Home Left

ଭାରତ-ଚାଇନା ସୀମା ବିବାଦ ମଧ୍ୟରେ ବାୟୁସେନା କରିବ ଯୁଦ୍ଧାଭ୍ୟାସ, ଅରୁଣାଚଳରେ ସୁଖୋଇ-ରାଫାଲ ଦେଖାଇବେ ଦମ୍‌

ନୂଆଦିଲ୍ଲୀ,୧୫ ।୧୨: ଭାରତ-ଚାଇନା ସୀମା ବିବାଦକୁ ନେଇ ଉଠିଥିବା ଝଡ଼ ମଧ୍ୟରେ ଭାରତୀୟ ବାୟୁସେନା ୧୫ ଡିସେମ୍ବରରୁ ଦୁଇ ଦିନିଆ ଯୁଦ୍ଧାଭ୍ୟାସ କରିବାକୁ ଯାଉଛି । ଏହି…

4 years ago

ଭୋଲ୍‌ଟାସର ଏକ୍ସକ୍ଲୁସିଭ ବ୍ରାଣ୍ଡ୍‌ ଶପ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅନ୍ୟତମ ସଂସ୍ଥା ଭୋଲ୍‌ଟାସର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ର ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ…

4 years ago

ଶ୍ୟାମ୍‌ ଷ୍ଟିଲ୍‌ ପ୍ରଚଳନ କରୁଛି ଜି ହଜୁର

ଭୁବନେଶ୍ୱର,୧୫।୧୨: ପ୍ରାଇମେରି ଟିଏମ୍‌ଟି ବାର୍‌ର ଅଗ୍ରଣୀ ଉପତ୍ାଦନକାରୀ ତଥା ବିନିର୍ମାଣକାରୀ ଶ୍ୟାମ୍‌ ଷ୍ଟିଲ୍‌ ସମସ୍ତ ନିର୍ମାଣ ସାମଗ୍ରୀ ନିମନ୍ତେ ଏକ ନୂଆ ଯୁଗର ବି୨ବି ବଜାରସ୍ଥଳ ଜି…

4 years ago

ସ୍ତ୍ରୀଙ୍କୁ ହତ୍ୟାକରି ଡାକ୍ତର ଗିରଫ

ଲଖିମପୁର ଖେରି: ୧୫।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଅଭିଷେକ ଅବସ୍ତି ନାମକ ଡାକ୍ତରଙ୍କୁ ପୋଲିସ ଗିରଫ କରିଛି। ଅଭିଷେକଙ୍କ ସ୍ତ୍ରୀ ବନ୍ଦନା…

4 years ago

ପ୍ରାଥମିକ କ୍ଷେତ୍ରରେ ୧୯% ବୃଦ୍ଧି ପାଇଛି ଋଣ ଆକଳନ

ଭୁବନେଶ୍ୱର,୧୫।୧୨: ନାବାର୍ଡ ପକ୍ଷରୁ ଆୟୋଜିତ ଷ୍ଟେଟ୍‌ କ୍ରେଡିଟ୍‌ ସେମିନାର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସେମିନାରରେ ନାବାର୍ଡ ଦ୍ୱାରା ପ୍ରସ୍ତୁତ ‘ଷ୍ଟେଟ ଫୋକସ୍‌ ପେପର୍‌ ୨୦୨୩-୨୪’ ପୁସ୍ତିକାର…

4 years ago

ଟିଏମ୍‌ସିରେ ଯୋଗଦେଲେ ମଜିଦ ମେମନ

ନୂଆଦିଲ୍ଲୀ, ୧୫।୧୨: ସୁପ୍ରିମକୋର୍ଟର ପୂର୍ବତନ ଓକିଲ ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ମଜିଦ ମେମନ ବୁଧବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ରେ ସାମିଲ ହୋଇଛନ୍ତି। ୩…

4 years ago

ଆମେରିକାରେ ଚାଇନା ଛାତ୍ର ଗିରଫ, ସିସିପି ବିରୋଧରେ ପୋଷ୍ଟ ଲେଖିଥିବା ବ୍ୟକ୍ତିଙ୍କୁ ଦେଇଥିଲେ ଧମକ

ୱାଶିଂଟନ,୧୫ ।୧୨: ଆମେରିକାରେ ଜଣେ ଚାଇନା ଛାତ୍ରଙ୍କୁ ଗିରଫ କରାଯାଇଛି । ଏହି ଛାତ୍ରଙ୍କ ବିରୋଧରେ ଚାଇନାର ଶାସକ ଚାଇନିଜ କମ୍ୟୁନିଷ୍ଟ ପାର୍ଟି(ସିସିପି) ବିରୋଧରେ ପୋଷ୍ଟ ଲେଖିଥିବା…

4 years ago

ଆସାମ ଗାମୋଚାକୁ ଜିଆଇ ଟ୍ୟାଗ୍‌

ଗୁଆହାଟି,୧୫।୧୨: ଆସାମର ଗାମୋଚାକୁ ଭୌଗୋଳିକ ସାଙ୍କେତିକ (ଜିଆଇ) ମାନ୍ୟତା ମିଳିଛି। ଆସାମର ସଂସ୍କୃତିକୁ ଦର୍ଶାଉଥିବା ଗାମୋଚାକୁ କେନ୍ଦ୍ର ସରକାରଙ୍କ ତରଫରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ମଙ୍ଗଳବାର…

4 years ago

ହଲିଉଡ ଅଭିନେତା ଷ୍ଟିଫେନ ବସଙ୍କ ପରଲୋକ

ଲସ ଆଞ୍ଜେଲସ,୧୫ ।୧୨: ହଲିଉଡ ଇଣ୍ଡଷ୍ଟ୍ରିର ବେଶ ଜଣାଶୁଣା ଅଭିନେତା, ଡ୍ୟାନ୍ସର ତଥା ଡିଜେ ଷ୍ଟିଫେନ ବସଙ୍କର ପରଲୋକ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ୧୩…

4 years ago

ଜୟପୁର ବାଳ ସୁଧାର ଗୃହରୁ ୬ କଏଦୀ ଫେରାର

ଜୟପୁର,୧୫ ।୧୨; ରାଜସ୍ଥାନ ଜୟପୁରର ଟ୍ରାନ୍ସପୋର୍ଟ ନଗର ଥାନା ଅଞ୍ଚଳରେ ଥିବା ବାଳ ସୁଧାର ଗୃହରୁ ମଙ୍ଗଳବାର ରାତିରେ ୬ ଜଣ କଏଦି ଫେରାର ହୋଇଯାଇଛନ୍ତି ।…

4 years ago