ବେଜିଂ.୧୮ ।୮: ପୂର୍ବ ଲଦ୍ଦାଖର ଏଲଏସିରେ ୨ ବର୍ଷରୁ ଅଧିକ ସମୟ ହେବ ଚାଇନା ସେନାଙ୍କ ଗତିରୋଧ ମଧ୍ୟରେ ଏବେ ଭାରତ ଓ ଚାଇନା ସେନା ରୁଷିଆରେ…
ସାଂଘାଇ,୧୮ ।୮: ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଛି ଚାଇନା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ୟାଂଗତ୍ଜି ନଦୀର ଗୋଟିଏ ଭାଗ ଶୁ୍ଖି ଯିବାରୁ ଏହା…
ରିୟାଧ, ୧୭ା୮: କେତେକ ଟୁଇଟର ଆକାଉଣ୍ଟକୁ ଫଲୋ କରିବା, ସେଗୁଡ଼ିକର ଟୁଇଟ୍କୁ ରିଟୁଇଟ୍ କରିବା ଅଭିଯୋଗରେ ସାଉଦି ଆରବର ଜଣେ ମହିଳାଙ୍କୁ ୩୪ ବର୍ଷ ଜେଲ ଦଣ୍ଡାଦେଶ…
ନୂଆଦିଲ୍ଲୀ, ୧୭ା୮: ବଲିଉଡ୍ ଅଭିନେତ୍ରୀ ଜ୍ୟାକ୍ଲିନ୍ ଫର୍ନାଣ୍ଡିଜ୍ଙ୍କୁ ଏକ ମନିଲଣ୍ଡରିଂ ମାମଲାରେ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଦ୍ୱିତୀୟ ଚାର୍ଜଶିଟ୍ ଦାଖଲ କରିଛି। ଦିଲ୍ଲୀ ପିଏମ୍ଏଲ୍ଏ…
ପାଟନା,୧୭।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ଭେଟିଛନ୍ତି। ବିହାରରେ ସରକାର ଗଠନ ପରେ ଦୁଇ ନେତାଙ୍କ ମଧ୍ୟରେ ଏହା ହେଉଛି…
ନୂଆଦିଲ୍ଲୀ,୧୭।୮: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) କଠୋର ହୋଇଛି। ଯାତ୍ରା ସମୟରେ ସମସ୍ତ ଯାତ୍ରୀ ସଠିକ ଭାବରେ ମାସ୍କ…
କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ଆର୍ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା…
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ।…
ନୂଆଦିଲ୍ଲୀ,୧୭।୮: ଭାରତରେ ବୁଧବାର ମୋବାଇଲ ଫୋନ କମ୍ପାନୀ ଭିଭୋ ନିଜର ‘ଭି୨୫’ ଭ୍ୟାରିଆଣ୍ଟକୁ ଲଞ୍ଚ କରିଛି। ଏହି ସ୍ମାର୍ଟଫୋନ୍ରେ ୧୨ଜିବି ପର୍ଯ୍ୟନ୍ତ ରାମ୍ ସହ ମିଡିଆ ଟେକ୍…
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…