୁଆଳି

ରିଆମାଳ,୨୯।୯ (ଡି.ଏନ୍‌.ଏ.): ଦରମା ବଦଳରେ ମିଳିଲା ନିର୍ଯାତନା। ଦରମା ଟଙ୍କା ମାଗିବାରୁ ଗାଳିଗୁଲଜ କରିବା ସହ ଚାକିରିରୁ ବାହାର କରିଦେବାର ଭୟ ଦେଖାଇଲେ ଅଧିକାରୀ। ଫଳରେ ଚାପଗ୍ରସ୍ତ…

4 years ago

ବ୍ୟାପମ୍‌ ଦୁର୍ନୀତିରେ ୫ ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡ

ଭୋପାଳ,୨୯।୯: ବ୍ୟାପମ୍‌ ଦୁର୍ନୀତି ମାମଲାରେ ଭୋପାଳର ଏକ ସ୍ବତନ୍ତ୍ର ସିିବିଆଇ କୋର୍ଟ ଗୁରୁବାର ୫ ଜଣଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୭ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ…

4 years ago

ସୋନିଆଙ୍କୁ ଭେଟିଲେ ପାଇଲଟ: କହିଲେ, ସମସ୍ତଙ୍କୁ ମିଳିମିଶି କରିବାକୁ ପଡ଼ିବ କାମ

ନୂଆଦିଲ୍ଲୀ, ୨୯।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଜାରି ରହିଛି। ଇତିମଧ୍ୟରେ ଗୁରୁବାର ସନ୍ଧ୍ୟାରେ ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ…

4 years ago

ଟୁଙ୍ଗୁରୁ ଭୋଳ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ମହିଳାଙ୍କୁ ବଳାତ୍କାର କରିବା ଓ ତାଙ୍କ ସହିତ ପ୍ରେମ ସମ୍ପର୍କିତ ଭିଡିଓ ଭାଇରାଲ କରିବା ଅଭିଯୋଗରେ ଆଲୋକ ଭୋଳ ଓରଫ ଟୁଙ୍ଗୁରୁଙ୍କୁ ଭରତପୁର ଥାନା…

4 years ago

‘ଚିକିତ୍ସା ସୁବିଧା ପାଇବା ବନ୍ଦୀଙ୍କ ମୌଳିକ ଅଧିକାର’

ନୂଆଦିଲ୍ଲୀ, ୨୯।୯: ଏଲ୍‌ଗାର ପରିଷଦ-ମାଓବାଦୀ ସମ୍ପର୍କ ମାମଲାରେ ଜେଲ୍‌ରେ ଥିବା ସାମାଜିକ କର୍ମୀ ଗୌତମ ନଭଲଖାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ମୁମ୍ବାଇର ଯଶଲୋକ ହସ୍ପିଟାଲ ସ୍ଥାନାନ୍ତର କରିବାକୁ…

4 years ago

ଭାଜପାରେ ମିଶିଲେ ଜେକେପିପିର ପୂର୍ବତନ ବିଧାୟକ

ନୂଆଦିଲ୍ଲୀ, ୨୯।୯: ଦିନକୁ ଦିନ ଭାଜପାର ସଦସ୍ୟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁଜରାଟର ହୀରା ବ୍ୟବସାୟୀ ଭାଜପାରେ ଯୋଗଦେବାର ଗୋଟିଏ ଦିନ ପରେ ଜେକେପିପିର ପୂର୍ବତନ ବିଧାୟକ…

4 years ago

ନସିମ ଶାହା କୋଭିଡ୍‌ ପଜିଟିଭ: ଖେଳିପାରିବେନି ଟି୨୦ ମ୍ୟାଚ

ଲାହୋର,୨୯ା୯: ପାକିସ୍ତାନ ଫାଷ୍ଟ ବୋଲର ନସିମ ଶାହା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ସେ ଇଂଲଣ୍ଡ ବିପକ୍ଷ ପରବର୍ତ୍ତୀ ଦୁଇ ଟି-୨୦ ମ୍ୟାଚ ଖେଳିପାରିବେ ନାହିଁ।…

4 years ago

ରାଜଧାନୀରେ ବଢ଼ୁଛି ମଙ୍କିପକ୍ସ ମାମଲା: ପୁଣି ୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୯: କରୋନା ପରେ ଏବେ ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ କାୟା ମେଲାଇଲାଣି। ଗୁରୁବାର ନୂଆ ୩ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ…

4 years ago

ବାପାଙ୍କ ମୃତଦେହ ଦେଖି ଚାଲିଗଲା ଝିଅର ଜୀବନ

ବ୍ରହ୍ମପୁର ଅଫିସ,୨୯।୯: ବାପାଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ି ଶେଷରେ ଝିଅଙ୍କ ମୃତ୍ୟୁ ଘଟିଛି। ବ୍ରହ୍ମପୁର ସହରରେ ଏଭଳି ଏକ ଦୁଃଖଦ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ସୂଚନା…

4 years ago

ବିଜୟା ଦଶମୀରେ କେସିଆର୍‌ କରିପାରନ୍ତି ବଡ଼ ଘୋଷଣା

ହାଇଦ୍ରାବାଦ,୨୯।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍‌ଏସ୍‌ ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ଆସନ୍ତା ଅକ୍ଟୋବର ୫ ବିଜୟା ଦଶମୀରେ ତାଙ୍କର ଜାତୀୟ ଦଳ ଶୁଭାରମ୍ଭ କରିବେ…

4 years ago