ଚେନ୍ନାଇ,୨୧ା୭:ତାମିଲନାଡ଼ୁର କରୁର ଜିଲାରେ ଶନିବାର ସ୍ବାମୀଙ୍କ ସହ ବଚସାରୁ ଗଣ୍ଡଗୋଳ ହୋଇ ଆହତ ହୋଇଥିବା ୨୭ ବର୍ଷୀୟ ସ୍ତ୍ରୀ ଚିକିତ୍ସା ପାଇଁ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।…
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନିଶା କାରବାର ଚର୍ଚ୍ଚାର ବିଷୟ ହୋଇଛି। ଗାଁଠୁ ସହର ସବୁଠି ଏହି କାରବାର ବଢ଼ି ଚାଲିଛି। ଚୋରାମଦ, କଫ୍ ସିରପ୍ଠାରୁ ଆରମ୍ଭ…
କଟକ,୨୧ା୭: ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ…
ଥଣ୍ଡା ପାନୀୟ ବା କୋଲ୍ଡ ଡ୍ରିଙ୍କ୍ସ ପିଇବା ଆଜିକାଲି କେତେ ଜନାଦୃତ ହୋଇଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେବେ ବିଶେଷଭାବରେ ଯୁବପିଢ଼ି ଅଧିକ ପରିମାଣରେ ଏହାର…
ନୂଆଦିଲ୍ଲୀ,୨୧ା୭(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିବାବେଳେ ଏହାର ଦିନକ ପୂର୍ବରୁ ରବିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଡକାଯାଇଥିବା ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପହଲଗାମ୍…
ପ୍ରଥମ ଥର ନିଜେ ନିଜେ ହାଟକୁ ଯାଉଥିବାରୁ ପରିବା କିଣା ବିଷୟରେ ପତ୍ନୀ ଦେଇଥିବା ଜ୍ଞାନକୁ ଘୋଷି ହେଉଥାଏ - ପରିବା କିଣିବା ପୂର୍ବରୁ ଆଗ ହାଟ…
ଚେତନତା ଅଭାବରୁ କୋର୍ଟ କଚେରି, ଥାନାର ଭୟ ଦେଖାଇ କିଛି ଖଳପ୍ରକୃତିର ବ୍ୟକ୍ତି ସାଧାରଣ ଜନତାଙ୍କୁ ଭୟଭୀତ କରନ୍ତି ଏବଂ ପରେ ଡାହାଣୀ ହୋଇ ଲାଗିବା ଓ…
ପୁରୁଷୋତ୍ତମପୁର,୨୦।୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ଲଘୁଖଣିଜ ଦ୍ରବ୍ୟ ଚୋରା ଚାଲାଣକୁ ନେଇ ରବିବାର ବଡ଼ ଧରଣର ଚଢାଉ ହୋଇଛି। ଗଞ୍ଜାମ ଜିଲାପାଳଙ୍କ…