ଗଞ୍ଜାମ,୧୨।୧(ଡି.ଏନ.ଏ.): ରମ୍ଭା ଥାନା କଣ୍ଟାପଡା ଛକରୁ ଗତ କିଛି ଦିନ ତଳେ ଜଣେ ବ୍ୟକ୍ତିଙ୍କଠାରୁ କିଛି ଦୁର୍ବୃତ୍ତ ମୋବାଇଲ ଓ ଟଙ୍କା ଛଡାଇ ନେଇଥିବା ଅଭିଯୋଗ ହୋଇଥିଲା…
ଭବାନୀପାଟଣା,୧୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ…
ଓ୍ବାଶିଂଟନ,୧୨ା୧: ଆମେରିକାର ଶିକାଗୋସ୍ଥିତ ଲାସଲେର ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ବିସ୍ଫୋରଣ ଘଟିଛି। ଏଥିଯୋଗୁ ନିଅଁା ଲାଗି ଫ୍ୟାକ୍ଟ୍ରି ଜଳିଯାଇଛି। ଇଲିନୋଇସ୍ର ଉତ୍ତର ଭାଗରେ ଥିବା…
ବକ୍ସର,୧୨।୧: କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କ କନ୍ଭେ ଉପରେ ଗୁରୁବାର ସନ୍ଧ୍ୟାରେ ପଥରମାଡ଼ ହୋଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ଅଳ୍ପକେ ବର୍ତ୍ତିଯିବା ସହ ସୁରକ୍ଷାକର୍ମୀଙ୍କ ବଳୟରେ ସୁରକ୍ଷିତ ଭାବେ ତାଙ୍କୁ…
ଗଣିଆ,୧୨ା୧(ଡି.ଏନ.ଏ.): ହରିଣ ଶିକାର ଘଟଣାରେ ଛାମୁଣ୍ଡିଆ ବନ୍ୟପ୍ରାଣୀ ବନାଞ୍ଚଳ ତରଫରୁ ଚଢାଉ କରାଯାଇ ଜଣେ ଶିକାରୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା ା ସମ୍ପୃକ୍ତ…
ରାଉଲକେଲା ଅଫିସ,୧୨।୧: ଶୁକ୍ରବାରଠାରୁ ପୁରୁଷ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଭାରତ-ସ୍ପେନ୍ ମ୍ୟାଚ୍ ଖେଳାଯିବ। ଉପଅଧିନାୟକ ଭାବେ ଭାରତୀୟ ହକି ଟିମ୍ରେ ଓଡ଼ିଆ…
ରାୟପୁର,୧୨।୧: ଛତିଶଗଡରେ ସରକାରୀ ଚାକିରି ଆଶାରେ ବସିଥିବା ଯୁବକମାନଙ୍କ ପାଇଁ ଏକ ଖୁସି ଖବର। ଦୁଇ ଦିନ ପୂର୍ବରୁ ଆଇଟିଆଇରେ ୪୦୦ ପଦବୀକୁ ସିଧାସଳଖ ନିଯୁକ୍ତି ପାଇଁ…
ଦାରିଙ୍ଗବାଡି,୧୨।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାମୁଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣେ ଦଶମ ଛାତ୍ରୀଙ୍କ ଚିକିତ୍ସାରେ ଅବହେଳା ଯୋଗୁ…
ନୂଆଦିଲ୍ଲୀ,୧୨।୧: ଭାଜପା ଏମ୍ପି ସୌମିତ୍ର ଖାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାମୀ ବିବେକାନନ୍ଦଙ୍କ ସହିତ ତୁଳନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଆଧୁନିକ ଭାରତର ସ୍ବାମୀ…
ବାରିପଦା ଅଫିସ,୧୨ା୧- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍(୧) କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସୁରେଶ ଚନ୍ଦ୍ର ପ୍ରଧାନ…