ଅନୁଗୋଳ ଅଫିସ,୧୯ା୮: ଅନୁଗୋଳ ଜିଲାରେ ବନ୍ୟାସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ମହାନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାପାଣି ଗୁରୁବାର କମୁଥିବା ଦେଖିବାକୁ…
ଅହମ୍ମଦାବାଦ୍,୧୯।୮: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ଭାରୁଚରେ ଦଳର ୭ ନେତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ନେତାଙ୍କ…
ଢେଙ୍କାନାଳ ଅଫିସ,୧୯।୮: ଲଗାଣବର୍ଷା ହେଲେ ଢେଙ୍କାନାଳର ଐତିହାସିକ କୁଞ୍ଜକାନ୍ତ ପୋଖରୀର ଚିତ୍ର ବଦଳିଯାଉଛି। ପାଣି ନିଷ୍କାସନ ହୋଇ ନ ପାରି ୩ନଂ. ଓ୍ବାର୍ଡରେ ପ୍ରବାହିତ ହେଉଛି। ଏହି…
ଇନ୍ଦୋର,୧୯।୮: ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ କୈଳାଶ ବିଜୟବର୍ଗିୟ ବିଦେଶରୁ ଭାରତ ଫେରିଛନ୍ତି। ସେ ଇନ୍ଦୋର ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ସମର୍ଥକମାନେ ତାଙ୍କୁ ସ୍ବାଗତ କରିଥିଲେ।…
ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ ବିପଦପୂର୍ଣ୍ଣ…
ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ପୁଣି ଏକ ମନ୍ଦିରରୁ ଚୋରି। ରେଲଓ୍ବେ ଷ୍ଟେଶନ ନିକଟସ୍ଥ ସିଦ୍ଧ ମହାବୀର ମନ୍ଦିରରୁ ଅଷ୍ଟଧାତୁରେ ନିର୍ମିତ ହନୁମାନ ମୂର୍ତ୍ତି ଚୋରି ହୋଇଥିବା…
ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ ପାଠପଢ଼ା…
ପାପଡ଼ାହାଣ୍ଡି,୧୯ା୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଆମପାଣି ଘାଟିର ଖଡ଼କା ନିକଟରେ ଶୁକ୍ରବାର ସକାଳୁ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ଦୁଇ ଡ୍ରାଇଭର…
ନୂଆପଡ଼ା ଅଫିସ,୧୯ା୮: ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାନି ଗାଁ ନିକଟରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣକୁ ହତ୍ୟା କରିଛନ୍ତି ମାଓବାଦୀ।…
ଦେବଗଡ଼,୧୯ା୮(ଡି.ଏନ୍.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ ଆତ୍ମହତ୍ୟା…