Home Left

ଡିଭାଇଡରରେ ପିଟି ହୋଇ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଡିଭାଇଡରରେ ବାଇକ୍‌ ପିଟି ହେବାରୁ ୨ ଆରୋହୀଙ୍କ ମୃତ୍ୟୁ…

4 years ago

କୋଭିଡ୍‌, ମଙ୍କିପକ୍ସ, ଏଚ୍‌ଆଇଭିରେ ସଂକ୍ରମିତ ହେଲେ ଯୁବକ

ରୋମ, ୨୫ା୮: ଇଟାଲୀର ଜଣେ ୩୬ ବର୍ଷୀୟ ଯୁବକ ଏକାସଙ୍ଗେ କୋଭିଡ୍‌-୧୯, ମଙ୍କିପକ୍ସ ଏବଂ ଏଚ୍‌ଆଇଭିରେ ସଂକ୍ରମିତ ହୋଇଛନ୍ତି। ଯୁବକ ଜଣକ ଜୁନ୍‌ରେ ସ୍ପେନ୍‌ ଯାଇଥିଲେ। ସେଠାରୁ…

4 years ago

କୋର୍ଟରେ ପଡ଼ିିଛି ସିବିଆଇର ୬,୭୦୦ ଦୁର୍ନୀତି ମାମଲା

ନୂଆଦିଲ୍ଲୀ, ୨୫ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ତଦନ୍ତ କରୁଥିବା ପ୍ରାୟ ୬,୭୦୦ ଦୁର୍ନୀତି ମାମଲା ବିଭିନ୍ନ ଅଦାଲତରେ ବିଚାରାଧୀନ ରହିଛି। ସେଥିମଧ୍ୟରୁ ୨୭୫ଟି ୨୦ ବର୍ଷ ହେଲା…

4 years ago

ପ୍ରଖର ସ୍ରୋତରୁ ୨ ପୁଅଙ୍କୁ ବଞ୍ଚାଇଲେ ବାପା: ସାନପୁଅ ଏବେବି ନିଖୋଜ

ରାୟଗଡ଼ା ଅଫିସ,୨୫ା୮: ରାୟଗଡ଼ା ଜିଲା ଚେକାଗୁଡ଼ାଠାରେ ରହିଥିବା ଓଡ଼ିଶାର ଦ୍ୱିତୀୟ ଝୁଲାପୋଲ ନିକଟ ନାଗାବଳୀ ନଦୀରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଏକ…

4 years ago

ପରଲୋକରେ ‘ସନମ ବଓ୍ବେଫା’ର ନିର୍ଦ୍ଦେଶକ

ମୁମ୍ବାଇ,୨୫।୮: ବେଶ୍‌ ଜଣାଶୁଣା ତଥା ଲୋକପ୍ରିୟ ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ, ଗୀତିକାର ତଥା ଲେଖକ ସାୱନ କୁମାର ଟାକଙ୍କର ପରଲୋକ ଘଟିଛି। ଗୁରୁବାର ଅପରାହ୍ନ ପ୍ରାୟ ୪ଟା…

4 years ago

ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୨୫ା୮: ଜନୈକା ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଗାନ୍ଧୀନଗରର ସିଏଚ୍‌.…

4 years ago

ଯୁବତୀଙ୍କୁ ଅସଦାଚରଣ ମାମଲାରେ ଅଭିଯୁକ୍ତଙ୍କୁ ୮ମାସ ଜେଲ୍‌

ନୟାଗଡ଼ ଅଫିସ/ଦଶପଲ୍ଲା,୨୫।୮(ଡି.ଏନ୍‌.ଏ.):ନୟାଗଡ଼ ଜିଲା ଦଶପଲ୍ଲାର ଜେଏମ୍‌ଏଫ୍‌ସି କୋର୍ଟରେ ଯୁବତୀଙ୍କୁ ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି । ଜେଏମ୍‌ଏଫ୍‌ସି କୋର୍ଟର ବିଚାରପତି ସୌମ୍ୟ ରଞ୍ଜନ ପୃଷ୍ଟି ଏହାର…

4 years ago

‘ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା’

ଭୁବନେଶ୍ୱର, ୨୫।୮ (ବ୍ୟୁରୋ): ରାଜ୍ୟରେ ବନ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର…

4 years ago

ଛାତ୍ରୀଙ୍କୁ ଅସଦାଚରଣ କରି ଥାନାରେ ପ୍ରଧାନ ଶିକ୍ଷକ

ବଲାଙ୍ଗୀର ଅଫିସ,୨୫।୮: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଶ୍ୱନାଥ ବୁଦ୍ଧିଆଙ୍କ ବିରୋଧରେ ସ୍କୁଲର ୫ ଜଣ ଛାତ୍ରୀ…

4 years ago

ରାଜ୍ୟରୁ ୪୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

4 years ago