Home Left

ଜେଲରୁ ଭିଡିଓ ଜାରି କଲେ ଲସ୍କର ନେତା ମକ୍କି, କହିଲେ ଅଲକାଏଦା ଅବା ଆଇଏସ ସହ ନାହିଁ କୌଣସି ସମ୍ପର୍କ

ଲାହୋର,୨୦ ।୧: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୋଏବା(ଏଲଟିଇ)ର ଉପ ନେତା ଅବଦୁଲ ରହମାନ ମକ୍କି ଗୁରୁବାର ଲାହୋରର କୋଟ ଲଖପତ ଜେଲରୁ ଏକ ଭିଡିଓ ଜାରି…

4 years ago

ମାଡ଼ିଗଲା ଟ୍ରାକ୍ଟର: ଚାଲିଗଲା ଜେଜେ, ନାତିଙ୍କ ଜୀବନ

କୁଆଁରମୁଣ୍ଡା,୧୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଟାଙ୍ଗରାଣୀ ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଜେଜେ ଏବଂ ନାତି ରାସ୍ତା…

4 years ago

ଶଙ୍କରଙ୍କ ଉପରେ ବ୍ୟାନ୍‌ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଛି।…

4 years ago

ସମୟ ପୂର୍ବରୁ ଛାଡ଼ିଦେଲା ବିମାନ: ରହିଗଲେ ଯାତ୍ରୀ

ଅମୃତସର,୧୯।୧: ଅମୃତସରରୁ ସିଙ୍ଗାପୁର ଯିବାକୁ ଥିବା ସ୍କୁଟ୍‌ ଏୟାରଲାଇନ୍ସର ଏକ ବିମାନର ଉଡ଼ାଣ ସମୟକୁ ପରିବର୍ତ୍ତନ କରିଦିଆଯିବାରୁ ୩୨ ଜଣ ଯାତ୍ରୀ ଯାଇପାରି ନ ଥିଲେ। ଏହି…

4 years ago

୨୭ରୁ ବୁଦ୍ଧଖୋଲ ମହୋତ୍ସବ

ବୁଗୁଡ଼ା,୧୯ା୧(ଡି.ଏନ୍‌.ଏ.): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତଥା ଐତିହାସିକ ଶୈବପୀଠ ବୁଦ୍ଧଖୋଲ ପାଦଦେଶରେ ଜାନୁୟାରୀ ୨୭, ୨୮, ୨୯ ତାରିଖ ୩ ଦିନ ଧରି ବୁଦ୍ଧଖୋଲ ମହୋତ୍ସବ ଅନୁଷ୍ଠିତ…

4 years ago

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ୩ ଯୁବକ ଗଣ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି।…

4 years ago

ପିଏଲ୍‌ଏଫ୍‌ଆଇର ପୋଡ଼ାଜଳା

ସୁନ୍ଦରଗଡ଼/ନୂଆଗାଁ,୧୯।୧(ଡି.ଏନ୍‌.ଏ.): କିଛିମାସ ବନ୍ଦ ରହିବା ପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ପୁଣି ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ) ସଙ୍ଗଠନର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ଜିଲା…

4 years ago

ଦାଣ୍ଡରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କୁ ଅପହରଣ

ଔପଦା,୧୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ଥାନା ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ଗ୍ରାମରୁ ୧୭ ତାରିଖରେ ୧ ବର୍ଷ ୮ ମାସର ଶିଶୁପୁତ୍ରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।…

4 years ago

ପରୀକ୍ଷା ବେଳେ ଶିକ୍ଷକଙ୍କୁ ଛାତ୍ରଙ୍କ ଛୁରାମାଡ଼

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀର ଏକ ସରକାରୀ ସ୍କୁଲ୍‌ରେ ଗୁରୁବାର ପରୀକ୍ଷା ଚାଲିଥିବା ବେଳେ ଜଣେ ଛାତ୍ର ଶିକ୍ଷକଙ୍କୁ ଏକାଧିକ ଥର ଛୁରି ଭୁସିଛନ୍ତି। ଦିଲ୍ଲୀର ଇନ୍ଦରପୁରୀ ଅଞ୍ଚଳରେ ଏହି…

4 years ago

ଭାରତ ଯୋଡ଼ୋ ଯାତ୍ରାରେ ଯୋଗଦେବେ ଫାରୁକ୍‌

ଜମ୍ମୁ,୧୯।୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ଭାରତ ଯୋଡ଼ୋ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହେବେ।…

4 years ago