ଭୁବନେଶ୍ୱର,୭।୧(ବ୍ୟୁରୋ): ଶିକ୍ଷା ମନ୍ତ୍ରୀ ସମୀର ଦାସ ଶୁକ୍ରବାର ୯୬ ଶିକ୍ଷକଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ଶିକ୍ଷକ ଭାବେ ନିଯୁକ୍ତି ପାଇ ମଧ୍ୟ ଦୀର୍ଘ…
ଦେବଗଡ଼,୭।୧(ଡି.ଏନ୍.ଏ.): ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ୨ ତାରିଖରେ ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ତାଙ୍କୁ ମାଡ଼ ମାରିବା ସହିତ…
ପୁରୀ ଅଫିସ, ୭।୧୨: ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ହୃଷିକେଶ ଭୋଇ ଶନିବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ପରେ ମହୋଦଧିରେ ସ୍ନାନକରି ନିଜର ପଇତା ସମର୍ପଣ ଓ…
ମୁୁମ୍ବାଇ: ବଲିଉଡରେ ଚର୍ଚ୍ଚିିିିତ ଯୋଡି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ। ତାଙ୍କ ବିବାହ ସମ୍ପର୍କୀୟ ଖବର ଜାଣିବା ପାଇଁ…
ଡେରାଡୁନ୍,୭।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅଧୀନ ଜୋଷୀମଠ ଅଞ୍ଚଳ ଦବୁଥିବାରୁ ଶତାଧିକ ଘର ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଫଳରେ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି।…
ନୂଆଦିଲ୍ଲୀ: ବର୍ମିଂହାମ୍ ୟୁନିଭର୍ସିଟି ହସ୍ପିଟାଲରେ କନ୍ସଲ୍ଟାଣ୍ଟ ହେପାଟୋଲୋଜିଷ୍ଟ ଥିବା ଭାରତୀୟ ବଂଶୋଦ୍ଭବ ଡାକ୍ତର ବିଶ୍ୱରାଜ ଭେମଲା ବିମାନରେ ଜଣେ ସହଯାତ୍ରୀଙ୍କୁ ୨ ଥର ହୃଦ୍ଘାତରୁ ବଞ୍ଚାଇ ଚର୍ଚ୍ଚାକୁ…
ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଆସନ୍ତା ହକି ବିଶ୍ୱକପ ଖେଳିବା ପାଇଁ ମାଲେସିଆ, ଦକ୍ଷିଣ ଆଫ୍ରିକା, ଆର୍ଜେଣ୍ଟିନା ଓ ନ୍ୟୁଜିଲାଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ସ୍ଥାନୀୟ ବିଜୁ…
ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ୨୦୧୮ରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଶ୍ୱକପ୍ର ଗତ ସଂସ୍କରଣରେ ଚାମ୍ପିୟନ ହୋଇଥିବା ବେଲଜିୟମ ଦଳ ଶୁକ୍ରବାର ଏଠାରେ ପହଞ୍ଚତ୍ଛି। ବିଶ୍ୱ ହକିର ତାରକା ଖେଳାଳିଙ୍କୁ…
ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଗେଟ୍ ବଲ୍ ୟୁନିୟନ (ଆଇଜିୟୁ) ଆନୁକୂଲ୍ୟରେ ଚଳିତମାସ ୮ ଓ ୯ରେ ଭାରତୀୟ ଓପନ ଗେଟ୍ବଲ୍ ଟୁର୍ନାମେଣ୍ଟ୍ ସ୍ଥାନୀୟ କିଟ୍ ରଗ୍ବୀ…
ମୁମ୍ବାଇ: ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ରାଜୀବ ସେନ ଏବଂ ଚାରୁ ଆସୋପା ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ପରସ୍ପରଠାରୁ ଅଲଗା ହେବା ଖବର…